THE BYAPINI

୮ରେ କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ

Get real time updates directly on you device, subscribe now.

ଭୁବନେଶ୍ୱର:  ଫେବୃଆରୀ  ୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । କାମଚଳା ଅଧିବେଶନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଫେବୃଆରୀ ୧୩ ତାରିଖ ପର୍ୟ୍ୟନ୍ତ ଚାଲିବ ଅଧିବେଶନ । ଷୋଡଶ ବିଧାନସଭାର ଏହା ଶେଷ ଅଧିବେଶନ ।

ଫେବୃଆରୀ  ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ରଖିବେ ଅଭିଭାଷଣ । ଫେବୃଆରୀ  ୮ରେ କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ଯେହେତୁ ଆଗକୁ ସାଧାରଣ ନିର୍ବାଚନ ଅଛି ତେଣୁ ତାପୂର୍ବରୁ କାମଚଳା ବଜେଟ ଆଗତ କରିବେ ସରକାର ।

Get real time updates directly on you device, subscribe now.

Leave A Reply

Your email address will not be published.