THE BYAPINI
Browsing Category

ଦେଶ

ଇସ୍ତଫା ଦେଲେ ୧୦ ବିଜେପି ସାଂସଦ

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନରେ ​​ଜିତିବା ପରେ ଭାରତୀୟ ଜନତା ପାର୍ଟିର ୧୦ ଜଣ ସାଂସଦ ବୁଧବାର ଇସ୍ତଫା ଦେଇଛନ୍ତି । ଏହି ସମସ୍ତ ସାଂସଦ ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ନିକଟକୁ ସେମାନଙ୍କର ଇସ୍ତଫାପତ୍ର ପଠାଇଛନ୍ତି

ବର୍ଷା ତାଣ୍ଡବ, ଚେନ୍ନାଇରେ ଗଲାଣି ୧୭ ଜୀବନ

ଚେନ୍ନାଇ:  ଚେନ୍ନାଇରେ ବର୍ଷା ତାଣ୍ଡବ । ଜଳପ୍ଲାବିତ ଚେନ୍ନାଇ ସହର । ପ୍ରବଳ ବର୍ଷା ଯୋଗୁ ଗଲାଣି ୧୭ ଜଣଙ୍କ ଜୀବନ । ତଳିଆ ଅଂଚଳ ସମେତ ରାସ୍ତାଘାଟ ଜଳାର୍ଣ୍ଣବ ହୋଇଛି । ବିମାନ ବନ୍ଦର, ରେଳ ଷ୍ଟେସନ, ବସଷ୍ଟାଣ୍ଡ ରେ ଜମି ରହିଛି

ବର୍ଷା,ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଭୀଷଣ ବାତ୍ୟା ମିଗ୍‌‌ଜୋମ୍‌‌ ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ସହ ପାଗ କୋହଲା ରହିଛି। ମଙ୍ଗଳବାର ପାଇଁ ରାଜ୍ୟର କେତେକ ସ୍ଥାନରେ ବର୍ଷା,ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ,

କରଣୀ ସେନା ସଭାପତିଙ୍କୁ ଗୁଳି କରି ହତ୍ୟା

ଜୟପୁର: ରାଜସ୍ଥାନର ରାଜଧାନୀ ଜୟପୁରରେ ରାଷ୍ଟ୍ରୀୟ ରାଜପୁତ କରଣୀ ସେନା ସଭାପତି ସୁଖଦେବ ସିଂହ ଗୋଗାମେଡ଼ିଙ୍କୁ ଗୁଳି କରି ହତ୍ୟା କରାଯାଇଛି। ୪ ଜଣ ଦୁର୍ବୃତ୍ତ ଘରେ ପଶି ଗୋଗାମେଡ଼ିଙ୍କୁ ହତ୍ୟା କରିଛନ୍ତି। ଏଥିସହ ଗୋଗାମେଡ଼ିଙ୍କ

ସନ୍ଧ୍ୟାରେ ସୋନିଆ ଗାନ୍ଧୀଙ୍କ ବାସଭବନରେ ବସିବ କଂଗ୍ରେସର ବୈଠକ

ନୂଆଦିଲ୍ଲୀ: ୪ ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ପରେ କଂଗ୍ରେସରେ ଏକ ଚିନ୍ତାର ପରିସ୍ଥିତି ଉପୁଜିଛି। କେବଳ ତେଲଙ୍ଗାନାରେ ସରକାର ଗଠନ କରିବାରେ କଂଗ୍ରେସ ସଫଳ ହୋଇଥିବା ବେଳେ ରାଜସ୍ଥାନ ସମେତ ଅନ୍ୟ ରାଜ୍ୟରେ ପରାଜୟର ସାମ୍ନା

ବାତ୍ୟା: ତାମିଲନାଡୁରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 'ମିଗଜୋମ' । ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନେଲୋର ଓ ମଚ୍ଛଲିପଟନମ ମଧ୍ୟରେ ଆସନ୍ତାକାଲି ତାରିଖରେ ପୂର୍ବାହ୍ନରେ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହି ସମୟରେ ଭୀଷଣ

ଏୟାରକାଫ୍ଟ ଦୁର୍ଘଟଣା: ୨ ପାଇଲଟ ମୃତ

ହାଇଦ୍ରାବାଦ : ସୋମବାର ତେଲଙ୍ଗାନାରେ ଏକ ବାୟୁସେନା  ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଦୁଇ ପାଇଲଟଙ୍କ ମୃତ୍ୟୁ ଘଟିଛି। ସକାଳ ୮ଟା ୫୫ରେ ଏହି ଦୁର୍ଘଟଣା ଘଟିଛି। ଭାରତୀୟ ବାୟୁସେନା ଏହି ଘଟଣା ସମ୍ପର୍କରେ ସୂଚନା

ବିରୋଧୀଙ୍କୁ ମୋଦୀଙ୍କ କଟାକ୍ଷ: ସଂସଦରେ ନିର୍ବାଚନ ପରାଜୟ ରାଗ ଉଦ୍‌ଗାରନ୍ତୁ ନାହିଁ

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନରେ ପରାସ୍ତଜନିତ ରାଗ ଉଦ୍‌ଗାରିବା ପରିବର୍ତ୍ତେ ସଂସଦରେ ବିଭିନ୍ନ ଆଲୋଚନାରେ ଭାଗ ନେବା ଉଚିତ ବୋଲି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିରୋଧୀ ଦଳ ନେତାଙ୍କୁ କଟାକ୍ଷ କରି ପରାମର୍ଶ

ରାଜସ୍ଥାନରେ ବି ଚାଲିବ ବୁଲଡୋଜର: ବାଲକନାଥ

ନୂଆଦିଲ୍ଲୀ : ରାଜସ୍ଥାନରେ ଭାଜପାର ବିଜୟ ପରେ ଏବେ ମୁଖ୍ୟମନ୍ତ୍ରୀଙ୍କ ଚେହେରାକୁ ନେଇ କଳ୍ପନାଜଳ୍ପନା ଚାଲିଛି। ଏହି ତାଲିକାରେ ଅନେକ ଚେହେରା ଅଛନ୍ତି। ବାବା ବାଲକନାଥଙ୍କ ନାମ ମଧ୍ୟ ସେମାନଙ୍କ ମଧ୍ୟରୁ ଗୋଟିଏ ଭାବରେ ବିବେଚନା

ଅଷ୍ଟ୍ରେଲିଆକୁ ହରାଇ ୪ -୧ ରେ ସିରିଜ କବଜା କଲା ଭାରତ

ବେଙ୍ଗାଲୁରୁ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପଞ୍ଚମ ତଥା ଶେଷ ଟି-୨୦ ମ୍ୟାଚ୍‌‌ ସ୍ଥାନୀୟ ଚିନ୍ନାସ୍ୱାମୀ ଷ୍ଟାଡିୟମ୍‌‌ରେ ଆଜି ଖେଳାଯାଇଥିଲା। ଆଜିର ମ୍ୟାଚର ଟସ ଜିତି ଅଷ୍ଟ୍ରେଲିଆ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ