ଆଜିଠାରୁ ପରିକ୍ରମା ପ୍ରକଳ୍ପ ସୁରକ୍ଷା ଦାୟିତ୍ୱ ନେବ ପୁରୀ ପୁଲିସ
ପୁରୀ: ଆସନ୍ତା ୧୭ ତାରିଖରେ ଉଦଘାଟିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ତା’ ପୂର୍ବରୁ ପ୍ରକଳ୍ପ ନିର୍ମାଣ ଦାୟିତ୍ୱରେ ଥିବା ଓବିସିସି ସଂସ୍ଥା ସବୁ କାମ ସାରି ପ୍ରଶାସନକୁ ପରିକ୍ରମାସ୍ଥଳୀ ଆଜି ହସ୍ତାନ୍ତର କରିବ। ପୁରୀ!-->…