THE BYAPINI
Browsing Category

ରାଜ୍ୟ

ମନୀଷ ମୃତ୍ୟୁ: ୩ ଗିରଫ

ମନୀଷ ମୃତ୍ୟୁ ମାମଲାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ଅମ୍ରିତ ବିଶ୍ୱାଳ, ଦିନେଶ ଓ ମୃତ୍ୟୁଞ୍ଜୟଙ୍କୁ ଗିରଫ କରାଯାଇଛି । ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ତିନି ଜଣକୁ ଗିରଫ କରିଛି ପୋଲିସ । ବରିଷ୍ଠ

ଆଜି ବିଜୟା ଦଶମୀ…ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ଅଧର୍ମ ଉପରେ ଧର୍ମର ଜୟ, ଅସତ୍ୟ ଉପରେ ସତ୍ୟର ବିଜୟ । ଆଜି ବିଜୟା ଦଶମୀ । ଏଥିପାଇଁ ଆଜି ଉଭୟ ପୀଠ ଓ ପୂଜା ମଣ୍ଡପରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି । କୋଭିଡ ସ୍ଥିତି ଯୋଗୁଁ ପାର୍ବଣର ମାହୋଲରେ ଚାକଚକ୍ୟ କମିଛି । ହେଲେ

କାର୍ତ୍ତିକରେ ହବିଷ୍ୟାଳିଙ୍କୁ ପୁରୀ ମନା

ଶ୍ରୀମନ୍ଦିର ପାଇଁ ନୂଆ ଗାଇଡଲାଇନ । ଦଶହରା ପାଇଁ ୧୫ ତାରିଖରେ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ୧୬ ତାରିଖ ଶନିବାର ଦିନ ଗୋଷାଣି ଭଷାଣିକୁ ନେଇ ଦିନ ୧୨ରୁ ବନ୍ଦ ରହିବ ଶ୍ରୀମନ୍ଦିର । ଅକ୍ଟୋବର ଓ ନଭେମ୍ବର ମାସର ପ୍ରତି

ପାଣିରେ ବୁଡ଼ିବା ପୂର୍ବରୁ ମନୀଷଙ୍କ ମୃତ୍ୟୁ !

ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ଘଟଣାରେ ଧିରେ ଧିରେ ଗୁମର ଫିଟୁ ଥିବାବେଳେ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ପାଣିରେ ବୁଡ଼ି ମନୀଷଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ପ୍ରମାଣ ମିଳୁନି। ଏନେଇ

୩ ଦିନ ଲାଗିରହିବ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୧୭ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରିୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟକୁ ନେଇ ଯେଉଁ ବାତ୍ୟା ଆଶଙ୍କା କରାଯାଉଥିଲା ତାହା ଟଳିଛି ।

ମର୍ଣ୍ଣିଂ ୱାକ୍ ବେଳେ ମାଡିଗଲା ଅଜଣା ଗାଡ଼ି

ମର୍ଣ୍ଣିଂ ୱାକ୍ ବେଳେ ମାଡିଗଲା ଅଜଣା ଗାଡି । ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥ ସମ୍ପଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଦୁଇ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଟିକିନା ପ୍ରଧାନ ଓ ମାନସୀ ମର୍ଥା । ଗୁରୁତର

ଶିଶୁପୁତ୍ରକୁ ଝାମ୍ପିନେଲା ବାଘ

ଶିଶୁପୁତ୍ରକୁ ଝାମ୍ପିନେଲା ବାଘ । ଚିତାବାଘ ନେଲା ୬ ବର୍ଷର ଛୁଆର ଜୀବନ । ଛତିଶଗଡ଼ର ସିହାୱା ପାହାଡ ନିକଟସ୍ଥ ଏକ ମନ୍ଦିରକୁ ପରିବାର ସହ ମନ୍ଦିର ଯିବା ସମୟରେ ହିଁ ବାଘଟି ଶିଶୁପୁତ୍ରକୁ ଝାମ୍ପିନେଲା । ପରେ ଗ୍ରାମବାସୀ ଏବଂ ବନ

ଜଗଦ୍ଦେବଙ୍କୁ ମିିଳିଲାନି ଜାମିନ

ଚିଲିକା ବିଧାୟକ ପ୍ରଶାନ୍ତ ଦଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ । ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କଲେ କୋର୍ଟ ଏଡିଜେ-୧ କୋର୍ଟ । ହାଇକୋର୍ଟଙ୍କ ନିର୍ଦ୍ଦେଶରେ କୋର୍ଟରେ ହାଜର ହୋଇଥିଲେ ପ୍ରଶାନ୍ତ ଦଗଦ୍ଦେବ । ତଳକୋର୍ଟରେ

କୋର୍ଟରେ ହାଜର ହେଲେ ଚିଲିକା ବିଧାୟକ

କୋର୍ଟରେ ଆତ୍ମସମର୍ପଣ କଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ । ଦୀର୍ଘ ଏକ ମାସ ଧରି ଫେରାର ଥିଲେ ବିଧାୟକ ପ୍ରଶାନ୍ତ ଜଗଦେବ । ଠିକ୍ ମାସେ ତଳେ ବାଲୁଗାଁ ଏନଏସି ଅଫିସରେ ଆବାସ ଓ ରାସନ କାର୍ଡ ବଂଟନ କାର୍ୟ୍ୟକ୍ରମରେ କରିଥିଲେ

ଗୋଟିଏ ଦିନରେ ୫୨୪ ପଜିଟିଭ

ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୫୨୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶୁନରୁ ୧୮ ବର୍ଷ ଭିତରେ ୭୫ଜଣ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୩୦୬ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୧୮ ସ୍ଥାନୀୟ