Browsing Category
ଦେଶ
ବିରାଜିଲେ ପ୍ରଭୁ ଶ୍ରୀ ରାମଚନ୍ଦ୍ର
ଅଯୋଧ୍ୟା: ୫୦୦ ବର୍ଷର ଅପେକ୍ଷାର ଅନ୍ତ ଘଟିଲା । ସ୍ବର୍ଣ୍ଣିମ ଅକ୍ଷରରେ ଲିପିବଦ୍ଧ ହେଲା ଆଜିର ଦିନ । ଯେଉଁ ସମୟକୁ ଅପେକ୍ଷା କରାଯାଇଥିଲା ସେହି ସମୟ ପହଞ୍ଚିଲା । ଭବ୍ୟ ଏବଂ ଦିବ୍ୟ ରାମ ମନ୍ଦିରରେ ବିରାଜମାନ କଲେ ପ୍ରଭୁ!-->…
ମୋଦୀଙ୍କ ଦ୍ୱାରା ୧୧ ଦିନର ବ୍ରତ ପାଳନ ସମସ୍ତଙ୍କ ପାଇଁ ପ୍ରେରଣା: ରାଷ୍ଟ୍ରପତି
ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଭବ୍ୟ ଆୟୋଜନ କରାଯାଇଛି । କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମିଲ ହେବେ । ଏହା ଭବ୍ୟ ଉତ୍ସବର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି!-->…
ଅଯୋଧ୍ୟା ଯିବେନି ଲାଲକୃଷ୍ଣ ଆଡଭାନୀ
ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବେନି ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ । ପ୍ରବଳ ଥଣ୍ଡା ଓ ଖରାପ ପାଗ ପାଇଁ ନିଜର ଅଯୋଧ୍ୟା ଗସ୍ତକୁ ରଦ୍ଦ କରିଛନ୍ତି!-->…
ରାମମନ୍ଦିର ପ୍ରତିଷ୍ଠା ପୂର୍ବରୁ ସୋସିଆଲ ମିଡିଆ ଆକାଉଣ୍ଟ ବ୍ଲକ୍
ନୂଆଦିଲ୍ଲୀ: ସୋମବାର ହେବାକୁ ଥିବା ରାମମନ୍ଦିର ପ୍ରତିଷ୍ଠା ସମାରୋହ ପୂର୍ବରୁ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ ଓ ଆଇନଶୃଙ୍ଖଳା ପରିସ୍ଥିତିକୁ ଖରାପ କରିବା ପାଇଁ କରାଯାଉଥିବା ସନ୍ଦେହଜନକ କାର୍ୟ୍ୟକଳାପ କିମ୍ବା ପ୍ରୟାସ ଉପରେ ନଜର!-->…
ଅଯୋଧ୍ୟାରେ ପହଞ୍ଚିଲେ ଅମିତାଭ ବଚ୍ଚନ
ଅଯୋଧ୍ୟା: ରାମନଗରୀ ଅଯୋଧ୍ୟା ଆଜି ସଜେଇ ହୋଇଛି। ଆଜି ଭାରତବର୍ଷ ରାମଙ୍କ ଆନନ୍ଦରେ ପରିପୂର୍ଣ୍ଣ ହୋଇଛି। ରାମମନ୍ଦିରର ଉଦ୍ଘାଟନ ଏବଂ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ସହିତ ରାମ ଭକ୍ତଙ୍କ ପ୍ରାୟ ୫୦୦ ବର୍ଷର ପ୍ରତୀକ୍ଷାର!-->…
ଅଯୋଧ୍ୟାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟା: ଅଯୋଧ୍ୟା ରାମମନ୍ଦିରରେ ସୋମବାର ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ତର ପ୍ରଦେଶ ସମେତ ସାରା ଦେଶ ଉତ୍ସବମୁଖର। ସନାତନ ସଂସ୍କୃତିର ଆତ୍ମା, ରଘୁନନ୍ଦନ ରାଘବ ରାମଲାଲା ନିଜ ଜନ୍ମଭୂମି ଅଓ୍ବଧପୁରୀର ଦିବ୍ୟ!-->…
ଅଯୋଧ୍ୟା ନଗରୀ ରାମମୟ
ଅଯୋଧ୍ୟା : ଅଯୋଧ୍ୟାରେ ନବ ନିର୍ମିତ ରାମ ମନ୍ଦିରରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ସବୁ ପ୍ରତୀକ୍ଷାର ଅନ୍ତ ହୋଇଛି। ଆଉ ମାତ୍ର କିଛି ସମୟ ପରେ ନିର୍ଦ୍ଧାରିତ କାର୍ୟ୍ୟସୂଚୀ ଅନୁସାରେ ରାମଲାଲାଙ୍କ ଏହି ଭବ୍ୟ ପ୍ରାଣ!-->…
ଦିବ୍ୟ ମୁହୂର୍ତ୍ତକୁ ଆପେକ୍ଷା, ଦିନ ୧୨.୨୦ଟାରୁ ପ୍ରାଣ ପ୍ରତିଷ୍ଠା ଉତ୍ସବ
ଅଯୋଧ୍ୟା: ଜନ୍ମଭୂମିରେ ବିରାଜିବେ ପ୍ରଭୁ ରାମଲାଲା । ମର୍ୟ୍ୟାଦା ପୁରୁଷୋତ୍ତଙ୍କୁ ବିଦ୍ୟ ରୂପକୁ ଦେଖିବାକୁ ବ୍ୟାକୁଳ ହେଲେଣି ଭକ୍ତ । ସଜେଇ ହୋଇଛି ଅଯୋଧ୍ୟ, ଦେଶରୁ ବିଦେଶ ସବୁଠି ରାମମୟ । ରାମଭକ୍ତଙ୍କ ପାଇଁ ଉପନୀତ!-->…
ସିରିଆରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ, ୫ ମୃତ
ନୂଆଦିଲ୍ଲୀ: ସିରିଆ ରାଜଧାନୀ ଦାମାସକସ୍ରେ ଇସ୍ରାଏଲର ବଡ ଧରଣର ଏୟାର ଷ୍ଟ୍ରାଇକ । ଶନିବାର ସିରିଆରେ ଥିବା ଇରାନ ପାରାମିଲିଟାରୀ ରିଭୋଲ୍ୟୁସନାରୀ ଗାର୍ଡର ୪ ମହଲା ବିଶିଷ୍ଟ ବିଲ୍ଡିଂ ଉପରେ ଆକ୍ରମଣ କରିଛି ଇସ୍ରାଏଲ । ଇରାନ!-->…
ମ୍ୟାଁମାର ସୀମାରେ ଲାଗିବ ତାରବାଡ଼ : ଶାହା
ନୂଆଦିଲ୍ଲୀ: ମ୍ୟାଁମାର ସହ ଲାଗିଥିବା ସୀମାରେ ଭାରତ ତରଫରୁ ଖୁବ୍ଶୀଘ୍ର ତାରବାଡ଼ ଲଗାଯିବ ବୋଲି ଘୋଷଣା କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। ଭାରତ ତରଫରୁ ବାଂଲାଦେଶ ସହ ଲାଗିଥିବା ସୀମାରେ ତାରବାଡ଼ ଲଗାଯାଇଥିବା ବେଳେ!-->…