THE BYAPINI
Browsing Category

ଦେଶ

‘ଫୋର୍ବସ’ ତାଲିକାରେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବିଶ୍ୱର ସବୁଠାରୁ କ୍ଷମତାଶାଳୀ ମହିଳାଙ୍କ ଫୋର୍ବସ ତାଲିକାରେ ୩୨ ତମ ସ୍ଥାନରେ ରହିଛନ୍ତି। ଯେଉଁଥିରେ ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ ଏବଂ ସଙ୍ଗୀତକାର

ଶପଥ ନେଲେ ରେବନ୍ତ ରେଡ୍ଡି

ନୂଆଦିଲ୍ଲୀ: ତେଲେଙ୍ଗାନାରେ ଆରମ୍ଭ ହେଲା ରେବନ୍ତ ସରକାର ରାଜ୍ । ସେଥିପାଇଁ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ରେବନ୍ତ ରେଡ୍ଡି । କଂଗ୍ରେସର ଶୀର୍ଷ ନେତୃତ୍ୱଙ୍କ ଉପସ୍ଥିତିରେ ଶପଥ ନେଇଥିଲେ ରେବନ୍ତ ।

ଓଡ଼ିଶାରେ ଏବେ ନାହିଁ ପିଏମ ମିତ୍ର ପାର୍କ ସ୍ଥାପନ ଯୋଜନା

ନୂଆଦିଲ୍ଲୀ: ଓଡ଼ିଶାରେ ଏବେ ପିଏମ ମିତ୍ର ପାର୍କ ସ୍ଥାପନ ନେଇ ଯୋଜନା ନ ଥିବା ଜଣାପଡିଛି। ଆଜି ଲୋକସଭାରେ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ଅନ୍ୟମାନଙ୍କ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଦର୍ଶନା

ଦିଲ୍ଲୀରେ ବସିଛି ବିଜେପି ସଂସଦୀୟ ଦଳ ବୈଠକ

ନୂଆଦିଲ୍ଲୀ: ୩ ରାଜ୍ୟରେ ବିପୁଳ ବିଜୟ ପରେ ସେଠାରେ କିଏ ହେବ ମୁଖ୍ୟମନ୍ତ୍ରୀ, ସେନେଇ ଲାଗି ରହିଛି ସସପେନ୍ସ । ଏହାରି ଭିତରେ ଆଜି(ଗୁରୁବାର) ଦିଲ୍ଲୀରେ ବିଜେପିର ଗୁରୁତ୍ବପୂର୍ଣ୍ଣ ସଂସଦୀୟ ଦଳ ବୈଠକ ବସିଛି । ଏଥିରେ

ନେହରୁ ପିଓକେ ପାଇଁ ଦାୟୀ: ଅମିତ ଶାହ

ନୂଆଦିଲ୍ଲୀ: ପାକିସ୍ତାନ ଅଧିକୃତ କଶ୍ମୀର ପ୍ରସଙ୍ଗରେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହରୁଙ୍କୁ ଦାୟୀ କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଲୋକସଭାରେ ଜମ୍ମୁ-କଶ୍ମୀର ସଂଶୋଧନ ବିଲ୍ ଓ

ସବୁ ଶନିବାର ବ୍ୟାଙ୍କ ଛୁଟି ଘୋଷଣା ଉପରେ ନିଷ୍ପତ୍ତି ନେଇପାରନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ : ରାଷ୍ଟ୍ରାୟତ୍ତ ବ୍ୟାଙ୍କ କର୍ମଚାରୀଙ୍କ ପାଇଁ ଖୁବଶୀଘ୍ର ଆସୁଛି ଏକ ବଡ଼ ଖୁସି ଖବର। ଏଣିକି ସପ୍ତାହରେ ଦୁଇ ଦିନ ବନ୍ଦ ରହିବ ବ୍ୟାଙ୍କ। କେନ୍ଦ୍ର ସରକାର ସବୁ ଶନିବାର ବ୍ୟାଙ୍କ ଛୁଟି ଘୋଷଣା ଉପରେ ନିଷ୍ପତ୍ତି

ଶୀତକାଳୀନ ଅଧିବେଶନବେଳେ ବିଦେଶ ଗସ୍ତରେ ଯିବେ ରାହୁଲ

ନୂଆଦିଲ୍ଲୀ: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଡିସେମ୍ବର ୯ରୁ ଡିସେମ୍ବର ୧୪ ପର୍ୟ୍ୟନ୍ତ ଇଣ୍ଡୋନେସିଆ ସମେତ ଚାରିଟି ଦେଶ ଗସ୍ତ କରିବେ। ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ସେ ବିଦେଶ ଗସ୍ତ କରିବେ। କେବଳ ଏତିକି

୧୩ରେ ସଂସଦ ଉପରେ ଆକ୍ରମଣ ଧମକ ଦେଲା ପନ୍ନୁ

ନୂଆଦିଲ୍ଲୀ: ଭାରତକୁ ପୁଣି ଧମକ ଦେଲା ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁ । ବର୍ତ୍ତମାନ ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବା ବେଳେ ସଂସଦ ଭବନ ଉପରେ ଆକ୍ରମଣ କରିବାକୁ ସେ ନୂଆ ଧମକପୂର୍ଣ୍ଣ ଭିଡିଓ ଜାରି କରିଛି ।

ପରାଜୟ ପାଇଁ ଇଭିଏମ ଦାୟୀ: କଂଗ୍ରେସ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ, ଛତିଶଗଡ, ରାଜସ୍ଥାନରେ କଂଗ୍ରେସ ପରାଜିତ ହୋଇଛି । ବିଧାନସଭା ନିର୍ବାଚନରେ ହାରିବା ପରେ ଇଭିଏମ୍ ମେସିନକୁ ଦାୟୀ କରିଛି କଂଗ୍ରେସ । ପ୍ରଥମେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଓ ପରେ କମଲନାଥ

ଓଡ଼ିଶା ମାଗିଲା ଆଦିବାସୀ ହକ୍, ସଂସଦରେ ପ୍ରସଙ୍ଗ ଉଠାଇଲେ ସସ୍ମିତ

ଭୁବନେଶ୍ୱର : ଓଡ଼ିଶା ମାଗିଲା ଆଦିବାସୀ ହକ୍ । ସଂସଦରେ ବିଜେଡି ସାଂସଦ ସସ୍ମିତ ପାତ୍ର ଓଡ଼ିଶା ଆଦିବାସୀଙ୍କ ସ୍ବାର୍ଥ ସଂପର୍କିତ ବିଭିନ୍ନ ଦାବି ଉଠାଇଛନ୍ତି। କେନ୍ଦ୍ର ସରକାରଙ୍କ ନିକଟରେ ଏସବୁ ଦାବି ଦୀର୍ଘ ଦିନ ଧରି