THE BYAPINI
Browsing Category

ଆଭିମୁଖ୍ୟ

ଅପରେସନ୍‌ ଅଜୟ: ଇସ୍ରାଏଲ୍‌ରୁ ଫେରିଲେ ୨୧୨ଜଣ ଭାରତୀୟ

ନୂଆଦିଲ୍ଲୀ: ଇସ୍ରାଏଲ୍‌ରେ ଫସିଥିବା ଭାରତୀୟମାନଙ୍କୁ ଦେଶକୁ ଫେରାଇ ଆଣିବା ପାଇଁ ଆରମ୍ଭ ହୋଇଥିବା ‘ଅପରେସନ୍‌ ଅଜୟ’ର ପ୍ରଥମ ଚାର୍ଟର୍‌ ବିମାନରେ ଆଜି ସକାଳେ୨୧୨ଜଣ ଭାରତୀୟ ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିଛନ୍ତି ବୋଲି ଖବର

ସାନ୍ତାଳୀ -ଓଡିଆ- ଇଂରାଜୀ ଶବ୍ଦକୋଷର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ସୌରା, କୁଇ, କୁଭି,

‘ଲ କମିଶନଙ୍କ ପରାମର୍ଶ’ : ସହମତି ସମ୍ପର୍କ ପାଇଁ ସର୍ବନିମ୍ନ ବୟସ ୧୬କୁ ହ୍ରାସ କରାନଯାଉ

ନୂଆଦିଲ୍ଲୀ: ପୋକ୍ସୋ ଆଇନ ଅଧିନରେ ସହମତିରେ ଶାରୀରିକ ସଂପର୍କ ସ୍ଥାପନ ପାଇଁ ସର୍ବନିମ୍ନ ବୟସକୁ ୧୮ରୁ ୧୬ ବର୍ଷକୁ ନ କମାଇବାକୁ ଲ’ କମିସନ ବା ବିଧି ଆୟୋଗ ସରକାରଙ୍କୁ ପରାମର୍ଶ ଦେଇଛନ୍ତି । ସହମତି ବୟସ ହ୍ରାସ କଲେ ବାଲ୍ୟ ବିବାହ

ଡାକ୍ତରଙ୍କ ଉଚ୍ଚଶିକ୍ଷା ଛୁଟି ଅବଧି ୬ବର୍ଷକୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଡାକ୍ତରମାନଙ୍କୁ ସେମାନଙ୍କ ଦକ୍ଷତା ବୃଦ୍ଧି କରି ଲୋକଙ୍କୁ ସର୍ବୋତ୍ତମ ସ୍ୱାସ୍ଥ୍ୟ ସେବା ପ୍ରଦାନ ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ବଡ଼ ପଦକ୍ଷେପ ନେଇଛନ୍ତି। ଉଚ୍ଚତର ଶିକ୍ଷା ଗ୍ରହଣ ପାଇଁ ଉଦ୍ଦିଷ୍ଟ ବିଶେଷଜ୍ଞ

ଆଜି ଠାରୁ କଂଗ୍ରେସ ‘ଘରେ ଘରେ ହାତ’

ଭୁବନେଶ୍ୱର: ଆଗାମୀ ବିଧାନ ସଭା ନିର୍ବାଚନକୁ ଆଖିଆଗରେ ରଖି ଜନସମର୍ଥନ ହାସଲ ପାଇଁ ଆଜି ଠାରୁ କଂଗ୍ରେସର ‘ଘରେ ଘରେ ହାତ’ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି । କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପିସିସି ସଭାପତି

ଖଲିସ୍ତାନୀ ଆତଙ୍କବାଦୀ ସୁଖଦୁଲ ସିଂହ ନିହତ, କାନାଡା ନାଗରିକଙ୍କୁ ଭିସା ବାତିଲ କଲା ଭାରତ

ନୂଆଦିଲ୍ଲୀ: ଖଲିସ୍ତାନୀ ଆତଙ୍କବାଦୀ ସୁଖଦୁଲ ସିଂହ ଓରଫ ସୁଖ ଦୁନେକେ କାନାଡାରେ ଦୁଇ ଆତଙ୍କବାଦୀ ଗୋଷ୍ଠୀସଂଘର୍ଷରେ ନିହତ ହୋଇଥିବା ଜଣାପଡିଛି । ଦୁନେକେ କାନାଡାରେ ଚାଲିଥିବା ଭାରତ-ବିରୋଧୀ ଖଲିସ୍ତାନୀ ଆନ୍ଦୋଳନର ଅଂଶ । ଜେଲ୍‌ରେ

ଆଜି ରାଜ୍ୟସଭାରେ ଉପସ୍ଥାପିତ ହେବ ମହିଳା ସଂରକ୍ଷଣ ବିଲ

ନୂଆଦିଲ୍ଲୀ: ମହିଳା ସଂରକ୍ଷଣ ବିଲ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ଲୋକସଭାରେ ପାରିତ ହୋଇଛି । ମଙ୍ଗଳବାର କେନ୍ଦ୍ର ସରକାର ମହିଳା ସଂରକ୍ଷଣ ବିଲ ବା ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ଲୋକସଭାରେ ଉପସ୍ଥାପନ କରିଥିଲେ । ଦୀର୍ଘ ୭

୨୬ରେ ଭୁବନେଶ୍ୱରରେ ହେବ ପ୍ରାଥମିକ ଶିକ୍ଷକଙ୍କ ମହାସମାବେଶ

ଭୁବନେଶ୍ୱର: ଦିନକୁ ଦିନ ପ୍ରାଥମିକ ଶିକ୍ଷକମାନଙ୍କର ଆନ୍ଦୋଳନର କାୟା ବଢ଼ିବାରେ ଲାଗିଛି । କେନ୍ଦ୍ରୀୟ ହାରରେ ବେତନ, ଠିକା ନିଯୁକ୍ତି ଉଚ୍ଛେଦ ଓ ପୁରୁଣା ପେନ୍‌ସନ ବ୍ୟବସ୍ଥା ଲାଗୁ ଦାବି ଦେଇ ଶିକ୍ଷକମାନେ ଆନ୍ଦୋଳନ କରୁଛନ୍ତି ।

ଆଗାମୀ ନିର୍ବାଚନରେ ଏକାଠି ଲଢିବେ ପୱନ କଲ୍ୟାଣଙ୍କ ଜନସେନା ପାର୍ଟି ଓ ଟିଡିପି

ଆନ୍ଧ୍ରପ୍ରଦେଶ: ଅଭିନେତାରୁ ରାଜନେତା ବନିଥିବା ପୱନ କଲ୍ୟାଣ ଗୁରୁବାର ଦିନ ଚନ୍ଦ୍ରବାବୁ ନାଇଡୁଙ୍କୁ ଜେଲରେ ଭେଟିବା ପରେ ଆଗାମୀ ନିର୍ବାଚନରେ ଆସନ୍ତା ନିର୍ବାଚନରେ ପୱନ କଲ୍ୟାଣଙ୍କ ଜନସେନା ପାର୍ଟି ଏବଂ ଚନ୍ଦ୍ରବାବୁ ନାଇଡୁଙ୍କ

ପୁରୀ ପୌରପାଳିକା ଲିଜ୍‌ ଜମି ହେବ ନିୟମିତ , ୨୦ ଦିନରେ ସର୍ଭେ ସାରିବାକୁ ନିର୍ଦ୍ଦେଶ ଦେଲେ ସରକାର

ପୁରୀ: ପୌରପାଳିକା ଦ୍ୱାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍‌ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ଲିଜଗୁଡିକୁ ନିୟମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟାଳୟ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।