THE BYAPINI

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

Get real time updates directly on you device, subscribe now.

ଆଜି ଫାଲଗୁନ କୃଷ୍ଣ ସପ୍ତମୀ । ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସନ୍ଧ୍ୟାରେ ହେବ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି । ଦତ୍ତତ୍ତ ମହାପାତ୍ର ସେବକ ଶ୍ରୀମୁଖ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ,କସ୍ତୁରୀ ଓ କଳା ଓ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଏ । ବନକଲାଗି ନୀତି ପାଇଁ ସନ୍ଧ୍ୟା ୫ରୁ ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ।

Get real time updates directly on you device, subscribe now.

Leave A Reply

Your email address will not be published.