THE BYAPINI

ସେମିଳିଗୁଡ଼ାରେ ସର୍ବାଧିକ ବର୍ଷା, ୧୫୮ ମିମି

Get real time updates directly on you device, subscribe now.

ଭୁବନେଶ୍ୱର: ମୌସୁମୀ ପ୍ରବାହ ସକ୍ରିୟ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ତେବେ ଗତ ୨୪ ଘଣ୍ଟାରେ କୋରାପୁଟର ସେମିଳିଗୁଡ଼ାରେ ସର୍ବାଧିକ ବର୍ଷା ହୋଇଛି ।  ସିମିଳିଗୁଡ଼ାରେ ଗତ ୨୪୨ ଘଣ୍ଟାରେ ସର୍ବାଧିକ ୧୫୮ ମିମି ବର୍ଷା ହୋଇଛି । ରାଜ୍ୟର ଅନ୍ୟ ୯ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଥିବା ଜଣାଯାଇଛି । 

ପ୍ରକାଶ ଯେ ୭ ତାରିଖରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ  ଅଧିକ ବର୍ଷା ହୋଇପାରେ ।  ୮ରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର  ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଅଛି । 

Get real time updates directly on you device, subscribe now.

Leave A Reply

Your email address will not be published.