Browsing Category
ଦେଶ
ଶୀତ ଅଧିବେଶନ ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ
ସୋମବାରଠୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଏହା ପୂର୍ବରୁ ଆଜି ବସୁଛି ସର୍ବଦଳୀୟ ବୈଠକ । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଅନ୍ୟ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ରହିବେ ବୋଲି ସୂଚନା ରହିଛି ।ଚଳିତ!-->…
ଚିନ୍ତା ବଢାଇଲା କରୋନାର ନୂଆ ଭ୍ୟାରିଆଣ୍ଟ
ପୁଣି ଚିନ୍ତା ବଢାଇଲା କରୋନାର ନୂଆ ଭ୍ୟାରିଆଣ୍ଟ । କରୋନାର ନୂଆ ପ୍ରଜାତି ଏବେ ପୁରା ଦୁନିଆଁରେ ବଢୁଥିବାରୁ ଏହାକୁ ନେଇ ଭାରତରେ ମଧ୍ୟ ଏକ ପ୍ରକାର ଭୟ ଦେଖାଦେଇଛି । ଏପରି ସ୍ଥିତିରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ!-->…
ଆଜି କେନ୍ଦ୍ର କ୍ୟାବିନେଟ ବୈଠକ
ଆଜି କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ତ୍ସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ଅନେକ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମୋହର ବାଜିବ । ଯେଉଁଥିରେ ରଦ୍ଦ ହେବାକୁ ଥିବା!-->…
ଆଜି ରାଜସ୍ଥାନର ନୂଆ ମନ୍ତ୍ରୀ ନେଇପାରନ୍ତି ଶପଥ
ଆଜି ରାଜସ୍ଥାନର ନୂଆ ମନ୍ତ୍ରୀ ନେଇପାରନ୍ତି ଶପଥ । ରାଜସ୍ଥାନରେ କ୍ଷମତାସୀନ କଂଗ୍ରେସ ସରକାର ନୂଆ ମନ୍ତ୍ରିମଣ୍ଡଳ ଗଠନ କରିବ । ଏହାପୂର୍ବରୁ ଶନିବାର ଯୋଜନା ମୁତାବକ ରାଜ୍ୟର ସବୁ ମନ୍ତ୍ରୀ ନିଜ ନିଜ ପଦରୁ ଇସ୍ତଫା ଦେଇଛନ୍ତି ।!-->…
ପ୍ରତ୍ୟାହାର ହେଲା ୩ ନୂଆ କୃଷି ଆଇନ
୩ ନୂଆ କୃଷି ଆଇନ ପ୍ରତ୍ୟାହାର । ଗୁରୁ ନାନକ ଜୟନ୍ତୀରେ ବଡ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶବାସୀଙ୍କୁ ସମ୍ୱୋଧନ ବେଳେ ୩ ନୂଆ କୃଷି ଆଇନ ପ୍ରତ୍ୟାହାର ନେଇ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ସେ!-->…
ଦିଲ୍ଲୀରେ ପ୍ରଦୂଷଣ ନେଇ ସୁପ୍ରିମକୋର୍ଟଙ୍କ ଉଦବେଗ
ଦିଲ୍ଲୀରେ ବାୟୁ ପ୍ରଦୂଷଣ ନେଇ ଉଦବେଗ ପ୍ରକାଶ କଲେ ସୁପ୍ରମିକୋର୍ଟ । ଦିଲ୍ଲୀ ସରକାରଙ୍କ ଉପରେ ବର୍ଷିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ବ୍ୟାନ୍ ପରେ ବି ଦୀପାବଳିରେ କିପରି ବାଣ ଫୁଟିଲା ବୋଲି ପ୍ରଶ୍ନ କରିଛନ୍ତି । ଏହା ସହ ପ୍ରଦୂଷଣ!-->…
ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ଦିଲ୍ଲୀରେ ସ୍କୁଲ,କଲେଜ ବନ୍ଦ
ଦିଲ୍ଲୀରେ ଚିନ୍ତା ବଢ଼ାଇଲା ପ୍ରଦୂଷଣ । ପରବର୍ତୀ ନିର୍ଦ୍ଦେଶ ପର୍ୟ୍ୟନ୍ତ ବନ୍ଦ ରହିବ ସମସ୍ତ ସ୍କୁଲ, କଲେଜ । ଏନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କମିଶନ ଫର ଏୟାର କ୍ୱାଲିଟି ମ୍ୟାନେଜମେଂଟ । ଳରେ ଏବେ କୋଭିଡ୍ ସମୟ!-->…
ପୂର୍ବାଞ୍ଚଳ ଏକ୍ସପ୍ରେସ ୱେର ଉଦଘାଟନ
ପୂର୍ବାଞ୍ଚଳ ଏକ୍ସପ୍ରେସ ୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପୂର୍ବାଞ୍ଚଳ ଏକ୍ସପ୍ରେସେ ଓ୍ୱର ଲୋକାର୍ପଣ ଉତ୍ସବରେ ଆୟୋଜିତ ଏୟାର ଶୋ ବେଳେ ଏକ୍ସପ୍ରେସ୍ ୱେରେ ଲ୍ୟାଣ୍ଡ କରିଛି ଯୁଦ୍ଧ ବିମାନ । ଏହି ଏକ୍ସପ୍ରେସ!-->…
ଦିଲ୍ଲୀ: ପ୍ରଦୂଷଣ ରୋକିବାକୁ ପଦକ୍ଷେପ
ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଆକ୍ସନରେ ଦିଲ୍ଲୀ ସରକାର । ବାୟୁ ପ୍ରଦୂଷଣ ଯୋଗୁ ରାଜଧାନୀର ସମସ୍ତ ସ୍କୁଲ ଏକ ସପ୍ତାହ ପର୍ୟ୍ୟନ୍ତ ବନ୍ଦ । ସପ୍ତାହେ ସରକାରୀ କର୍ମଚାରୀ ଅଫିସ୍ ଯିବେ ନାହିଁ । ସରକାରୀ କାମ ଘରୁ କରିବାକୁ!-->…
୨୬ ମାଓବାଦୀ ମୃତ
ମହାରାଷ୍ଟ୍ର ଗଡଚିରୋଲିରେ ଏନକାଉଣ୍ଟରରେ ୨୬ ମାଓବାଦୀ ମୃତ । ମହାରାଷ୍ଟ୍ର ପୋଲିସର ସି-୬୦ ୟୁନିଟ୍ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ୨୬ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଅନ୍ୟପଟେ ୪ ଯବାନ ଆହତ ହୋଇଛନ୍ତି। ଗୁଳିବିନିମୟ!-->…