THE BYAPINI

୨ ନେତା ବିଜେଡିରୁ ବହିଷ୍କୃତ

Get real time updates directly on you device, subscribe now.

ଭୁବନେଶ୍ୱର: କିଛି ଦିନର ନିରବତା ପରେ ପୁଣି ୨ଜଣ ବହିଷ୍କୃତ । ତିରିଂ ବ୍ଲକ ଅଧ୍ୟକ୍ଷ ପରମେଶ୍ୱର ସମାଡ଼ ଓ ଏସଡିସି ସଦସ୍ୟ ଜାଲେନ ନାଏକ ବିଜେଡିରୁ ବହିଷ୍କୃତ ହୋଇଥିବା ସୄଚନା ମିଳିଛି । ଦଳବିରୋଧୀ କାର୍ୟ୍ୟ ପାଇଁ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତାଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି।

ପ୍ରକାଶ ଯେଜନବିରୋଧୀ କାର୍ୟ୍ୟକୁ କେବେବି ପ୍ରଶୟ ଦେଇନାହାନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନବିରୋଧୀ ନେତାଙ୍କ ବିରୋଧରେ ଏଭଳି କାର୍ୟ୍ୟାନୁଷ୍ଠାନ ନୂଆ ନୁହେଁ। ପୂର୍ବରୁ ମଧ୍ୟ ନିଜ ଦଳର ବିଧାୟକଙ୍କ ଜନବିରୋଧୀ କାର୍ୟ୍ୟ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ । 

Get real time updates directly on you device, subscribe now.

Leave A Reply

Your email address will not be published.