THE BYAPINI

ଜଗତସିଂହପୁର ଜିଲ୍ଲା ପାଇଁ ପର୍ୟ୍ୟବେକ୍ଷକଙ୍କୁ ନିଯୁକ୍ତ କଲା ବିଜେଡି

Get real time updates directly on you device, subscribe now.

ଭୁବନେଶ୍ବର: ବିଜୁ ଜନତା ଦଳ ଜଗତସିଂହପୁର ଜିଲ୍ଲା ପାଇଁ ସହ ପର୍ୟ୍ୟବେକ୍ଷକ ଓ ନିର୍ବାଚନ ମଣ୍ଡଳୀ ପାଇଁ ପର୍ୟ୍ୟବେକ୍ଷକଙ୍କୁ ନିଯୁକ୍ତ କରିଛି।  ଗିରୀଶ ଚନ୍ଦ୍ର ଦାସଙ୍କୁ ଜିଲ୍ଲା ସହ-ପର୍ୟ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଥିବା ବେଳ ମୀନକେତନ ଅମାତଙ୍କୁ ବାଲିକୁଦା, ମନୋଜ ନାୟକଙ୍କୁ ଜଗତସିଂହପୁର ଦାୟିତ୍ୱ ଦେଇଛି ବିଜେଡି। ସେହପରି ସୋଲାର ମିଶ୍ର ତିର୍ତ୍ତୋଲ ଓ ସନ୍ତୋଷ ବେଜଙ୍କୁ ପାରାଦୀପ ପର୍ୟ୍ୟବେକ୍ଷକ ଦିଆଯାଇଛି। ଏ ନେଇ ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.