ବିଜେଡିରୁ ବହିଷ୍କୃତ ହେଲେ କଟକ-ଚୌଦ୍ୱାର ନିର୍ବାଚନମଣ୍ଡଳି ସିଟି କମିଟି ଉପସଭାପତି

କଟକ: ଲୋକମାନଙ୍କ ସ୍ୱାର୍ଥ ବିରୋଧି କାର୍ଯ୍ୟ ପାଇଁ ବିଜେଡିରୁ ବହିଷ୍କୃତ ହେଲେ କଟକ-ଚୌଦ୍ୱାର ନିର୍ବାଚନମଣ୍ଡଳି ସିଟି କମିଟି ଉପସଭାପତି ପ୍ରକାଶ ଚନ୍ଦ୍ର ମହାନ୍ତି । ଆଜି ସାମାଜିକ ଗଣମାଧ୍ୟମ ଏକ୍ସ (ପୂର୍ବରୁ ଟୁଇଟ୍‌ର)ରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ । ଏହି ବାର୍ତ୍ତାରେ କଟକ-ଚୌଦ୍ୱାର ନିର୍ବାଚନମଣ୍ଡଳି ସିଟି କମିଟି ଉପସଭାପତି ପ୍ରକାଶଙ୍କୁ ବିଜେଡି ସଭାପତିଙ୍କ ନିର୍ଦ୍ଦେଶକ୍ରମେ ବହିଷ୍କାର କରାଯାଇଛି ବୋଲି ଶ୍ରୀ ମଙ୍ଗରାଜ ସୂଚନା ଦେଇଛନ୍ତି ।

Comments (0)
Add Comment