ଖୋର୍ଦ୍ଧାରେ ବଢୁଛି ସଂକ୍ରମଣ

ରାଜ୍ୟରେ କରୋନା ସଂକ୍ରମଣ ପୁଣି ୧୧ଶହ ଉପରେ ରହିଛି ।ଖୋର୍ଦ୍ଧାରେ ସଂକ୍ରମଣ ବଢିବଢି ଚାଲିଛି ।ଖୋର୍ଦ୍ଧାରୁ ସର୍ବାଧିକ ୪୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଅନୁଗୁଳ ଜିଲ୍ଲାରୁ ୪୯ ଜଣ, ବାଲେଶ୍ୱର ଜିଲ୍ଲାରୁ ୬୯ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୬୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୧ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫୬ଜଣ, ଯାଜପୁର ଜିଲ୍ଲାରୁ ୫୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୬ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୩୯ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୯୬ଜଣ ରହିଛନ୍ତି ।

ସେହିପରି ୬୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯୭କୁ ବୃଦ୍ଧି ପାଇଛି ।ମୃତକଙ୍କ ମଧ୍ୟରେ ବରଗଡରୁ ସର୍ବାଧିକ ୧୩ ଜଣ, କଟକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀରରୁ ୬ଜଣ, ଅନୁଗୁଳ, ଜଗତସିଂହପୁର ଓ ସମ୍ୱଲପୁରରୁ ୫ ଜଣ ଲେଖାଏଁ, ଦେବଗଡରୁ ୪ ଜଣ, ଢେଙ୍କାନାଳ ଓ ଯାଜପୁରରୁ ୩ ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱରରୁ ଓ ଝାରସୁଗୁଡାରୁ ୨ଜଣ ଲେଖାଏଁ, ଭଦ୍ରକରୁ ଜଣେ ରହିଛନ୍ତି ।

Comments (0)
Add Comment