ୟୁଜିସିର ନୂଆ ଗାଇଡଲାଇନ

uକରୋନା ସଂକ୍ରମଣ ଭିତରେ ୟୁଜିସି ପକ୍ଷରୁ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଗାଇଡଲାଇନ ଜାରି କରାଯାଇଛି। ଆସନ୍ତା ଶିକ୍ଷାବର୍ଷ ପାଇଁ ଗାଇଡଲାଇନ ଜାରି କରିବା ସହ ୟୁଜିସି ଅପଡେଟ ଏକାଡେମିକ କ୍ୟାଲେଣ୍ଡର ମଧ୍ୟ ପ୍ରକାଶ କରିଛି। ସେହିପରି ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ନାମ ଲେଖା ଓ ପରୀକ୍ଷା ତାରିଖ ମଧ୍ୟ ଘୋଷଣା କରାଯାଇଛି। ଆସନ୍ତା ଶିକ୍ଷାବର୍ଷ ପାଇଁ ଗାଇଡଲାଇନ ଜାରି କରିବା ସହ ୟୁଜିସି ଅପଡେଟ ଏକାଡେମିକ କ୍ୟାଲେଣ୍ଡର ମଧ୍ୟ ପ୍ରକାଶ କରିଛି। ସେହିପରି ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ନାମ ଲେଖା ଓ ପରୀକ୍ଷା ତାରିଖ ମଧ୍ୟ ଘୋଷଣା କରାଯାଇଛି। ଲାଇ ୩୧ ପୂର୍ବରୁ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇବ। ସେହିପରି ଶେଷବର୍ଷ ପରୀକ୍ଷା ଅଗଷ୍ଟ ୩୧ ସୁଦ୍ଧା ସାରିବାକୁ ଗାଇଡଲାଇନରେ ନିର୍ଦ୍ଦେଶ ଦିଆଯାଇଛି। କରୋନା ସଂକ୍ରମଣ ପାଇଁ ଦେଶର ଏକାଧିକ ବିଶ୍ୱବିଦ୍ୟାଳୟ ଓ କଲେଜ ୨୦୨୦-୨୧ ବର୍ଷ ଶେଷ ପରୀକ୍ଷା ଏଯାଏ କରିନାହାନ୍ତି। ତେବେ ୟୁଜିସି ଶେଷବର୍ଷ ପରୀକ୍ଷାକୁ ଯେମିତି ହେଲେ ଆୟୋଜନ କରିବାକୁ କହିଛି।

Comments (0)
Add Comment