THE BYAPINI

ଗୁଜୁରାଟ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା

Get real time updates directly on you device, subscribe now.

ଗୁଜୁରାଟ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଜୟ ରୂପାଣୀ । ରାଜ୍ୟପାଳଙ୍କୁ ଭେଟି ନିଜ ଇସ୍ତଫା ଦେଇଛନ୍ତି ବିଜୟ । ତେବେ ହଠାତ କାହିଁକି ଏଭଳି ମୁଖ୍ୟମନ୍ତ୍ରୀ ପଦରୁ ବିଜୟ ଇସ୍ତଫା ଦେଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ ।

ଇସ୍ତଫା ଦେବା ପରେ ବିଜୟ ରୂପାଣୀ କହିଛନ୍ତି, ଦଳରେ ଏହା ଏକ ସ୍ୱାଭାବିକ ପକ୍ରିୟା । ମୋତେ ୫ ବର୍ଷ ଯାଏଁ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ମିଳିଥିଲା । ଦଳ ଯେଉଁ ଦାୟିତ୍ୱ ଦେବ ତାହାକୁ ଗ୍ରହଣ କରିବି । ପରବର୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ଦଳ ନିଷ୍ପତ୍ତି ନେବ । କର୍ଣ୍ଣାଟକ ,ଉତ୍ତରାଖଣ୍ଡ ପରେ ଗୁଜୁରାଟ ନେତୃତ୍ୱ ବଦଳିଲା । ୨୦୨୨ରେ ଗୁଜୁରାଟରେ ବିଧାନସଭା ନିର୍ବାଚନ ହେବାକୁ ଅଛି ।

Get real time updates directly on you device, subscribe now.

Leave A Reply

Your email address will not be published.