THE BYAPINI
Browsing Category

ଦେଶ

ଦେଶରେ ବଢୁଛି ସଂକ୍ରମଣ..ଚିନ୍ତା ବଢାଉଛି ରାଜଧାନୀ

ଦେଶରେ ଲଗାତର ଭାବେ ଦୁଇ ହଜାର ଉପରେ ପ୍ରତିଦିନ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ୨ ହଜାର ତଳକୁ ସଂଖ୍ୟା କମିବାର ନାଁ ନେଉନି । ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୯୨୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩୨

ରଥ ଟଣା ବେଳେ ବିଦ୍ୟୁତ୍‌ ତାର ବାଜି ଚାଲିଗଲା ୧୦ ଜୀବନ

ତାମିଲନାଡୁ ତଞ୍ଜାଭୁରରେ ଅଭାବନୀୟ ଘଟଣା । ହାଇଭୋଲଟେଜ୍ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୧୦ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ୧୫ ଜଣ ଗୁରୁତର ଭାବେ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତାମିଲନାଡ଼ୁ ତାଞ୍ଜାଭୁର

ଚର୍ଚ୍ଚାରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ

ଚର୍ଚ୍ଚାରେ ଆନ୍ଧପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ରାଷ୍ଟପ୍ରତି, ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ଆଜି ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି । ଏହା ପୂର୍ବରୁ ସେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏନଭି ରମନ୍ନା,

କେଭିରେ ମାଗଣାରେ ପଢିବେ କୋଭିଡ ଅନାଥ

ଏଣିକି କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିବେ କୋଭିଡ ଅନାଥ । କେନ୍ଦ୍ରୀୟ ବିଦ୍ୟାଳୟରେ ସାଂସଦଙ୍କ କୋଟା ଉଚ୍ଛେଦ ପରେ ଲାଗୁ ହେଲା ନୂଆ ବ୍ୟବସ୍ଥା । ନୂଆ ବ୍ୟବସ୍ଥା ଅନୁଯାୟୀ, କରୋନା ମହାମାରୀ ଯୋଗୁଁ ଅନାଥ ହୋଇଥିବା ଶିଶୁଙ୍କୁ

୬ରୁ ୧୨ ବର୍ଷ ପିଲାଙ୍କୁ କୋଭାକ୍ସିନ ଟିକା

୬ରୁ ୧୨ ବର୍ଷ ପିଲାଙ୍କୁ ଦିଆଯିବ କୋଭାକ୍ସିନ ଟିକା । ୬ରୁ ୧୨ ବର୍ଷ ପିଲାଙ୍କୁ କୋଭାକ୍ସିନ ଟିକା ଦେବାକୁ ଡିସିଜିଆଇ ଅନୁମତି ଦେଇଛି । କୋଭାକ୍ସିନ ଟିକାର ଜରୁରୀ ବ୍ୟବହାର ପାଇଁ ଡିସିଜିଆଇ ଅନୁମତି ଦେଇଛି । କରୋନା ଏବେ କାୟା

ସପ୍ତାହକରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦୁଇ ଗୁଣ

ଦେଶରେ କରୋନା ସଂକମ୍ରଣ ଲଗାତର ୨ ହଜାର ଉପରେ ରହୁଛି ।। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସପ୍ତାହକରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଇଛି । ଏପ୍ରିଲ ୧୮ ରୁ ୨୪ ଭିତରେ ଦେଶରେ ୧୫ ହଜାର ୭୦୦ ନୂଆ ସଂକ୍ରମିତ ଚିହ୍ନଟ

ଜାମ୍ମୁ କାଶ୍ମୀରକୁ ମୋଦୀଙ୍କ ବଡ଼ ଭେଟି

ଜାମ୍ମୁ କାଶ୍ମୀରରୁ ଧାରା ୩୭୦ ହଟିବା ଏବଂ ରାଜ୍ୟ ମାନ୍ୟତା ହରାଇବା ପରେ ଏହା ହେଉଛି ମୋଦିଙ୍କ ପ୍ରଥମ ଜାମ୍ମୁ କାଶ୍ମୀର ଗସ୍ତ । ଜାତୀୟ ପଞ୍ଚାୟତିରାଜ ଦିବସ ଉପଲକ୍ଷେ ମୋଦୀ ଜାମ୍ମୁ କାଶ୍ମୀରର ପାଲ୍ଲି ପଞ୍ଚାୟତରୁ ଦେଶବ୍ୟାପୀ

ମୋଦୀଙ୍କ ଗସ୍ତ ପୂର୍ବରୁ ଜମ୍ମୁରେ ବିସ୍ଫୋରଣ

ମୋଦୀଙ୍କ ଗସ୍ତ ପୂର୍ବରୁ ଜମ୍ମୁରେ ବିସ୍ଫୋରଣ । ୩୭୦ ଅନୁଚ୍ଛେଦ ହଟିବା ପରେ ପ୍ରଥମ ଥର ଜମ୍ମୁ-କାଶ୍ମୀର ଗସ୍ତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ହେଲେ ତାଙ୍କ ଗସ୍ତ ପୂର୍ବରୁ ଏଠାରେ ଏକ ଇଲାକାରେ ବିସ୍ଫୋରଣ ହୋଇଛି ।

ଦେଶରେ ବଢ଼ୁଛି କରୋନା ସଂକ୍ରମଣ

ଦେଶରେ ବଢି ଚାଲିଛି କରୋନା ସଂକ୍ରମଣ । ଆଜି ପଂଚମ ଦିନରେ ୨ ହଜାର ଉପରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨ ହଜାର ୫୯୩ ଜଣ ଆକ୍ରାନ୍ତ । ଦିନକରେ ୪୪ ଜଣଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ

ଦେଶରେ ୨୪ ଘଂଟାରେ ୧୨୪୭ ଆକ୍ରାନ୍ତ ଚିହ୍ନଟ

ଦେଶରେ ଗତ ୨୪ ଘଂଟାରେ ୧୨୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ତୁଳନାରେ ୯୩୬ କମ୍ ମାମଲା ଆସିଛି । ଗତକାଲି ଗୋଟିଏ ଦିନରେ ୨ ହଜାର ୧୮୩ ପଜିଟିଭ୍ ହୋଇଥିଲେ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍