THE BYAPINI

ଶ୍ରୀକ୍ଷେତ୍ରରେ ନବୀନଙ୍କ ଐତିହ୍ୟ କରିଡର ସମୀକ୍ଷା । ମନ୍ଦିର ଚାରିପାଖେ ବୁଲିଲେ, ଶୀଘ୍ର କାମ ସାରିବାକୁ ନିର୍ଦ୍ଦେଶ…

ପୁରୀ ଐତିହ କରିଡରର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନ ମୂଳକ କାର୍ଯ୍ୟର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ । ଏହାସହ ୩ ମାସ ଭିତରେ ଜମି ଅଧିଗ୍ରହଣ କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି