Browsing Category
କ୍ଷମତାକେନ୍ଦ୍ର
ରାଜ୍ୟରେ ପୁରୁଷଙ୍କ ତୁଳନାରେ ମହିଳା ଭୋଟରଙ୍କ ହାର ବଢିଛି
ଭୁବନେଶ୍ୱର: ପୁରୁଷଙ୍କ ତୁଳନାରେ ମହିଳା ଭୋଟରଙ୍କ ହାର ବଢିଛି। ୨୦୧୯ରେ ପ୍ରତି ହଜାରେ ପୁରୁଷରେ ୯୪୬ ମହିଳା ଥିବା ବେଳେ ୨୦୨୪ରେ ୯୭୨କୁ ବୃଦ୍ଧି ହୋଇଛି। ୫ ଜାନୁଆରୀ ୨୦୨୪ ସୁଦ୍ଧା ରାଜ୍ୟରେ ମୋଟ ଭୋଟରଙ୍କ ସଂଖ୍ୟା ୩ କୋଟି ୩୨!-->…
ପାଣ୍ଡିଆନଙ୍କ ବାଲେଶ୍ୱର ଗସ୍ତ
ବାଲେଶ୍ୱର : ବାଲେଶ୍ଵର ଗସ୍ତରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ପାଣ୍ଡିଆନଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ପ୍ରସ୍ତୁତି ହୋଇଛି । ପାଣ୍ଡିଆନବାଲେଶ୍ଵର ଜିଲ୍ଲାରେ ୫ଟି କାର୍ୟ୍ୟକ୍ରମରେ ଯୋଗଦେବାର!-->…
ରାଜ୍ୟସଭା ଯିବେ ସ୍ୱାତୀ ମାଲିୱାଲ
ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି ତରଫରୁ ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ଦିଲ୍ଳୀ ମହିଳା ଆୟୋଗ ଅଧ୍ୟକ୍ଷ ସ୍ୱାତୀ ମାଲିୱାଲଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିବାକୁ ନିଷ୍ପତ୍ତି ନିଆଯାଇଛି । ତାଙ୍କୁ ସୁଶିଲ କୁମାର ଗୁପ୍ତାଙ୍କ!-->…
ସୁନ୍ଦରଗଡ଼କୁ ୯୭୦ କୋଟିର ଭେଟି
ରାଇରକେଲା: ସୁନ୍ଦରଗଡ଼କୁ ରାଜ୍ୟ ସରକାରଙ୍କ ୯୭୦ କୋଟିର ପ୍ୟାକେଜ । ଜିଲ୍ଲାର ବିଭିନ୍ନ ଉନ୍ନତିମୂଳକ କାର୍ୟ୍ୟ ଲାଗି ରାଜ୍ୟ ସରକାର ଦେଇଛନ୍ତି ୯୭୦ କୋଟି ଟଙ୍କାର ଅନୁଦାନ । ବର୍ତ୍ତମାନ ନୂଆ ଭାବରେ ସୁନ୍ଦରଗଡ଼ ଜିଲ୍ଲାର ଉନ୍ନତି!-->…
ଉଠିବ ନିଲମ୍ବନ: ଘର ବାହୁଡ଼ିବେ ପୁରୁଣା ନେତା
ଭୁବନେଶ୍ୱର: ଗୋଟିଏ ପଟେ ଭାରତ ଯୋଡ଼ ନ୍ୟାୟ ଯାତ୍ରାରେ ଓଡ଼ିଶା ଆସିବେ ରାହୁଲ । ସେଥିପାଇଁ ଜୋରଦାର ପ୍ରସ୍ତୁତିରେ ଲାଗିପଡିଛି ରାଜ୍ୟ କଂଗ୍ରେସ । ଅନ୍ୟପଟେ ନୂଆ ପ୍ରଭାରୀ ଆସୁଥିବାରୁ ତାଙ୍କର ସ୍ୱାଗତ ପାଇଁ କଂଗ୍ରେସ ଭବନକୁ!-->…
ବିଜେଡିରୁ ବହିଷ୍କୃତ ହେଲେ ଏହି ଉପଦେଷ୍ଟା
ସମ୍ବଲପୁର: ସମ୍ବଲପୁର ଜିଲ୍ଲା ବିଜେଡିର ଉପଦେଷ୍ଟା ପ୍ରମୋଦ ରଥ ବିଜେଡିରୁ ବହିଷ୍କୃତ । ଦଳ ବିରୋଧି କାର୍ୟ୍ୟ ପାଇଁ ବହିଷ୍କୃତ । ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ।
ପ୍ରମୋଦ ରଥ ପୂର୍ବରୁ!-->!-->!-->…
ଟିଏମସିର ସମର୍ଥନ ଦରକାର ନାହିଁ:ଅଧୀର ରଞ୍ଜନ ଚୌଧୁରୀ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ଆସନ ଭାଗବଂଟାକୁ ନେଇ ଇଣ୍ଡିଆ ମେଂଟରେ ଫାଟ ଦେଖାଦେଇଛି । ଯାହାକୁ ନେଇ କଂଗ୍ରେସ-ଟିଏମସି ମଧ୍ୟରେ ବିବାଦ ବଢିବାରେ ଲାଗିଛି । ଆସନ୍ତା ୨୦୨୪ ଲୋକସଭା ନିର୍ବାଚନରେ କଂଗ୍ରେସକୁ ୪୨ ଟି ଆସନରୁ!-->…
ବିଜେଡି ଦଳୀୟ ପ୍ରଚାର ପାଇଁ କଲେଜ ଛାତ୍ରଛାତ୍ରୀଙ୍କୁ ବ୍ୟବହାର କରୁଛି: ବିଜେପି
ଭୁବନେଶ୍ୱର: ବିଜେଡି ଦଳୀୟ ପ୍ରଚାର ପାଇଁ କଲେଜ ଛାତ୍ରଛାତ୍ରୀଙ୍କୁ ବ୍ୟବହାର କରୁଛି । କଲେଜ କ୍ୟାମ୍ପସରେ ଦଳୀୟ ପତାକା ଉଡୁଛି, ବ୍ୟାନର ଲାଗିଛି, ଶଙ୍ଖ ଚିହ୍ନ ଲଗାଇ ପ୍ରଚାର ହେଉଛି ଏବଂ ନୂଆ ଭୋଟରଙ୍କୁ ପ୍ରଲୋଭିତ କରିବା!-->…
ବିଧାନସଭା ନିର୍ବାଚନ ପାଇଁ ବିଜେପି ପାଖେ ନେତୃତ୍ବ ନାହିଁ:ଖାରବେଳ
ଭୁବନେଶ୍ବର: ବିଜେପିର ବରିଷ୍ଠ ନେତା ଖାରବେଳ ସ୍ବାଇଁଙ୍କ ବିସ୍ପୋରକ ବୟାନ। ୨୪ ନିର୍ବାଚନ ଜିତିବା ନେଇ ଛାତିରେ ହାତ ରଖି କହିପାରିବେନି ରାଜ୍ୟ ବିଜେପିର କୌଣସି ବରିଷ୍ଠ ନେତା। କାରଣ ବିଧାନସଭା ନିର୍ବାଚନ ପାଇଁ ବିଜେପି ପାଖେ!-->…
ଦିଲ୍ଳୀରେ ମନମୋହନ, କହିଲେ ଆମେ ସରକାର ଗଢିବୁ
ଭୁବନେଶ୍ୱର: ଏଥର ଓଡ଼ିଶାରେ ସାଲିସବିହୀନ ଲଢେଇ ହେବ । ଆଉ ଆମେ ସରକାର ଗଢିବୁ । ଏଭଳି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । କେନ୍ଦ୍ର ନେତୃବୃନ୍ଦଙ୍କ ସହ ଆଲୋଚନା ପାଇଁ ଦିଲ୍ଲୀ ଗସ୍ତରେ ଥିବା ଶ୍ରୀ ସାମଲ ଏଭଳି!-->…