ଏ ବର୍ଷ ବି କୋଭିଡ କଟକଣାରେ ପାଳନ ହେବ ମହାଶିବରାତ୍ରୀ । ମହାଶିବରାତ୍ରୀ ପାଳନ ନେଇ ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ରାତି ୧୦ଟାରେ ଉଠିବ ଶ୍ରୀଲିଙ୍ଗରାଜଙ୍କ ମହାଦୀପ । ଶାନ୍ତି ଶୃଙ୍ଖଳାରେ ଜାଗର ଯାତ୍ରା ପାଇଁ ପ୍ରସ୍ତୁତି ଚୂଡାନ୍ତ ହୋଇଛି ।ଷ୍ଟ ବୋର୍ଡ ସଭାପତି ତଥା ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତା ହୋଇଥିଲା ବୈଠକ ।