THE BYAPINI

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

Get real time updates directly on you device, subscribe now.

ହୀରାକୁଦ ବିସ୍ଥାପିତଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ।ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ଘରଡିହ ଜମି ଯୋଗାଇବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।ରାକୁଦ ବନ୍ଧ ବିସ୍ଥାପିତଙ୍କୁ ଘରଡିହ ଜମି ଯୋଗାଇବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଭର୍ଚୁଆଲ୍‌ ମାଧ୍ୟମରେ ଝାରସୁଗୁଡ଼ା ବିଏସକେୱାଇ କାର୍ଡ ବଣ୍ଟନ ବେଳେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।
୨ ହଜାର ବିସ୍ଥାପିତ ପରିବାରକୁ ଘରଡିହ ଜମି ଯୋଗାଇ ଦିଆଯିବ । ବିସ୍ଥାପିତଙ୍କ ୬୦ ବର୍ଷର ଦାବି ପୂରଣ ନେଇ ପଦକ୍ଷେପ ଦୀର୍ଘଦିନ ହେବ ନଦୀବନ୍ଧ ଦ୍ୱାରା ବିସ୍ଥାପିତ ହୋଇଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.