‘ବିଦ୍ୟାଭାରତୀ ହିଁ ଅଭିଯୁକ୍ତ’
ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା । ବିଦ୍ୟାଭାରତୀ ହିଁ ଘଟଣାରେ ଦୋଷୀ । କ୍ରାଇମବ୍ରାଞ୍ଚ ଏଡିଜି ସଂଜୀବ ପଣ୍ଡା ପ୍ରେସମିଟ୍ ଜରିଆରେ ଏପରି ସୂଚନା ଦେଇଛନ୍ତି। ପାରଳାଖେମୁଣ୍ଡି କୋର୍ଟରେ ବିଦ୍ୟାଭାରତୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇଛି ।
ପାରଳାଖେମୁଣ୍ଡି କୋର୍ଟରେ ବିଦ୍ୟାଭାରତୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇଛି । ବିଦ୍ୟାଭାରତୀଙ୍କ ନାଁରେ ଦଫା ୨୮୫ ଓ ୩୦୪(ଏ)ରେ ଚାର୍ଜସିଟ୍ ଦାଖଲ କରାଯାଇଛି । ଏହାସହ ସିଆରପିସି ୪୧ ଧାରାରେ ବିଦ୍ୟାଭାରତୀଙ୍କୁ ନୋଟିସ୍ କରାଯାଇଛି । ପାରଳାଖେମୁଣ୍ଡି କୋର୍ଟରେ ୩୦୦ ପୃଷ୍ଠାର ଚାର୍ଜସିଟ ଦାଖଲ ହୋଇଛି । ୮୧ ଜଣଙ୍କଠୁ ସାକ୍ଷ୍ୟ ଗ୍ରହଣ ପରେ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଂଚ । ଚାର୍ଜସିଟରେ ଡିଏଫଓ ଓ ରୋଷେୟାଙ୍କୁ କ୍ଲିନଚିଟ୍ ମିଳିଛି । ବିଦ୍ୟାଙ୍କ ନାଁରେ ଲାଗିଛି ଦଫା ୨୮୫, ୩୦୪(ଏ) ।