THE BYAPINI
Browsing Category

ଦେଶ

ଆଜିଠୁ ଅନ୍ତର୍ଜାତୀୟ ବିମାନ ଚଳାଚଳ ଆରମ୍ଭ

ଭାରତରେ ଆଜିଠୁ ଅନ୍ତର୍ଜାତୀୟ ବିମାନ ଚଳାଚଳ ଆରମ୍ଭ । କରୋନା କଟକଣା ଯୋଗୁଁ ଅନ୍ତର୍ଜାତୀୟ ବିମାନ ଚଳାଚଳ ଉପରେ ଲାଗିଥିବା କଟକଣା ଆଜିଠୁ ହଟିଛି । କରୋନା ସଂକ୍ରମଣ କମିବା ପରେ କେନ୍ଦ୍ର ସରକାର ଇଣ୍ଟରନ୍ୟାସନାଲ ଫ୍ଲାଇଟ୍ ଚଳାଚଳ

ତେଲ ଦର ବୃଦ୍ଧିରେ ଲାଗୁନି ବ୍ରେକ୍

ରାଜ୍ୟରେ ଉପର ମୁହାଁ ତେଲଦର ।ଗାତାର ୧୩୭ ଦିନ ଧରି ଦେଶରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିବା ପରେ ପୁଣି ମାର୍ଚ୍ଚ ୨୨ ତାରିଖରୁ ମୂଲ୍ୟବୃଦ୍ଧି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ରବିବାର ପଞ୍ଚମ ଦିନ ପେଟ୍ରୋଲ ୫୦ ପଇସା ଓ

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର । ଗତ ୪ ଦିନ ମଧ୍ୟରେ ତୃତୀୟ ଥର ଦର ବୃଦ୍ଧି ହୋଇଛି । ଦିଲ୍ଲୀରେ ଲିଟର ପିଛା ୮୦ ପଇସା ଲେଖାଏଁ ମହଙ୍ଗା ହୋଇଛି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ୮୬ ଓ ଡିଜେଲରେ ୮୫ ପଇସା ବୃଦ୍ଧି ହୋଇଛି ।

ଆଜି ଶପଥ ନେବେ ଯୋଗୀ

ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିବେ ଯୋଗୀ ଆଦିତ୍ୟନାଥ । ଲକ୍ଷ୍ନୌର ଏକନା ଷ୍ଟାଡିୟମରେ ଏହି ଶପଥ ସମାରୋହ ଅନୁଷ୍ଠିତ ହେବ । ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମିଲ ହେବାର

ଗୋଦାମରେ ନିଆଁ, ୧୧ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦର ଏକ କବାଡିଆ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ୧୧ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେଠାରୁ ଜଣେ ବ୍ୟକ୍ତିଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି

ପୁଣି ବଢିଲା ତେଲ ଦର

ଲଗାତାର ଦ୍ୱିତୀୟ ଦିନ ପାଇଁ ପୁଣି ବଢିଲା ତେଲ ଦର । ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୦ ପଇସା ଲେଖାଏଁ ବୃଦ୍ଧି ପାଇଛି । ମଙ୍ଗଳବାର ପ୍ରାୟ ୪ମାସ ବିରତି ପରେ ପେଟ୍ରୋଲ, ଡିଜେଲ ଓ ଏଲପିଜି ଦର ବୃଦ୍ଧି ପାଇଥିଲା ।ଆନ୍ତର୍ଜାତିକ

ମହଙ୍ଗା ହେଲା ଘରୋଇ ସିଲିଣ୍ଡର

ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧିର ପ୍ରଭାବ ବର୍ତ୍ତମାନ ଘରୋଇ ସ୍ତରରେ ଦେଖାଯାଉଛି । ଗ୍ରାହକଙ୍କୁ ପୁଣିଥରେ ଲାଗିବାକୁ ଯାଉଛି ଝଟକା । ଆଜିଠାରୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ହୋଇଛି । ସିଲିଣ୍ଡର ପିଛା ୫୦ ଟଙ୍କା

ବଢିଲା ପେଟ୍ରୋଲ ଓ ଡିଜେଲ ଦର

ନିର୍ବାଚନ ପରେ ତେଲ ଦରରେ ଲାଗିଲା ନିଆଁ । ଦୀର୍ଘ ୪ ମାସ ପରେ ବଢିଛି ପେଟ୍ରୋଲ ଓ ଡିଜେଲ ଦର । ଉଭୟ ତେଲର ଲିଟର ପିଛା ଦାମ୍ ସର୍ବଭାରତୀୟ ସ୍ତରରେ ୮୦ ପଇସା ବୃଦ୍ଧି ପାଇଛି । ୟୁକ୍ରେନ ଉପରେ ରୁଷ ଆକ୍ରମଣ ଯୋଗୁଁ ଅଶୋଧିତ

ପରାଜୟ ପରେ ଇସ୍ତଫା ଦେଲେ ସିଦ୍ଧୁ

ଇସ୍ତଫା ଦେଲେ ସିଦ୍ଧୁ । ପଞ୍ଜାବ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଂ ସିଦ୍ଧୁ ଇସ୍ତଫା ଦେଇଛନ୍ତି । ନବଜୋତ ସିଂ ସିଦ୍ଧୁ ଟ୍ୱିଟ୍ କରି ଇସ୍ତଫା ସମ୍ପର୍କରେ ସୂଚନା ଦେଇଛନ୍ତି ।

ଆଜିଠୁ ପଞ୍ଜାବରେ ‘ଆପ୍’ସରକାର

ଆଜିଠୁ ପଞ୍ଜାବରେ ଆପ୍ ସରକାର । ପଞ୍ଜାବରେ ବିପୁଳ ବିଜୟ ପରେ ସରକାର ଗଠନ କରିବାକୁ ଯାଉଛି ଆମ ଆଦମୀ ପାର୍ଟି । ପଂଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ଆମ ଆଦମୀ ପାର୍ଟିର ଭଗବନ୍ତ ମାନ ।ଦିନ ସାଢେ ୧୨ଟାରେ ପଞ୍ଜାବର