Browsing Category
ଦେଶ
କରୋନାରୁ ସୁସ୍ଥ ହେବାର ୩ ମାସ ପରେ ତୃତୀୟ ଡୋଜ୍
କରୋନାରୁ ସୁସ୍ଥ ହେବାର ତିନି ମାସ ପରେ ନେଇପାରିବେ ପ୍ରିକସନ୍ ଡୋଜ୍ । କରୋନା ଟିକା ସହ ପ୍ରିକସନ୍ ଡୋଜ୍ ନେଇପାରିବେ । ଏନେଇ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖିଛି ଏନଏଚଏମ୍ ବା ଜାତୀୟ ସ୍ୱାସ୍ଥ୍ୟ ମିଶନ ।
!-->!-->!-->…
୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୭ ମୃତ
ମୁମ୍ବାଇର ଭାଟିଆ ହସପିଟାଲ ନିକଟରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗୋଆଲିଆ ଟ୍ୟାଙ୍କ ଏରିଆରେ ଥିବା କମଲା ବିଲଡିଂରେ ଏହି ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ମୁମ୍ବାଇର!-->…
ରାଜ୍ୟରେ ତଳମୁହାଁ ସଂକ୍ରମଣ..ଦେଶରେ କିନ୍ତୁ ସ୍ଥିତି ଅଣାୟତ୍ତ
ରାଜ୍ୟରେ ତଳମୁହାଁ ହେଉଛି ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮, ୮୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୫୧୨୮ ଓ ଲୋକାଲ୍ କେସ୍ ୩୭୧୭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ!-->…
ଦେଶରେ ଦିନକରେ ୩ ଲକ୍ଷ ୪୭ ହଜାରରୁ ଅଧିକ ଆକ୍ରାନ୍ତ
ଦେଶରେ ପୁଣି କରୋନା ବିସ୍ଫୋରଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୪୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୦୩ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ!-->…
ମଝି ଆକାଶରେ ବର୍ତ୍ତିଗଲା ବିମାନ,ସାମନାକୁ ଆସିଲା ସତ
ମଝି ଆକାଶରେ ବର୍ତ୍ତିଗଲା ଭୁବନେଶ୍ୱର ବିମାନ । ଜାନୁଆରୀ ୭ ତାରିଖରେ ବେଙ୍ଗାଲୁରୁର ମଝି ଆକାଶରେ ଦୁଇଟି ବିମାନ ମୁହାଁମୁହିଁ ପରିସ୍ଥିତିକୁ ଚାଲି ଆସିଥିଲେ । କିଭଳି ଦୁର୍ଘଟଣାରୁ ବିମାନଟି ଅଳ୍ପକେ ବର୍ତ୍ତିଯାଇଥିଲା, ତାର ସତ ଏବେ!-->…
ଦେଶରେ ୩ ଲକ୍ଷ ଟପିଲା ସଂକ୍ରମଣ..ରାଜ୍ୟରେ ଆଜି ସାମାନ୍ୟ କମିଲା ସଂଖ୍ୟା
ଦେଶରେ ୮ ମାସ ପରେ ୩ ଲକ୍ଷ ପାର କରିଛି ସଂକ୍ରମଣ । ବୁଧବାର ୩ ଲକ୍ଷରୁ ଅଧିକ ପଜିଟିଭ ମାମଲା ସାମନାକୁ ଆସିଛି। ଦେଶରେ ଦିନକରେ ୩,୧୭,୫୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ପୂର୍ବରୁ ଗତ ୧୫ ମେ’ରେ ୩ ଲକ୍ଷରୁ ଅଧିକ ମାମଲା!-->…
ଉପରମୁହାଁ କରୋନା ଗ୍ରାଫ୍
ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୬୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୯୯୧ ଜଣ ଅଛନ୍ତି। ୧୧,୬୦୭ ଜଣଙ୍କ ମଧ୍ୟରୁ ୬୭୨୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୮୪୭୯ ଟି ହେଉଛି!-->…
ଭଗୱନ୍ତ ମାନ୍ ଆପର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
ଭଗୱନ୍ତ ମାନ୍ ହେବେ ପଞ୍ଜାବରେ ଆପର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ଏନେଇ ଘୋଷଣା କରିଛନ୍ତି । ପବ୍ଲିକ୍ ଭୋଟିଂ ଅନୁସାରେ ଏହି ନିଷ୍ପତ୍ତି ନିଆଯାଇଥିବା!-->…
ଦେଶରେ ତଳମୁହାଁ କରୋନା ଗ୍ରାଫ..ରାଜ୍ୟରେ ୧୧ ହଜାର ଉପରେ
ରାଜ୍ୟରେ ଦିନକରେ ୧୧,୦୮୬ ପଜିଟିଭ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୬୪୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୬୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୬୧ ଜଣ ୧୮ ବର୍ଷରୁ କମ୍ ବୟସର!-->…
ଅଲଗା ହେଲେ ଧନୁଷ ଓ ଐଶ୍ୱର୍ୟ୍ୟା
ବିବାହର ୧୮ବର୍ଷ ପରେ ଅଲଗା ହେଲେ ତାମିଲ୍ ସୁପରଷ୍ଟାର ଧନୁଷ ଓ ଐଶ୍ୱର୍ୟ୍ୟା ରଜନୀକାନ୍ତ । ଉଭୟ ପରସ୍ପରଠାରୁ ଅଲଗା ରହିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ସୋସିଆଲ ମିଡିଆରେ ପୋଷ୍ଟ କରି ଧନୁଷ ଏହି ସୂଚନା ଦେଇଛନ୍ତି । ଏହି ଖବର!-->…