THE BYAPINI

ବିଧାନସଭା ଗୃହ ବିବରଣୀରୁ ବାଦ୍‌ ପଡିଲା ‘ମେଣ୍ଟାଲ ଡିଜଅର୍ଡର’ ଶବ୍ଦ

Get real time updates directly on you device, subscribe now.

ଭୁବନେଶ୍ୱର: ‘ମେଣ୍ଟାଲ ଡିଜଅର୍ଡର’ ଶବ୍ଦ ବିଧାନସଭା ଗୃହ ବିବରଣୀରୁ ବାଦ୍‌ ପଡିଛି । ମେଣ୍ଟାଲ ଡିଜଅର୍ଡର ଶବ୍ଦକୁ ବାଦ୍‌ ଦେବା ପାଇଁ ବାଚସ୍ପତି ପ୍ରମିଳା ମଲ୍ଲିକ ଶନିବାର ଘୋଷଣା କରିଛନ୍ତି । ନୟାଗଡ ବିଧାୟକ ଅରୁଣ ସାହୁ ଗତ ୨୮ ତାରିଖରେ ବିଧାନସଭା ଗୃହରେ ଏହି ଶବ୍ଦ ବ୍ୟବହାର କରିଥିଲେ । ଶ୍ରୀ ସାହୁ ବିରୋଧୀ ଦଳ ନେତାଙ୍କୁ ଟାର୍ଗେଟ କରି ଏହି ଶବ୍ଦ ବ୍ୟବହାର କରିଥିଲେ । ତେବେ ଆଜି ବିଧାନସଭା ଗୃହ ବିବରଣୀରୁ ଏହି ଶବ୍ଦକୁ ବାଦ୍‌ ଦେବାକୁ ବାଚସ୍ପତି ଘୋଷଣା କରିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.