Browsing Category
କ୍ଷମତାକେନ୍ଦ୍ର
୯ ବିଧାୟକଙ୍କୁ ଟିକେଟ ମିଳିବା ନିଶ୍ଚିତ:ତାରା ବାହିନୀପତି
ଭୁବନେଶ୍ୱର: ୨୦୨୪ ନିର୍ବାଚନ ପୂର୍ବରୁ କଂଗ୍ରେସ ବିଧାୟକ ତାରା ବାହିନୀପତି ବଡ ବୟାନ ଦେଇଛନ୍ତି । ତାରା କହିଛନ୍ତି, ୨୦୨୪ ନିର୍ବାଚନ ପାଇଁ କଂଗ୍ରେସର ୬୦ରୁ ୭୦ ଟିକେଟ ଫାଇନାଲ ହୋଇସାରିଛି । ୯ ଜଣ ବିଧାୟକଙ୍କୁ ଟିକେଟ ମିଳିବା!-->…
ନବରଙ୍ଗପୁର ରାଇଘର ଗସ୍ତରେ ପାଣ୍ଡିଆନ୍
ଉମରକୋଟ: 5T ତଥା ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ନବରଙ୍ଗପୁର ଜିଲ୍ଲାର ରାଇଘର ଗସ୍ତରେ ଯିବେ। ପାଣ୍ଡିଆନ୍ ଦିନ ପ୍ରାୟ ୧୨ଟା ୪୫ ମିନିଟରେ ହେଲିକେପ୍ଟର୍ ଯୋଗେ ରାଇଘର ମିନି ଷ୍ଟାଡିଅମ ଠାରେ!-->…
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଘର ଉପରକୁ ଅଣ୍ଡାମାଡ଼
ଭୁବନେଶ୍ୱର: ଦୀର୍ଘ ଦିନ ପରେ ପୁଣି ରାଜ୍ୟରେ ଫେରିଛି ଅଣ୍ଡା ମାଡ଼ ଫଣ୍ଡା । ହାଇଟେକ ମେଡିକାଲରେ ବିସ୍ଫୋରଣରେ ମୃତକଙ୍କ ପରିଚୟକୁ ନେଇ ଦ୍ୱନ୍ଦ୍ୱ ଘଟଣାକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଘର ଉପରକୁ!-->…
କଂଗ୍ରେସ ହେଉଛି ବିଜେଡିରେ ବିକ୍ରି ହୋଇଥିବା ଦଳ:ବିଜେପି
ଭୁବନେଶ୍ୱର: ବିଜେପିକୁ ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ଟାର୍ଗେଟ କରିବା ପରେ, ସମାନ ଢଙ୍ଗରେ କଂଗ୍ରେସ ପ୍ରଭାରୀଙ୍କୁ ମଧ୍ୟ ଜବାବ୍ ଦେଇଛି ବିଜେପି । ରବିବାର ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ଅଜୟ କୁମାର କହିଥିଲେ ଯେ,!-->…
ପ୍ରତ୍ୟାଖ୍ୟାନ ସତ୍ତ୍ୱେ କଂଗ୍ରେସର ନିଶା ଛାଡି ନାହିଁ:ଅମର ଶତପଥୀ
ଭୁବନେଶ୍ୱର: ବିଜେଡିକୁ ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ଟାର୍ଗେଟ କରିବା ପରେ, ସମାନ ଢଙ୍ଗରେ କଂଗ୍ରେସ ପ୍ରଭାରୀଙ୍କୁ ମଧ୍ୟ ଜବାବ୍ ଦେଇଛି ବିଜେଡି । ରବିବାର ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ଅଜୟ କୁମାର କହିଥିଲେ!-->…
ଓଡିଶାରେ ବିଜେଡି ଓ ବିଜେପି କରିଛନ୍ତି ବୁଝାମଣା: କଂଗ୍ରେସ ପ୍ରଭାରୀ
ଭୁବନେଶ୍ୱର: ନିର୍ବାଚନ ପାଇଁ ଓଡିଶାରେ ବିଜେଡି ଓ ବିଜେପି କରିଛନ୍ତି ବୁଝାମଣା । ବିଜେଡି ବିଜେପିକୁ ୧୫ ଲୋକସଭା ଆସନ ଦେବାକୁ ହୋଇଛି ବୁଝାମଣା । କଂଗ୍ରେସ ପ୍ରଭାରୀ ଅଜୟ କୁମାର ଆଜି ଏହା କହିଛନ୍ତି ।
ଶାସକ ଦଳ!-->!-->!-->…
ଅଧିକ ଭୋଟରେ ଜିତିଲେ ମୁଖ୍ୟମନ୍ତ୍ରୀଙ୍କ ସହ ଭେଟ କରାଇବି: ପାଣ୍ଡିଆନ
କଟକ: ଯେଉଁ ପ୍ରାର୍ଥି ଅଧିକ ବ୍ୟବଧାନରେ ଜିତିବେ, ସେମାନଙ୍କୁ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ସିଧାସଳଖ ସାକ୍ଷାତ କରାଇବେ ବୋଲି ଭିକେ ପାଣ୍ଡିଆନ କହିଛନ୍ତି । କଟକ ଜିଲ୍ଲାର ସମସ୍ତ ନିର୍ବାଚନ ମଣ୍ଡଳୀରେ ବିଜେଡି ସ୍ଥିତି!-->…
ଉଭୟ କେନ୍ଦ୍ର ଓ ରାଜ୍ୟରେ ସରକାର ଗଢ଼ିବ ବୋଲି ବିଜେପି: ମନମୋହନ
ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ ଦଳ ନିଶ୍ଚିତ ଭାବେ ଉଭୟ କେନ୍ଦ୍ର ଓ ରାଜ୍ୟରେ ସରକାର ଗଢ଼ିବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ରାଉରକେଲାରେ ଅନୁଷ୍ଠିତ ଦଳର ଚିନ୍ତନ ବୈଠକ ପରେ ଶ୍ରୀ ସାମଲ!-->…
କୌଣସି ରାଜନୀତିକ ଦଳ ସହ ସାଲିସ୍ କରାଯିବ ନାହିଁ:ଅପରାଜିତା
ଭୁବନେଶ୍ୱର: କୌଣସି ରାଜନୀତିକ ଦଳ ସହ ସାଲିସ୍ କରାଯିବ ନାହିଁ। ଆଗାମୀ ସାଧାରଣ ନିର୍ବାଚନରେ ଜିତିବା ପାଇଁ ଦଳ ଲଢ଼େଇ କରିବ। ଏନେଇ ରାଉରକେଲାରେ ଅନୁଷ୍ଠିତ ଦଳର ଚିନ୍ତନ ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି ବିଜେପି ସାଂସଦ!-->…
ଓଡ଼ିଶାର ୪ଟି ଜିଲ୍ଲାରେ ପଦଯାତ୍ରା କରିବେ ରାହୁଲ
ଭୁବନେଶ୍ୱର: କଂଗ୍ରେସ ନେତା ରାହୁଲ ଗାନ୍ଧି ନିଜର ‘ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା’ରେ ଓଡ଼ିଶାର ୪ଟି ଜିଲ୍ଲାରେ ପଦଯାତ୍ରା କରିବେ । ଇମ୍ଫାଲରୁ ଜାନୁୟାରୀ ୧୪ରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରା ୬୬ଦିନ ଚାଲିବ ଓ ମାର୍ଚ୍ଚ ୨୦ରେ!-->…