THE BYAPINI
Browsing Category

ଦେଶ

ଦେଶର ଖୁଚୁରା ମୁଦ୍ରାସ୍ଫୀତି ୫.୦୨%କୁ କମିଲା କିନ୍ତୁ ଓଡ଼ିଶାରେ ୫.୮୭%

ଭୁବନେଶ୍ୱର: ପାର୍ବଣ ଋତୁ ପୂର୍ବରୁ ଖୁଚୁରା ଦର କମିବାର ଖୁସି ଖବର ଆସିଛି । ଖୁଚୁରା ବଜାରରେ ବିଭିନ୍ନ ସାମଗ୍ରୀ ଦାମ୍‌ କମିଛି । ଏହାର ପ୍ରଭାବରେ ସେପ୍ଟେମ୍ବର ମାସରେ ଖୁଚୁରା ମୁଦ୍ରାସ୍ଫୀତି ୫.୦୨ ପ୍ରତିଶତକୁ ହ୍ରାସ ପାଇଛି ।

ନଭେମ୍ବର ୭ରୁ ୩୦ ମଧ୍ୟରେ ୫ଟି ରାଜ୍ୟରେ ନିର୍ବାଚନ ଡିସେମ୍ବର ୩ରେ ଫଳାଫଳ

ନୂଆଦିଲ୍ଲୀ: ଆଜି ମଧ୍ୟାହ୍ନ ୧୨ଟାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଆଜି ଭାରତର ମୁଖ୍ୟ ନିର୍ବାଚନ କମିସନର୍‌ ରାଜୀବ କୁମାର ମିଜୋରାମ୍‌, ଛତିଶଗଡ଼, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ତେଲେଙ୍ଗାନା ଆଦି ୫ଟି ରାଜ୍ୟର ବିଧାନସଭା

ଭ୍ଲାଦିମିର୍‌ ପୁଟିନ୍‌ :ଏତେ ମିସାଇଲ୍‌ ଛାଡ଼ିବୁ ଶତ୍ରୁ ନିସ୍ତାର ପାଇବେ ନାହିଁ

ମସ୍କୋ: ଯାହାର ମୁଣ୍ଡ ଠିକ୍‌ ଥିବ ସେ ରୁଷ୍‌ ବିପକ୍ଷରେ ଆଣବିକ ଅସ୍ତ୍ର ପ୍ରୟୋଗ କରିବେ ନାହିଁ; ଯଦି ସେ ଭଳି ଆକ୍ରମଣ କରାଯାଇଥିବା ଜଣାପଡ଼େ, ଆକାଶକୁ ଏତେ ସଂଖ୍ୟକ କ୍ଷେପଣାସ୍ତ୍ର ଛାଡ଼ିବୁ ଯେ, ଜଣେ ହେଲେ ଶତ୍ରୁ ରକ୍ଷା ପାଇବାକୁ

ବଢିଲା ଷ୍ଟେଟ୍‌ ବ୍ୟାଙ୍କ ଅଧ୍ୟକ୍ଷଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ଅଧ୍ୟକ୍ଷ ଦୀନେଶ ଖାରାଙ୍କ କାର୍ଯ୍ୟକାଳକୁ କେନ୍ଦ୍ର ସରକାର ୨୦୨୪ ଅଗଷ୍ଟ ପର୍ଯ୍ୟନ୍ତ ବୃଦ୍ଧି କରିଥିବା ଚର୍ଚ୍ଚା ହେଉଛି। ତାଙ୍କୁ ୬୩ ବର୍ଷ ହେବା ପର୍ଯ୍ୟନ୍ତ ସେ ଏହି ପଦରେ କାମ କରିବେ।

ସର୍ବନିମ୍ନ ସ୍ତରରେ ସୁନା

ମୁମ୍ବାଇ : ପାର୍ବଣ ଋତୁ ଆରମ୍ଭ ହୋଇଯାଇଥିବା ସତ୍ତ୍ବେ ଦେଶରେ ସୁନାଦର କମିଚାଲିଛି ଓ ୭ ମାସର ସର୍ବନିମ୍ନ ଦରରେ ପହଞ୍ଚିଛି । ଆମେରିକୀୟ ବଜାର ପ୍ରଭାବରୁ ଅନ୍ତର୍ଜାତୀୟ ବଜାରରେ ସୁନାଦର କମୁଛି, ଏହା ଯୋଗୁଁ ଭାରତରେ ବି ସୁନା ଦର

ଭାରତ ଫେରିବ ଛତ୍ରପତି ଶିବାଜୀଙ୍କ ‘ବାଘ ନଖ’

ନୂଆଦିଲ୍ଲୀ: ନଭେମ୍ବରରେ ଫେରିବ ଛତ୍ରପତି ଶିବାଜୀ ମହାରାଜଙ୍କ 'ବାଘ ନଖ'। ଶିବାଜୀଙ୍କ ୩୫୦ତମ ରାଜ୍ୟାଭିଶେଷକ ଉତ୍ସବ ପାଳନ ଅବସରରେ ଏହି ଅସ୍ତ୍ର ବ୍ରିଟେନରୁ ଫେରିବ। ପୂର୍ବରୁ ଏନେଇ ବ୍ରିଟେନ ସରକାରଙ୍କ ସହ କଥାବାର୍ତ୍ତା

ମହାତ୍ମା ଗାନ୍ଧିଙ୍କ ଆଦର୍ଶ ଚିରକାଳ ପାଇଁ ପ୍ରାସଙ୍ଗିକ ରହିବ:ରାଷ୍ଟ୍ରପତି

ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୪ତମ ଜନ୍ମ ଜୟନ୍ତୀରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶ୍ରଦ୍ଧାସୁମନ ଅର୍ପଣ। ରାଷ୍ଟ୍ରପତି ଦୌପ୍ରଦି ମୁର୍ମୁଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବହୁ ମାନ୍ୟଗଣ୍ୟ

ବାପୁଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୪ତମ ଜନ୍ମ ଜୟନ୍ତୀରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶ୍ରଦ୍ଧାସୁମନ ଅର୍ପଣ। ରାଷ୍ଟ୍ରପତି ଦୌପ୍ରଦି ମୁର୍ମୁଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବହୁ ମାନ୍ୟଗଣ୍ୟ

ଆଜି ମହାତ୍ମା ଗାନ୍ଧିଙ୍କ ଜୟନ୍ତୀ

ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧିଙ୍କ ଆଜି ଜନ୍ମ ଜୟନ୍ତୀ । ବାପୁଙ୍କୁ ସମାଧି ପୀଠ ରାଜଘଟରେ ପହଞ୍ଚି ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ୟୁଜିସି ନେଟ୍‌‌ ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର: ଏନ୍‌ଟିଏ ପକ୍ଷରୁ ୟୁଜିସି ନେଟ୍‌‌ ପାଇଁ ଆବେଦନ ଆରମ୍ଭ ହୋଇଛି। ଆଶାୟୀ ଛାତ୍ରଛାତ୍ରୀ ଆସନ୍ତା ଅକ୍ଟୋବର ୨୮ ତାରିଖ ମଧ୍ୟରେ ଆବେଦନ କରିବାକୁ ଥିବା ବେଳେ ଦକ୍ଷତା ପରୀକ୍ଷା ଡିସେମ୍ବର ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ।