THE BYAPINI

ପୁଣି ମାଞ୍ଜା ସୂତାରେ କଟିଲା ବେକ

କଟକ : ପୁଣି ମାଞ୍ଜା ସୂତାରେ କଟିଲା ବେକ। ଆହତ ବ୍ୟକ୍ତି ଜଣଙ୍କ ହେଲେ କଟକର ଅକ୍ଷୟ ମହାପାତ୍ର । କଟକ କାଠଯୋଡି ବ୍ରିଜ୍‌ ଉପରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ସେ ତାଙ୍କର କଲ୍ୟାଣ ନଗର

କମିଶନରେଟ୍‌ ପୋଲିସରେ ଅଦଳବଦଳ

ଭୁବନେଶ୍ୱର : କମିଶନରେଟ ପୁଲିସ ଭୁବନେଶ୍ୱର ସହରାଞ୍ଚଳ ଜିଲ୍ଲା ପୁଲିସ (ୟୁପିଡି)ର ୧୮ ଜଣ ସବ୍‌ ଇନ୍ସପେକ୍ଟର ଓ ୫ଜଣ ଆସିଷ୍ଟାଣ୍ଟ ସବ୍‌ ଇନ୍‌ସପେକ୍ଟର (ଏଏସଆଇ)ଙ୍କ ବଦଳି ହୋଇଛି । ରିଜର୍ଭ ଅଫିସରେ ଥିବା ୧୦ ଜଣ ଏସ୍‌ଆଇ ଓ ୪ଜଣ

୮ରେ କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର: ଫେବୃଆରୀ ୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । କାମଚଳା ଅଧିବେଶନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଫେବୃଆରୀ ୧୩ ତାରିଖ ପର୍ୟ୍ୟନ୍ତ ଚାଲିବ ଅଧିବେଶନ । ଷୋଡଶ ବିଧାନସଭାର ଏହା ଶେଷ ଅଧିବେଶନ ।

୧୬ ବର୍ଷରୁ କମ୍‌ ବୟସର ଛାତ୍ରଛାତ୍ରୀଙ୍କୁ କୋଚିଂ ସେଣ୍ଟର ମନା

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୋଚିଂ ସେଣ୍ଟରଗୁଡ଼ିକ ପାଇଁ ନିର୍ଦେଶାବଳୀ ଜାରି କରାଯାଇଛି। ନୂଆ ଗାଇଡ୍‌ଲାଇନ୍‌ ଅନୁଯାୟୀ, କୋଚିଂ ସେଣ୍ଟରଗୁଡ଼ିକ ୧୬ ବର୍ଷରୁ କମ୍‌ ବୟସର ଛାତ୍ରଛାତ୍ରୀଙ୍କ ନାମ ଲେଖାଇ

ସାମ୍ନାକୁ ଆସିଲା ରାମଲାଲାଙ୍କ ମୂର୍ତ୍ତିର ପ୍ରଥମ ଫଟୋ

ନୂଆଦିଲ୍ଲୀ: ଜାନୁଆରୀ ୨୨ ରେ ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା କାର୍ୟ୍ୟକ୍ରମ ପୂର୍ବରୁ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଞ୍ଚିଛି। ଭଗବାନ ରାମଙ୍କ ମୂର୍ତ୍ତିର ପ୍ରଥମ ଝଲକ ଏବେ ସାମ୍ନାକୁ ଆସିଛି। ଗୁରୁବାର

ସରକାରୀ ବଙ୍ଗଳା ଖାଲି କଲେ ମହୁଆ

ନୂଆଦିଲ୍ଲୀ: ଟଙ୍କା ନେଇ ପ୍ରଶ୍ନ ପଚାରିବା ମାମଲାରେ ଲୋକ ସଭାରୁ ବହିଷ୍କୃତ ହୋଇଥିବା ଏମ୍‌ପି ମହୁଆ ମୋଇତ୍ରାଙ୍କୁ ଶେଷରେ ସରକାରୀ ବଙ୍ଗଳା ଖାଲି କରିବାକୁ ପଡିଛି। ଦୁଇ ଦିନ ପୂର୍ବେ ବଙ୍ଗଳା ଖାଲି କରିବାକୁ ପୁଣି ଥରେ ମହୁଆକୁ

ବିଭିନ୍ନ ମୋର୍ଚ୍ଚାର ପ୍ରଭାରୀଙ୍କ ନାମ ଘୋଷଣା କଲା ରାଜ୍ୟ ବିଜେପି

ଭୁବନେଶ୍ୱର:  ରାଜ୍ୟ ବିଜେପିର ବିଭିନ୍ନ ମୋର୍ଚ୍ଚା ପ୍ରଭାରୀଙ୍କ ନାମ  ଘୋଷଣା କରାଯାଇଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ସେମାନଙ୍କ ନାମ ଘୋଷଣା କରାଯାଇଛି।ବିରଞ୍ଚି ନାରାୟଣ ତ୍ରିପାଠୀଙ୍କୁ ଯୁବ

୨୧ ଲୋକସଭା ପାଇଁ ସଂଯୋଜକଙ୍କୁ ନିଯୁକ୍ତି ଦେଲା କଂଗ୍ରେସ

ଭୁବନେଶ୍ୱର:  ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ରାଜ୍ୟର ସମସ୍ତ ଲୋକସଭା ଆସନ ପାଇଁ ୨୧ଜଣ ଦଳୀୟ ନେତାଙ୍କୁ ସଂଯୋଜକଙ୍କୁ ନିଯୁକ୍ତି ଦେଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସୁପାରିଶ ଓ ନବନିଯୁକ୍ତ ଓଡ଼ିଶା

କୋଇଲା ବ୍ୟବସାୟୀଙ୍କ ଘରେ ଆୟକର ରେଡ୍

ସୁନ୍ଦରଗଡ଼: ସୁନ୍ଦରଗଡ଼ର ପ୍ରତିଷ୍ଠିତ କୋଇଲା ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଆୟକର ବିଭାଗ ପକ୍ଷରୁ ରେଡ୍ କରାଯାଇଛି। ବ୍ୟବସାୟୀ ଘର ଓ ଶିଳ୍ପାନୁଷ୍ଠାନ ସହିତ ୧୦ଟି ସ୍ଥାନରେ ଇନକମ୍ ଟ୍ୟାକ୍ସ ବିଭାଗ ପକ୍ଷରୁ ରେଡ୍ ହୋଇଛି।

ବିରୋଧୀଙ୍କ ଚକ୍ରାନ୍ତ ଫେଲ, ମହାପ୍ରଭୁଙ୍କ କାର୍ୟ୍ୟରେ ଲାଗିବ ଅର୍ପଣ ଗୁଆ ଚାଉଳ

ପୁରୀ: ମହାପ୍ରଭୁଙ୍କ କାର୍ୟ୍ୟରେ ଲାଗିବ ଅର୍ପଣ ଗୁଆ ଚାଉଳ। ଅର୍ପଣ ରଥରେ ସଂଗୃହିତ ସମସ୍ତ ସାମଗ୍ରୀକୁ ସସମ୍ମାନେ ଗ୍ରହଣ କରିବ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ । ଶ୍ରୀଜିଉଙ୍କ ପାଇଁ ଭକ୍ତ ଦେଇଥିବା ଚାଉଳ, ଗୁଆ, ଶ୍ରୀଫଳକୁ