THE BYAPINI
Browsing Category

ଆଭିମୁଖ୍ୟ

ରାଜ୍ୟସଭା ଯିବେ ସ୍ୱାତୀ ମାଲିୱାଲ

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି ତରଫରୁ ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ଦିଲ୍ଳୀ ମହିଳା ଆୟୋଗ ଅଧ୍ୟକ୍ଷ ସ୍ୱାତୀ ମାଲିୱାଲଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିବାକୁ ନିଷ୍ପତ୍ତି ନିଆଯାଇଛି । ତାଙ୍କୁ ସୁଶିଲ କୁମାର ଗୁପ୍ତାଙ୍କ

ଦୟାକରି ମୋତେ ମୋଦିଜୀ ଡାକନ୍ତୁ ନାହିଁ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦୀୟ ଦଳ ବୈଠକରେ ଯୋଗ ଦେଇଛି। ମୋଦି ପହଞ୍ଚିବା ପରେ ଭାଜପା ଏମ୍‌ପିମାନେ ‘ମୋଦି ଜୀ ସ୍ବାଗତ ହୈ’ ସ୍ଲୋଗାନ ଦେବା ଆରମ୍ଭ କରିଛନ୍ତି। ପୁରା ହଲ ପ୍ରକମ୍ପିତ ହୋଇଥିଲା।

ନେହରୁ ପିଓକେ ପାଇଁ ଦାୟୀ: ଅମିତ ଶାହ

ନୂଆଦିଲ୍ଲୀ: ପାକିସ୍ତାନ ଅଧିକୃତ କଶ୍ମୀର ପ୍ରସଙ୍ଗରେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହରୁଙ୍କୁ ଦାୟୀ କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଲୋକସଭାରେ ଜମ୍ମୁ-କଶ୍ମୀର ସଂଶୋଧନ ବିଲ୍ ଓ

ବିଧାନସଭା ନିର୍ବାଚନ ପାଇଁ ବିଜେପି ପାଖେ ନେତୃତ୍ବ ନାହିଁ:ଖାରବେଳ

ଭୁବନେଶ୍ବର: ବିଜେପିର ବରିଷ୍ଠ ନେତା ଖାରବେଳ ସ୍ବାଇଁଙ୍କ ବିସ୍ପୋରକ ବୟାନ। ୨୪ ନିର୍ବାଚନ ଜିତିବା ନେଇ ଛାତିରେ ହାତ ରଖି କହିପାରିବେନି ରାଜ୍ୟ ବିଜେପିର କୌଣସି ବରିଷ୍ଠ ନେତା। କାରଣ ବିଧାନସଭା ନିର୍ବାଚନ ପାଇଁ ବିଜେପି ପାଖେ

ଦିଲ୍ଳୀରେ ମନମୋହନ, କହିଲେ ଆମେ ସରକାର ଗଢିବୁ

ଭୁବନେଶ୍ୱର: ଏଥର ଓଡ଼ିଶାରେ ସାଲିସବିହୀନ ଲଢେଇ ହେବ । ଆଉ ଆମେ ସରକାର ଗଢିବୁ । ଏଭଳି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । କେନ୍ଦ୍ର ନେତୃବୃନ୍ଦଙ୍କ ସହ ଆଲୋଚନା ପାଇଁ ଦିଲ୍ଲୀ ଗସ୍ତରେ ଥିବା ଶ୍ରୀ ସାମଲ ଏଭଳି

ବିରୋଧୀଙ୍କୁ ମୋଦୀଙ୍କ କଟାକ୍ଷ: ସଂସଦରେ ନିର୍ବାଚନ ପରାଜୟ ରାଗ ଉଦ୍‌ଗାରନ୍ତୁ ନାହିଁ

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନରେ ପରାସ୍ତଜନିତ ରାଗ ଉଦ୍‌ଗାରିବା ପରିବର୍ତ୍ତେ ସଂସଦରେ ବିଭିନ୍ନ ଆଲୋଚନାରେ ଭାଗ ନେବା ଉଚିତ ବୋଲି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିରୋଧୀ ଦଳ ନେତାଙ୍କୁ କଟାକ୍ଷ କରି ପରାମର୍ଶ

ଶ୍ରୀମନ୍ଦିରର ଚାରିଦ୍ବାର ତୁରନ୍ତ ଖୋଲାଯାଉ : ଶରତ ପଟ୍ଟନାୟକ

ପୁରୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥ ସଦ୍‌ବୁଦ୍ଧି ଦିଅନ୍ତୁ। ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରର ଚାରିଦ୍ୱାର ତୁରନ୍ତ ଖୋଲାଯାଉ ବୋଲି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରେ ଅଳିଆ ପାହାଡ ଛିଡା କରାଇଛନ୍ତି: ମନମୋହନ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ସ୍ୱଚ୍ଛ ଭାରତ ଯୋଜନାରେ କୋଟି କୋଟି ଟଙ୍କା ଦେଉଛନ୍ତି, କିନ୍ତୁ ଓଡ଼ିଶାରେ ତାହାର କୌଣସି ସୁଫଳ ମିଳୁନାହିଁ । ମୁଖ୍ୟମନ୍ତ୍ରୀ ନବୀନ ବାବୁ ଭୁବନେଶ୍ୱରେ ଅଳିଆ ପାହାଡ ଛିଡା କରାଇଛନ୍ତି । ନବୀନ ଶାସନ

ଯୁଦ୍ଧ-ବିରତି ରାଜିନାମାରେ ସମ୍ମତ ହେଲେ ଇସ୍ରାଏଲ୍‌-ହମାସ୍‌

ତେଲ୍‌ ଆଭିଭ୍‌: ଯୁଦ୍ଧ ବିରତି ପାଇଁ ଇସ୍ରାଏଲ୍‌ ଓ ହମାସ୍‌ ଆଜି ପ୍ରତ୍ୟୁଷରେ ଏକ ରାଜିନାମାରେ ଉପନୀତ ହୋଇଛନ୍ତି ଓ ଏହାକୁ ଇସ୍ରାଏଲ୍‌ର କ୍ୟାବିନେଟ୍‌ ମଞ୍ଜୁର କରିଥିବା କଥା ‘ଦି ଟାଇମ୍‌ସ୍‌ ଅଫ୍‌ ଇଜ୍ରାଏଲ୍‌’ ରିପୋର୍ଟ

ଓଡ଼ିଶାରେ କେନ୍ଦ୍ରୀୟ ଓ ନବୋଦୟ ବିଦ୍ୟାଳୟରେ ପିଏମ ଶ୍ରୀ ସ୍କୁଲ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର : ୨୦୨୨ ସେପ୍ଟେମ୍ବର ୭ରେ ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମହତ୍ୱକାଂକ୍ଷୀ ପିଏମ ଶ୍ରୀ ଯୋଜନାର ପ୍ରଥମ ପର୍ୟ୍ୟାୟରେ ସାଢେ ୬ ହଜାର ସ୍କୁଲର ଚୟନ ହୋଇଛି। ଆଜି ଓଡ଼ିଶାରେ ଥିବା ୯୭ଟି