THE BYAPINI

ମହମ୍ମଦ ମୁଇଜୁ ମାଳଦ୍ୱୀପର ନୂତନ ରାଷ୍ଟ୍ରପତି

Get real time updates directly on you device, subscribe now.

ନୂଆଦିଲ୍ଲୀ: ମାଳଦ୍ୱୀପ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ମହମ୍ମଦ ମୁଇଜୁ ମାଳଦ୍ୱୀପର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ୫୪ ପ୍ରତିଶତ ଭୋଟ୍‌ ସହ ମୁଇଜୁ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି। ପ୍ରତିଦ୍ୱନ୍ଦ୍ୱୀ ମହମ୍ମଦ ସଲିହଙ୍କୁ ହରାଇଛନ୍ତି ମହମ୍ମଦ ମୁଇଜୁ। ସେ ଚୀନ୍‌ ସମର୍ଥକ ଭାବେ ଜଣାଶୁଣା । ବିପୁଳ ବିଜୟ ପରେ ମୁଇଜୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନିର୍ବାଚନ ଉପରେ ଉଭୟ ଭାରତ ଓ ଚୀନ୍‌ର ନଜର ଥିଲା । ରଣନୀତି ଦୃଷ୍ଟିକୋଣରୁ ମାଳଦ୍ୱୀପ ଉଭୟ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ।

Get real time updates directly on you device, subscribe now.

Leave A Reply

Your email address will not be published.