THE BYAPINI

୧ରେ କାମଚଳା ବଜେଟ

ନୂଆଦିଲ୍ଲୀ: ଆସନ୍ତା ଜାନୁଆରୀ ୩୧ରେ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବ । ତେବେ ଫେବୃଆରୀ ୧ରେ ସଂସଦରେ କାମଚଳା ବଜେଟ ଆଗତ ହେବ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହି ବଜେଟ ଆଗତ କରିବେ । କେନ୍ଦ୍ର ଅର୍ଥମନ୍ତ୍ରୀ

ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ପରେ ସ୍ୱାମୀଙ୍କ ଆତ୍ମହତ୍ୟା

ବୈପାରୀଗୁଡ଼ା : ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ପରେ ସ୍ୱାମୀ କଲେ ଆତ୍ମହତ୍ୟା । ଗୋଟିଏ ପରିବାରରୁ ଏକା ଦିନେ ଲିଭିଗଲା ଦୁଇଟି ଜୀବନଦୀପ ଓ କିନ୍ତୁ ସ୍ୱାମୀ ସ୍ତ୍ରୀଙ୍କ ଆତ୍ମହତ୍ୟାର କାରଣ ଏପର୍ୟ୍ୟନ୍ତ ଜଣାପଡ଼ିନାହିଁ ଓ ମୃତକ ହେଲେ

ଓଡିଶାରେ ୪ ଦିନ ରହିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର:ଭାରତ ଯୋଡା ନ୍ୟାୟ ଯାତ୍ରା ବେଳେ ଓଡିଶାରେ ରାହୁଲ ଗାନ୍ଧୀ ୪ ଦିନ ରହିବେ । ରାଜ୍ୟର ୪ଟି ଜିଲ୍ଲା ଦେଇ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ଯିବାର କାର୍ୟ୍ୟକ୍ରମ ରହିଛି । ମୟୂରଭଞ୍ଜ, କେନ୍ଦୁଝର,

ବିଜେପି ଖଣି ଦୁର୍ନୀତିର ସିବିଆଇ ତଦନ୍ତ ଦାବି କରିବା ବୃଥା:ପ୍ରସାଦ ହରିଚନ୍ଦନ

ଭୁବନେଶ୍ୱର : ରାଜ୍ୟ ସରକାର ବ୍ୟାପକ ଭାବେ ଖଣି ଦୁର୍ନୀତି କରିଛନ୍ତି । ଖଣି ଦୁର୍ନୀତିର ସିବିଆଇ ତଦନ୍ତ କରାଯାଉ ବୋଲି ଦାବି କରିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ଓଡ଼ିଶାରେ ୯ଲକ୍ଷ କୋଟି ଟଙ୍କାର ଖଣି ଦୁର୍ନୀତି

ସିନ୍ଦେଙ୍କ ନେତୃତ୍ବାଧୀନ ଦଳ ପ୍ରକୃତ ଶିବସେନା-ବାଚସ୍ପତି

ମୁମ୍ବଇ: ମହାରାଷ୍ଟ୍ରର ବିଧାନସଭା ବାଚସ୍ପତି ରାହୁଲ ନାରୱେକର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ତାଙ୍କ ସହ ଥିବା ବିଧାୟକଙ୍କ ପଦ କାଏମ ରଖିଛନ୍ତି। ସିନ୍ଦେ ଗୋଷ୍ଠୀ ହିଁ ପ୍ରକୃତ ଶିବସେନା ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ

କୁଲଡ଼ିହାରେ ୫୬ ପ୍ରଜାତିର ଦେଶୀ, ବିଦେଶୀ ପକ୍ଷୀ

ନୀଳଗିରି : ସବୁଜ ବନାନୀ ସହିତ ପ୍ରାକୃତିକ ପ୍ରାଚୁର୍ୟ୍ୟର ଗନ୍ତାଘର ବିସ୍ତୀର୍ଣ୍ଣ ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟର କେତେକ ଜଳାଶୟକୁ ଶୀତଦିନେ ପ୍ରତିବର୍ଷ ବିଭିନ୍ନ ପ୍ରଜାତିର

ଧର୍ମେନ୍ଦ୍ରଙ୍କ ଏହି ବକ୍ତବ୍ୟକୁ ପାଣ୍ଡିଆନଙ୍କ ଚାଲେଞ୍ଜ

ଭୁବନେଶ୍ୱର :  ରାଜ୍ୟର ସବୁଠୁ ବଡ଼ ଯୋଜନା ବିଏସ୍‌କେୱାଇକୁ ନେଇ ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଉଠାଇଥିବା ପ୍ରଶ୍ନର ଜବାବ ଦେଇଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ନୟାଗଡ଼ ଜିଲାର ରଣପୁରଠାରେ ବୁଧବାର

ଭୋଜିରେ ଫୁଟିଲା ଗୁଳି, ୩ ଆହତ

  ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅନ୍ତର୍ଗତ କେନ୍ଦୁବାଡି ପଞ୍ଚାୟତ ଗରେଈଝୁଳି ଗାଁରେ ଭୋଜିରେ ଫୁଟିଲା ଗୁଳି। ଏଥିରେ ୩ ଜଣ ଆହତ ହୋଇଛନ୍ତି।  ଆହତଙ୍କ ମଧ୍ୟରେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତର ଜଣକ ହେଲେ

ଫାରୁକ ଅବଦୁଲ୍ଲାଙ୍କୁ ଇଡିର ସମନ୍

ନୂଆଦିଲ୍ଲୀ: ନ୍ୟାଶନାଲ କନଫରେନ୍ସର ମୁଖ୍ୟ ତଥା ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କୁ ସମନ୍ କରିଛି ଇଡି । ଜମ୍ମୁ ଓ କଶ୍ମୀର କ୍ରିକେଟ ଆସୋସିଏସନର ଟଙ୍କା ହେରଫେର ମାମଲାରେ ତାଙ୍କୁ ଆଜି ହାଜର

ବାଲି ଉଠାଣରେ ହାଇକୋର୍ଟଙ୍କ ରୋକ୍‌

କଟକ: ବାଲି ଉଠାଣ ଉପରେ ପୁଣି ରୋକ ଲଗାଇଛନ୍ତି ହାଇକୋର୍ଟ। ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଉପରେ ହାଇକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି। ଗତ ୨୧ ତାରିଖରେ ବିଜ୍ଞପ୍ତି ଜାରି କରିଥିଲା ଖଣି ବିଭାଗ। ଅତି ଆବଶ୍ୟକକୁ