THE BYAPINI
Browsing Category

କ୍ଷମତାକେନ୍ଦ୍ର

ଆଜି ସୁପ୍ରିମକୋର୍ଟରେ ନିର୍ବାଚନୀ ବଣ୍ଡ୍‌ ଯୋଜନା ବୈଧତାର ଶୁଣାଣି: ରାଜନୈତିକ ପାଣ୍ଠିର ଉତ୍ସ ଜାଣିବାର ଅଧିକାର…

ନୂଆଦିଲ୍ଲୀ: ରାଜନୈତିକ ଦଳଗୁଡ଼ିକୁ ପାଣ୍ଠି ଯୋଗାଣ ପାଇଁ ନିର୍ବାଚନୀ ବଣ୍ଡ୍‌ ଯୋଜନାର ବୈଧତାକୁ ଚାଲେଞ୍ଜ କରି ହୋଇଥିବା ଏକାଧିକ ଆବେଦନର ଶୁଣାଣି ଆଜି ଠାରୁ ସୁପ୍ରିମକୋର୍ଟର ୫ ଜଣିଆ ସମ୍ବିଧାନ ପୀଠ ଆରମ୍ଭ କରିବେ।

୩୧ରେ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟପାଳ ଭାବେ ଆସନ୍ତା ୩୧ ତାରିଖରେ ବରିଷ୍ଠ ବିଜେପି ନେତା ରଘୁବର ଦାସ ଦାୟିତ୍ୱ ଗ୍ରହଣ କରିବେ। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ଡଃ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ତାଙ୍କୁ ଓଡ଼ିଶାର ୨୬

ବିଧାନସଭା ନିର୍ବାଚନ ପରେ ଆସନ ବୁଝାମଣା ଆଲୋଚନା ଆରମ୍ଭ କରିବ ଇଣ୍ଡିଆ ମେଣ୍ଟ

ନୂଆଦିଲ୍ଲୀ: ଇଣ୍ଡିଆ ମେଣ୍ଟର ଦଳଗୁଡ଼ିକ ମଧ୍ୟରେ ଏଯାବତ ଅନେକ ବଡ଼ ବଡ଼ ରାଜ୍ୟ ଗୁଡ଼ିକରେ ଆସନ ବୁଝାମଣା ଆରମ୍ଭ ହୋଇନାହିଁ ବୋଲି ଜଣେ ବରିଷ୍ଠ କଂଗ୍ରେସ ନେତା ସ୍ବୀକାର କରିଛନ୍ତି। ସେ କହିଛନ୍ତି, ମୁମ୍ବାଇ ପ୍ରସ୍ତାବରେ ଏହା

୧୬ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି

ଭୁବନେଶ୍ବର: ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମନ୍ତ୍ରିମଣ୍ଡଳ ବୈଠକରେ ୭ଟି ବିଭାଗର ୧୬ଟି ପ୍ରସ୍ତାବରେ ମୋହର ବାଜିଛି । ସଂଗ୍ରହାଳୟର ସୁପରିଚାଳନା, ପ୍ରତ୍ନତତ୍ବ ଓ ଗ୍ରନ୍ଥାଳୟ ପାଇଁ ଗଠନ ହେବ ୩ଟି ସ୍ବତନ୍ତ୍ର

ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ବର : ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ରଘୁବର ଦାସଙ୍କୁ ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ନିଯୁକ୍ତି ଦେଇଥିବା ରାଷ୍ଟ୍ରପତି ଭବନରୁ

ଦିଗପହଣ୍ଡି ରାଜନୀତିରେ ତନ୍ତ୍ରବିଦ୍ୟା ଚର୍ଚ୍ଚା!

ଦିଗପହଣ୍ଡି: ପୁଣିଥରେ ଚର୍ଚ୍ଚାକୁ ଆସିଛି ଦିଗପହଣ୍ଡି ରାଜନୀତି। ବ୍ଲକ୍‌ ଅଧ୍ୟକ୍ଷ ଉପନିର୍ବାଚନକୁ ନେଇ ଦିଗପହଣ୍ଡି ରାଜନୀତି ବେଶ୍‌ କିଛିଦିନ ସରଗରମ ରହିଥିଲା। ଏଥର କିନ୍ତୁ ଭିନ୍ନ ଏକ ପ୍ରସଙ୍ଗକୁ ନେଇ ହଟଚମଟ ସୃଷ୍ଟି ହୋଇଛି।

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କର ମେମୋରୀ ଲସ୍‌ କରାଇବା ପାଇଁ ଚାଲିଛି ଷଡ଼ଯନ୍ତ୍ର!

ବିହାର: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କର ମେମୋରୀ ଲସ୍‌ ବା ସ୍ଣରଣ ଶକ୍ତି ହ୍ରାସ କରାଇବା ପାଇଁ ଚାଲିଛି ଷଡ଼ଯନ୍ତ୍ର। ନୀତୀଶ କୁମାରଙ୍କୁ ଖାଦ୍ୟରେ ମିଶାଇ ଔଷଧ ଦିଆଯାଉଛି। ଏଭଳି କିଛି ବଡ଼ ଦାବି କରିଛନ୍ତି ପୂର୍ବତନ

ମଧ୍ୟ ପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନା ବିଧାନସଭା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ

ମଧ୍ୟ ପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ରବିବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ଦଳ ମଧ୍ୟ ପ୍ରଦେଶ ପାଇଁ ଏହି ପର୍ଯ୍ୟାୟରେ ୧୪୪ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିବା

ଦିଲ୍ଲୀ ଯିବେ ୨୨ ବିଜେପି ବିଧାୟକ

ଭୁବନେଶ୍ୱର: ରାଜ୍ୟରେ ଏବେ ବିଜେପି ଓ ବିଜେଡି ମଧ୍ୟରେ ଟକରାଟକରି ପରିସ୍ଥିତି । ରାଜ୍ୟର ବିଭିନ୍ନ ଦୁର୍ନୀତି ପ୍ରସଙ୍ଗକୁ ନେଇ ବିଜେପି ନେତାମାନେ ରାଜ୍ୟ ବିଜେଡି ସରକାରଙ୍କୁ ଘେରୁଥିବାବେଳେ ବିଜେଡି ବି ଜବାବ ରଖୁଛି । ତେବେ ଏହା

ବିଧାନସଭା ଗୃହ ବିବରଣୀରୁ ବାଦ୍‌ ପଡିଲା ‘ମେଣ୍ଟାଲ ଡିଜଅର୍ଡର’ ଶବ୍ଦ

ଭୁବନେଶ୍ୱର: ‘ମେଣ୍ଟାଲ ଡିଜଅର୍ଡର’ ଶବ୍ଦ ବିଧାନସଭା ଗୃହ ବିବରଣୀରୁ ବାଦ୍‌ ପଡିଛି । ମେଣ୍ଟାଲ ଡିଜଅର୍ଡର ଶବ୍ଦକୁ ବାଦ୍‌ ଦେବା ପାଇଁ ବାଚସ୍ପତି ପ୍ରମିଳା ମଲ୍ଲିକ ଶନିବାର ଘୋଷଣା କରିଛନ୍ତି । ନୟାଗଡ ବିଧାୟକ ଅରୁଣ ସାହୁ ଗତ ୨୮