THE BYAPINI

ମୋଦୀଙ୍କ ଦ୍ୱାରା ୧୧ ଦିନର ବ୍ରତ ପାଳନ ସମସ୍ତଙ୍କ ପାଇଁ ପ୍ରେରଣା: ରାଷ୍ଟ୍ରପତି

ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଭବ୍ୟ ଆୟୋଜନ କରାଯାଇଛି । କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମିଲ ହେବେ । ଏହା ଭବ୍ୟ ଉତ୍ସବର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି

ୱାଲ୍ଡ ରେକର୍କ୍ସ ବୁକ୍‌ ଅଫ୍‌ ଇଣ୍ଡିଆରେ ସୁଦର୍ଶନଙ୍କ ବାଲୁକା କଳା

ନୂଆଦିଲ୍ଲୀ: ସୋମବାର ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ ରହିଛି। ସାରା ବିଶ୍ବବାସୀ ସେହି ଦିବ୍ୟ ମୁହୁର୍ତ୍ତକୁ ଅପେକ୍ଷା କରି ରହିଛନ୍ତି। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଆଉ ଏକ କୀର୍ତ୍ତିମାନ

ମର୍ମନ୍ତୁଦ ଦୁର୍ଘଟଣା : ୨ ବାଇକ୍‌ ଆରୋହୀ ମୃତ

ଜଗତସିଂହପୁର: ଜଗତସିଂହପୁର ରାହାମା ତେରମାଣପୁର ମଠସାହିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକ୍-ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଜଣେ ଗୁରୁତରଙ୍କୁ ନିକଟସ୍ଥ

ଅଯୋଧ୍ୟା ଯିବେନି ଲାଲକୃଷ୍ଣ ଆଡଭାନୀ

ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବେନି ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ । ପ୍ରବଳ ଥଣ୍ଡା ଓ ଖରାପ ପାଗ ପାଇଁ ନିଜର ଅଯୋଧ୍ୟା ଗସ୍ତକୁ ରଦ୍ଦ କରିଛନ୍ତି

ରାମମନ୍ଦିର ପ୍ରତିଷ୍ଠା ପୂର୍ବରୁ ସୋସିଆଲ ମିଡିଆ ଆକାଉଣ୍ଟ ବ୍ଲକ୍

ନୂଆଦିଲ୍ଲୀ: ସୋମବାର ହେବାକୁ ଥିବା ରାମମନ୍ଦିର ପ୍ରତିଷ୍ଠା ସମାରୋହ ପୂର୍ବରୁ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ ଓ ଆଇନଶୃଙ୍ଖଳା ପରିସ୍ଥିତିକୁ ଖରାପ କରିବା ପାଇଁ କରାଯାଉଥିବା ସନ୍ଦେହଜନକ କାର୍ୟ୍ୟକଳାପ କିମ୍ବା ପ୍ରୟାସ ଉପରେ ନଜର

ଅଯୋଧ୍ୟାରେ ପହଞ୍ଚିଲେ ଅମିତାଭ ବଚ୍ଚନ

ଅଯୋଧ୍ୟା: ରାମନଗରୀ ଅଯୋଧ୍ୟା ଆଜି ସଜେଇ ହୋଇଛି। ଆଜି ଭାରତବର୍ଷ ରାମଙ୍କ ଆନନ୍ଦରେ ପରିପୂର୍ଣ୍ଣ ହୋଇଛି। ରାମମନ୍ଦିରର ଉଦ୍‌ଘାଟନ ଏବଂ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ସହିତ ରାମ ଭକ୍ତଙ୍କ ପ୍ରାୟ ୫୦୦ ବର୍ଷର ପ୍ରତୀକ୍ଷାର

ଅଯୋଧ୍ୟାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଅଯୋଧ୍ୟା: ଅଯୋଧ୍ୟା ରାମମନ୍ଦିରରେ ସୋମବାର ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ତର ପ୍ରଦେଶ ସମେତ ସାରା ଦେଶ ଉତ୍ସବମୁଖର। ସନାତନ ସଂସ୍କୃତିର ଆତ୍ମା, ରଘୁନନ୍ଦନ ରାଘବ ରାମଲାଲା ନିଜ ଜନ୍ମଭୂମି ଅଓ୍ବଧପୁରୀର ଦିବ୍ୟ

ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ, ମହାଯଜ୍ଞ ପାଇଁ ଆଜି ଅଙ୍କୁରାରୋପଣ

ସମ୍ୱଲପୁର :ବହୁ ପ୍ରତୀକ୍ଷିତ ସମଲେଇ ପ୍ରକଳ୍ପର ଲୋକାର୍ପଣ ପାଇଁ ଉତ୍ସବମୁଖର ସାରା ଓଡ଼ିଶା। ପବିତ୍ର ଦିବସରେ ମହାଯଜ୍ଞ ପାଇଁ ଆଜି ହେବ ଅଙ୍କୁରାରୋପଣ। ଏହାପରେ ଆରମ୍ଭ ହେବ ହୋମଯଜ୍ଞ। ୨୪ ତାରିଖରେ କଳସ ଯାତ୍ରା ସହ ମହାନଦୀରୁ

ସବୁ ବିଭାଗର ମୁଖ୍ୟଙ୍କୁ ଏହି ନିଦେ୍ର୍ଧଶ ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ଆସନ୍ତା ଫେବୃୟାରୀ ୩ରୁ ୫ ତାରିଖ ପର୍ୟ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଗତ ଜାୁନଆରୀ ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ବିଶ୍ବ ଓଡିଆ

ଅଯୋଧ୍ୟା ନଗରୀ ରାମମୟ

ଅଯୋଧ୍ୟା : ଅଯୋଧ୍ୟାରେ ନବ ନିର୍ମିତ ରାମ ମନ୍ଦିରରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ସବୁ ପ୍ରତୀକ୍ଷାର ଅନ୍ତ ହୋଇଛି। ଆଉ ମାତ୍ର କିଛି ସମୟ ପରେ ନିର୍ଦ୍ଧାରିତ କାର୍ୟ୍ୟସୂଚୀ ଅନୁସାରେ ରାମଲାଲାଙ୍କ ଏହି ଭବ୍ୟ ପ୍ରାଣ