THE BYAPINI
Browsing Category

ନେତା

ଫାରୁକ ଅବଦୁଲ୍ଲାଙ୍କୁ ଇଡିର ସମନ୍

ନୂଆଦିଲ୍ଲୀ: ନ୍ୟାଶନାଲ କନଫରେନ୍ସର ମୁଖ୍ୟ ତଥା ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କୁ ସମନ୍ କରିଛି ଇଡି । ଜମ୍ମୁ ଓ କଶ୍ମୀର କ୍ରିକେଟ ଆସୋସିଏସନର ଟଙ୍କା ହେରଫେର ମାମଲାରେ ତାଙ୍କୁ ଆଜି ହାଜର

୭ଟି ଜିଲ୍ଲାରେ ପ୍ରତିଷ୍ଠା ହେବ ୧୪ ପ୍ରକଳ୍ପ

ଭୁବନେଶ୍ବର: ୧୨୭ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୧୭୧୩ ଦଶମିକ ୬୫ କୋଟି ଟଙ୍କାର ୧୪ଟି ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଧାତବ କ୍ଷେତ୍ର ଉପରେ ନିର୍ଭର କରୁଥିବା ଆନୁଷଙ୍ଗିକ ଶିଳ୍ପ, ଶକ୍ତି,

ଜଗତସିଂହପୁର ଜିଲ୍ଲା ପାଇଁ ପର୍ୟ୍ୟବେକ୍ଷକଙ୍କୁ ନିଯୁକ୍ତ କଲା ବିଜେଡି

ଭୁବନେଶ୍ବର: ବିଜୁ ଜନତା ଦଳ ଜଗତସିଂହପୁର ଜିଲ୍ଲା ପାଇଁ ସହ ପର୍ୟ୍ୟବେକ୍ଷକ ଓ ନିର୍ବାଚନ ମଣ୍ଡଳୀ ପାଇଁ ପର୍ୟ୍ୟବେକ୍ଷକଙ୍କୁ ନିଯୁକ୍ତ କରିଛି।  ଗିରୀଶ ଚନ୍ଦ୍ର ଦାସଙ୍କୁ ଜିଲ୍ଲା ସହ-ପର୍ୟ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଥିବା ବେଳ

ପରଲୋକରେ ଆଳିର ପୂର୍ବତନ ବିଧାୟିକା

ଆଳି : ପରଲୋକରେ ଆଳିର ପୂର୍ବତନ ବିଧାୟିକା ତଥା ଶିଳ୍ପମନ୍ତ୍ରୀ ପ୍ରତାପ ଦେବଙ୍କ ମାଆ ସୁଶ୍ରୀ ଦେବୀ। ୭୩ ବର୍ଷ ବୟସରେ ଆଜି କଟକ ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି। ୧୦ ଅକ୍ଟୋବର ୧୯୫୦ରେ ଜନ୍ମ ଗ୍ରହଣ କରିଥିବା ସୁଶ୍ରୀ

୫୧୨ଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟ ସରକାର ୫୧୨ ନୂଆ ସହକାରୀ ପ୍ରଫେସର, ସହକାରୀ ଟ୍ରେନିଂ ଅଫିସର, କନିଷ୍ଠ ସହକାରୀ ଅଧିକାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଚ୍ଚଶିକ୍ଷା ବିଭାଗରେ ୧୫୮ ଜଣ ସହକାରୀ

ମାଲକାନଗିରି ବିମାନ ବନ୍ଦର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି: ଆଜିଠୁ ମାଲକାନଗିରିରୁ ଆରମ୍ଭ ହୋଇଛି ବିମାନ ସେବା । ଆଜି ନୂଆ ବିମାନବନ୍ଦରର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହିତ ଆକାଶ ମାର୍ଗରେ ମାଲକାନିଗିରି ମାଟିରୁ ବିକାଶର ଉଡାଣ ଆରମ୍ଭ

୯ ବିଧାୟକଙ୍କୁ ଟିକେଟ ମିଳିବା ନିଶ୍ଚିତ:ତାରା ବାହିନୀପତି

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପୂର୍ବରୁ କଂଗ୍ରେସ ବିଧାୟକ ତାରା ବାହିନୀପତି ବଡ ବୟାନ ଦେଇଛନ୍ତି । ତାରା କହିଛନ୍ତି, ୨୦୨୪ ନିର୍ବାଚନ ପାଇଁ କଂଗ୍ରେସର ୬୦ରୁ ୭୦ ଟିକେଟ ଫାଇନାଲ ହୋଇସାରିଛି । ୯ ଜଣ ବିଧାୟକଙ୍କୁ ଟିକେଟ ମିଳିବା

ନବରଙ୍ଗପୁର ରାଇଘର ଗସ୍ତରେ ପାଣ୍ଡିଆନ୍‌

ଉମରକୋଟ: 5T ତଥା ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ନବରଙ୍ଗପୁର ଜିଲ୍ଲାର ରାଇଘର ଗସ୍ତରେ ଯିବେ। ପାଣ୍ଡିଆନ୍ ଦିନ ପ୍ରାୟ ୧୨ଟା ୪୫ ମିନିଟରେ ହେଲିକେପ୍ଟର୍ ଯୋଗେ ରାଇଘର ମିନି ଷ୍ଟାଡିଅମ ଠାରେ

ବିଜେଡି ଛାଡ଼ିଲେ ବଳଭଦ୍ର ମାଝୀ

ଭୁବନେଶ୍ୱର: ବିଜେଡିକୁ ବାଏ ବାଏ । ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ । ସେ ହେଉଛନ୍ତି ବଳଭଦ୍ର ମାଝୀ । ଶ୍ରୀ ମାଝୀ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ସେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଘର ଉପରକୁ ଅଣ୍ଡାମାଡ଼

ଭୁବନେଶ୍ୱର: ଦୀର୍ଘ ଦିନ ପରେ ପୁଣି ରାଜ୍ୟରେ ଫେରିଛି ଅଣ୍ଡା ମାଡ଼ ଫଣ୍ଡା । ହାଇଟେକ ମେଡିକାଲରେ ବିସ୍ଫୋରଣରେ ମୃତକଙ୍କ ପରିଚୟକୁ ନେଇ ଦ୍ୱନ୍ଦ୍ୱ ଘଟଣାକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଘର ଉପରକୁ