THE BYAPINI

ବାଲେଶ୍ୱରରୁ ଲଢ଼ିବେନି ଅଶ୍ୱିନୀ ବୈଷ୍ଣବ

Get real time updates directly on you device, subscribe now.

ନୂଆଦିଲ୍ଲୀ:   ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ନବ । ବାଲେଶ୍ୱର ଲୋକସଭା ଆସନରୁ ଲଢିବେନି କେନ୍ଦ୍ରରେଳମନ୍ତ୍ରୀ । ଘନ ଘନ ବାଲେଶ୍ୱର ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି ଅଶ୍ୱିନୀ । ଏହାକୁ ଦୃଷ୍ଟିରେ ରଖି ଚର୍ଚ୍ଚା ହେଉଥିଲା ବାଲେଶ୍ୱର ଲୋକସଭା ଆସନରୁ ନିର୍ବାଚନ ଲଢିପାରନ୍ତି ଏହି ରାଜ୍ୟସଭା ସାଂସଦ । ହେଲେ ଏହି ଚର୍ଚ୍ଚାରେ ପୂର୍ଣ୍ଣଛେଦ ପକାଇ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତର ଦେଇ କହିଛନ୍ତି, ସେ ନୁହେଁ, ନନା ଅଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.