THE BYAPINI

ଇସ୍ତଫା ଦେଲେ ୨୨ ସରପଞ୍ଚ

Get real time updates directly on you device, subscribe now.

କେନ୍ଦୁଝର: କେନ୍ଦୁଝର ଜିଲା ତେଲକୋଇ ବ୍ଲକ୍‌ର ୨୨ ପଞ୍ଚାୟତର ସରପଞ୍ଚ ଗୁରୁବାର ସମୂହ ଇସ୍ତଫା ଦେଇଛନ୍ତି। ଶ୍ରୀଜଗନ୍ନାଥ ପରିକ୍ରମା ଅର୍ପଣ ରଥ କାର୍ୟ୍ୟକ୍ରମ ପରିଚାଳନାରେ ବ୍ୟତିକ୍ରମ ଓ ସେମାନଙ୍କୁ ଅଣଦେଖା ଅଭିଯୋଗ କରି ବ୍ଲକ୍‌ ସରପଞ୍ଚ ସଂଘ ପକ୍ଷରୁ ବିଡିଓଙ୍କୁ ଇସ୍ତଫାପତ୍ର ପ୍ରଦାନ କରାଯାଇଛି। ଏଥିସହ କେନ୍ଦୁଝର ଉପଜିଲାପାଳ ରାମଚନ୍ଦ୍ର କିସ୍କୁଙ୍କୁ ଭେଟି ଅଭିଯୋଗ ଜଣାଇବା ସହ ଇସ୍ତଫାପତ୍ର ଦେବାକୁ ଆସିଥିବା ବେଳେ ଦେଖା ହୋଇପାରି ନ ଥିବା ସଲେଇକେନା ସରପଞ୍ଚ ପାଙ୍ଗେଲା ମୁଣ୍ଡା ସୂଚନା ଦେଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.