THE BYAPINI
Browsing Category

ନେତା

କଂଗ୍ରେସ ସହ ଥିଲି, ଅଛି ଏବଂ ରହିବି:ମୋକିମ

ଭୁବନେଶ୍ୱର: କଂଗ୍ରେସ ସହ ଥିଲି, ଅଛି ଏବଂ ରହିବି । ଦଳ ଯାହା ଦାୟିତ୍ୱ ଦେବ ନିର୍ବାହ କରିବି । ମୁଁ କଂଗ୍ରେସ ବିରୁଦ୍ଧରେ ନଥିଲି, କେବେ ଦଳ ବିରୁଦ୍ଧରେ ମୁହଁ ଖୋଲିନଥିଲି । ଆଜି ନିଲମ୍ବନ ହଟିବା ପରେ ଏଭଳି କହିଛନ୍ତି

ଉଠିଲା ନିଲମ୍ବନ

ଭୁବନେଶ୍ୱର: ଆଗକୁ ସାଧାରଣ ନିର୍ବାଚନ । ଏହା ପୂର୍ବରୁ ରାଜ୍ୟ କଂଗ୍ରେସ ଏବେ ନିଜର ଘର ସଜାଡ଼ିବାରେ ଲାଗିଛି । ଏହି କ୍ରମରେ ଆଜି କଂଗ୍ରେସ ପକ୍ଷରୁ ଦୁଇ ବରିଷ୍ଠ ନେତାଙ୍କ ଉପରୁ ଲଗାଯାଇଥିବା ନିଲମ୍ବନ ଆଦେଶକୁ ହଟାଇଦେଇଛି ।

ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ୪ଟା ୫୦ରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ଯାଇ ଶ୍ରୀସେତୁ ନିକଟ ହେଲିପ୍ୟାଡରେ ଅବତରଣ କରିବେ । ଏହି ଅବସରରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବେ ।

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ କଟାକ୍ଷ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଆସିଥିବା ଆଡମିଟ କାର୍ଡରେ ”ମାହାଲ ମାଣ୍ଡା” ନାଁ ଆସିବା ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଲାଗି ରହିଛି। ଏହାପରେ ପରୀକ୍ଷାର୍ଥୀମାନେ ଓଡ଼ିଶା ପ୍ରାଥମିକ ଶିକ୍ଷା କାର୍ୟ୍ୟକ୍ରମ

ସବୁ ଜାଣି ଅଜଣା ହେବାର ନାଟକ କରୁଛନ୍ତି କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର : ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ସବୁ ଜାଣି ଅଜଣା ହେବାର ନାଟକ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ର ସରକାରଙ୍କ ମିନି ରତ୍ନ ସଂସ୍ଥା କରିଛି ଶିକ୍ଷକ ନିଯୁକ୍ତି। ଟୁଇଟ୍‍ ଜରିଆରେ

ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ୟ୍ୟାୟର ତୃତୀୟ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୁରଭଞ୍ଜ, ସମ୍ବଲପୁର, ନୂଆପଡା, ରାୟଗଡ ଓ ବଲାଙ୍ଗିର ଆଦି ୫ଟି ଜିଲ୍ଲାର ୩୬୧ଟି ରୂପାନ୍ତରିତ

ସରକାରୀ ବଙ୍ଗଳା ଖାଲି କଲେ ମହୁଆ

ନୂଆଦିଲ୍ଲୀ: ଟଙ୍କା ନେଇ ପ୍ରଶ୍ନ ପଚାରିବା ମାମଲାରେ ଲୋକ ସଭାରୁ ବହିଷ୍କୃତ ହୋଇଥିବା ଏମ୍‌ପି ମହୁଆ ମୋଇତ୍ରାଙ୍କୁ ଶେଷରେ ସରକାରୀ ବଙ୍ଗଳା ଖାଲି କରିବାକୁ ପଡିଛି। ଦୁଇ ଦିନ ପୂର୍ବେ ବଙ୍ଗଳା ଖାଲି କରିବାକୁ ପୁଣି ଥରେ ମହୁଆକୁ

ବିଭିନ୍ନ ମୋର୍ଚ୍ଚାର ପ୍ରଭାରୀଙ୍କ ନାମ ଘୋଷଣା କଲା ରାଜ୍ୟ ବିଜେପି

ଭୁବନେଶ୍ୱର:  ରାଜ୍ୟ ବିଜେପିର ବିଭିନ୍ନ ମୋର୍ଚ୍ଚା ପ୍ରଭାରୀଙ୍କ ନାମ  ଘୋଷଣା କରାଯାଇଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ସେମାନଙ୍କ ନାମ ଘୋଷଣା କରାଯାଇଛି।ବିରଞ୍ଚି ନାରାୟଣ ତ୍ରିପାଠୀଙ୍କୁ ଯୁବ

୨୧ ଲୋକସଭା ପାଇଁ ସଂଯୋଜକଙ୍କୁ ନିଯୁକ୍ତି ଦେଲା କଂଗ୍ରେସ

ଭୁବନେଶ୍ୱର:  ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ରାଜ୍ୟର ସମସ୍ତ ଲୋକସଭା ଆସନ ପାଇଁ ୨୧ଜଣ ଦଳୀୟ ନେତାଙ୍କୁ ସଂଯୋଜକଙ୍କୁ ନିଯୁକ୍ତି ଦେଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସୁପାରିଶ ଓ ନବନିଯୁକ୍ତ ଓଡ଼ିଶା

୨୧ରୁ ଓଡ଼ିଶା ଆସୁଛନ୍ତି କଂଗ୍ରେସ ପ୍ରଭାରୀ

ଭୁବନେଶ୍ୱର: ଦାୟିତ୍ୱ ନେବା ପରେ ଦ୍ୱିତୀୟ ଥର ପାଇଁ ଓଡ଼ିଶା ଗସ୍ତରେ ଆସିବେ ନବ ନିଯୁକ୍ତ କଂଗ୍ରେସ ପ୍ରଭାରୀ ପ୍ରଭାରୀ ଡ଼ ଅଜୟ କୁମାର । ଆସନ୍ତା ୨୧ ତାରିଖରେ ସେ ଆସିବା ନେଇ ସୂଚନା ରହିଛି । ୨୧ରୁ ୨୮ ତାରିଖ