THE BYAPINI

ପୁଣି ବର୍ଷା ଅନୁଭବ ନାଟକ

Get real time updates directly on you device, subscribe now.

ଭୁବନେଶ୍ୱର :ଓଲିଉଡ୍ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ପାରିବାରିକ ବିବାଦ ଦୀର୍ଘ ଦିନ ଧରି ଚାଲିଛି। ଏହି ବିବାଦ ଭିତରେ ସୋଶାଆଲ ମିଡିଆରେ ଆଜି ଏକ ଭାବପ୍ରବଣ ପୋଷ୍ଟ କରିଛନ୍ତି ଅନୁଭବ। ସୋଶାଆଲ ମିଡିଆରେ ସେ ପତ୍ନୀ ବର୍ଷାଙ୍କ ପାଇଁ ଦେଇଛନ୍ତି ବନ୍ଧୁତାର ସଂଦେଶ। ଅନୁଭବଙ୍କର ଏହି ପୋଷ୍ଟକୁ ଚର୍ଚ୍ଚା ଜୋର ଧରିଛି।ବର୍ଷାଙ୍କ ବିବାହ ପରେ ବିଦାୟ ବେଳର ଫଟୋ ପୋଷ୍ଟ କରିଛନ୍ତି ଅନୁଭବ। ବର୍ଷା ପ୍ରିୟଦର୍ଶିନୀଙ୍କୁ ଟ୍ୟାଗ୍ କରି ଲେଖିଛନ୍ତି, ମୁଁ ତୁମକୁ ହୃଦୟରୁ ଭଲ ପାଏ। ତେବେ କୌଣସି କାରଣରୁ ଆମ ବିବାହ ବିଫଳ ହୋଇଛି। ବିବାହ ବିଚ୍ଛେଦ ପରେ କ’ଣ ଆମେ ଭଲ ବନ୍ଧୁ ହୋଇ ରହିପାରିବା ନାହିଁ କି ବୋଲି ପ୍ରଶ୍ନ କରିଛନ୍ତି ଅନୁଭବ ।

Get real time updates directly on you device, subscribe now.

Leave A Reply

Your email address will not be published.