Browsing Category
ଦେଶ
ଶପଥ ନେଲେ ସୁପ୍ରିମକୋର୍ଟର ୩ ବିଚାରପତି
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିଯୁକ୍ତି ପ୍ରଦାନ ପରେ ଆଜି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡ଼ି ୱାଇ ଚନ୍ଦ୍ରଚୂଡ଼ ୩ ଜଣ ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି। ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି!-->…
ମାନବ ଚାଲାଣ ମାମଲା: ୧୦ ରାଜ୍ୟରେ ଏନଆଇଏ ଚଢ଼ଉ
ନୂଆଦିଲ୍ଲୀ : ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ମାନବ ଚାଲାଣ ମାମଲାରେ ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ତଲାସୀ ଅଭିଯାନ ଚଳାଇଛି। ସେହି ରାଜ୍ୟଗୁଡ଼ିକ ହେଲା ତ୍ରିପୁରା, ଆସାମ, ପଶ୍ଚିମବଙ୍ଗ, କର୍ଣ୍ଣାଟକ,!-->…
ଆଜି ମିଜୋରାମ ଓ ଛତିଶଗଡ଼ ପ୍ରଥମ ପର୍ଯ୍ୟାୟ ଭୋଟ
ନୂଆଦିଲ୍ଲୀ : ମିଜୋରାମ ବିଧାନସଭାର ସମସ୍ତ ୪୦ଟି ଆସନ ଓ ଛତିଶଗଡର ୨୦ଟି ବିଧାନସଭା ଆସନ ନିମନ୍ତେ ଆଜି ଭୋଟ ଗ୍ରହଣ କରାଯିବ। ମିଜୋରାମର ୮,୫୧,୮୯୫ଜଣ ଭୋଟରଙ୍କ ମତଦାନ ନିମନ୍ତେ ୧୨୭୬ଟି ମତଦାନ କେନ୍ଦ୍ର ଖୋଲାଯାଇଛି। ବିଧାନସଭା!-->…
ହୀରାଲାଲ ସମାରିଆ ଦେଶର ମୁଖ୍ୟ ସୂଚନା କମିଶନର ନିଯୁକ୍ତ
ନୂଆଦିଲ୍ଲୀ : ହୀରାଲାଲ ସମାରିଆ ଦେଶର ମୁଖ୍ୟ ସୂଚନା କମିଶନର ଭାବେ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ।ରାଷ୍ଟ୍ରପତି ଭବନରେ ଆଜି ଆୟୋଜିତ ଏହି!-->…
ଇଣ୍ଡୋନେସିଆର ତିମୋର ଦ୍ବୀପରେ ୬.୧ ତୀବ୍ରତାସମ୍ପନ୍ନ ଭୂମିକମ୍ପ
ଜାକର୍ତା: ଆଜି ଇଣ୍ଡୋନେସିଆର ତିମୋର ଦ୍ବୀପରେ ୬.୧ ତୀବ୍ରତାସମ୍ପନ୍ନ ଭୂମିକମ୍ପ ହୋଇଥିବା ବିଭିନ୍ନ ଗଣମାଧ୍ୟମ ରିପୋର୍ଟ କରିଛନ୍ତି। ଏହି ଭୂମିକମ୍ପ ଯୋଗୁଁ କେହି ମୃତାହତ ହୋଇଥିବାର ଖବର ମିଳିନାହିଁ। ‘ୟୁଏସ୍ ଜିଓଲୋଜିକାଲ୍!-->…
୩ ଦିନିଆ ଆବୁଧାବି ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ, ତ୍ୱରାନ୍ୱିତ ହେବ ଶିକ୍ଷା ସହଯୋଗ ପ୍ରୟାସ
ଆବୁଧାବି: ଭାରତ ଏବଂ ୟୁଏଇ ମଧ୍ୟରେ ଶିକ୍ଷା ଏବଂ ନବସୃଜନ କ୍ଷେତ୍ରରେ ସହଭାଗୀତାକୁ ମଜବୁତ କରିବା ଏବଂ ଶିକ୍ଷା କ୍ଷେତ୍ରର ପ୍ରୟାସକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୩ ଦିନିଆ!-->!-->!-->…
ପାରା ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ଜିତିଲେ ପ୍ରମୋଦ ଭଗତ: ୨ କୋଟି ଟଙ୍କା ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଚୀନର ହାଙ୍ଗଝୌରେ ଚାଲିଥିବା ପାରା ଏସିଆନ୍ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ପୁରୁଷ ଏସଏଲ୍ ଥ୍ରୀ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ପ୍ରମୋଦ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ନିଜ ଦେଶର ନିତେଶ!-->…
ଗୋଆରେ ୩୭ତମ ଜାତୀୟ କ୍ରୀଡ଼ାକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ପଣଜୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଗୋଆର ମଡ଼ଗାଓ ସ୍ଥିତ ପଣ୍ଡିତ ଜବାହରଲାଲ ନେହରୁ ଷ୍ଟାଡିୟମରେ ୩୭ତମ ଜାତୀୟ କ୍ରୀଡ଼ାକୁ ଉଦଘାଟନ କରିଛନ୍ତି । ଅକ୍ଟୋବର ୨୬ରୁ ନଭେମ୍ବର ୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା!-->…
ପାଠ୍ୟ ପୁସ୍ତକରେ ଇଣ୍ଡିଆ ବଦଳରେ ଲେଖାଯିବ କି ଭାରତ
ଏନ୍ସିଇଆରଟି କମିଟିର ମଂଜୁରି
ନୂଆଦିଲ୍ଲୀ : ଜାତୀୟ ଶୈକ୍ଷିକ ଅନୁସନ୍ଧାନ ଏବଂ ପ୍ରଶିକ୍ଷଣ ପରିଷଦ (ଏନ୍ସିଇଆର୍ଟି) କମିଟିର ଏକ ପ୍ରସ୍ତାବ ଅନୁଯାୟୀ ଆଗକୁ ଏନ୍ସିଇଆରଟି ପାଠ୍ୟପୁସ୍ତକରେ ‘ଇଣ୍ଡିଆ’ ବଦଳରେ ‘ଭାରତ’ ଲେଖାଯିବ।!-->!-->!-->…
ଗ୍ଲୋବାଲ ମ୍ୟାରିଟାଇମ ଇଣ୍ଡିଆ ସମିଟ- ୨୦୨୩ରେ ଶ୍ରେଷ୍ଠ ଷ୍ଟଲର ପୁରସ୍କାର ପାଇଲା ଓଡ଼ିଶା
ଭୁବନେଶ୍ବର: ଗ୍ଲୋବାଲ ମ୍ୟାରିଟାଇମ ଇଣ୍ଡିଆ ସମିଟ- 2023ରେ ଓଡ଼ିଶାର ଷ୍ଟଲକୁ ଶ୍ରେଷ୍ଠ ଷ୍ଟଲର ପୁରସ୍କାର ମିଳିଛି । ଏହା ବ୍ୟତୀତ ମହାରାଷ୍ଟ୍ର ସହ ସ୍ୱତନ୍ତ୍ର ରାଜ୍ୟ ଅଧିବେଶନ ଆୟୋଜନ ପାଇଁ ମଧ୍ୟ ରନର୍ସ ଅପ ହୋଇଛି ଓଡ଼ିଶା । ଏହି!-->…