THE BYAPINI

ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

Get real time updates directly on you device, subscribe now.

ଆଜି ଅପରାହ୍ଣ ୪ଟାରେ କୋଭିଡ୍ ସ୍ଥିତି ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ଗତ ଶନିବାର ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ସ୍ଥିତି ସମୀକ୍ଷା କରିଥିଲେ ମୋଦୀ ।
ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଇବାରେ ଲାଗିଛି । ମହାରାଷ୍ଟ୍ରରେ ରେକର୍ଡ ଦୈନିକ ସଂକ୍ରମଣ ଚିହ୍ନଟ ହେଉଛନ୍ତି । ଆଉ କିଛି ରାଜ୍ୟରେ ମଧ୍ୟ ସ୍ଥିତିି ବିଗିଡ଼ିବାରେ ଲାଗିଛି । ଏପରି ସ୍ଥିତିରେ ପ୍ରଧାନମନ୍ତ୍ରୀ ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ । କରୋନା ସଂକ୍ରମଣ ଓ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା କିପରି ନିୟନ୍ତ୍ରଣକୁ ଅଣାଯିବ, ସେନେଇ ଆଲୋଚନା କରିବେ ।

Get real time updates directly on you device, subscribe now.

Leave A Reply

Your email address will not be published.