Browsing Category
ରାଜ୍ୟ
ବିଦ୍ୟାଭାରତୀଙ୍କୁ ୫୦ ପ୍ରଶ୍ନ
ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଂଜନ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି । ପ୍ରାୟ ୪ ଘଣ୍ଟା ଧରି ବିଦ୍ୟାଭାରତୀଙ୍କୁ ଲାଏ ଡିଟେକ୍ସନ ଟେଷ୍ଟ ହୋଇଥିଲା ।ମିଳିଥିବା ସୂଚନା ଅନୁସାରେ!-->…
ମୁକୁଳା ଡ୍ରେନ୍ ନେଉଛି ଜୀବନ.. ୧୯ ଘଣ୍ଟା ପରେ ମିଳିଲା ନିଖୋଜ ଛାତ୍ରଙ୍କ ମୃତ ଦେହ
ଭୁବନେଶ୍ୱରରେ ଡ୍ରେନ୍ ପାଣିରେ ଭାସି ନିଖୋଜ ଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତି ପ୍ରକାଶ ବେହେରାଙ୍କ ମୃତଦେହ ଉଦ୍ଧାର ହୋଇଛି। ଗତକାଲି ଟ୍ୟୁସନ ଯାଇ ଫେରିନଥିବା ଜ୍ୟୋତି ପ୍ରକାଶ ବେହେରାଙ୍କ ମୃତ ଶରରୀକୁ ପଞ୍ଚଶଖା ନଗରର ଡ୍ରେନରୁ!-->…
ନିଖୋଜ ଛାତ୍ରଙ୍କ ଏଯାଏ ପତ୍ତା ମିଳୁନି
ଡ୍ରେନ୍ ପାଣିରେ ଭାସି ନିଖୋଜ ଥିବା ଶିରିପୁର ଶତାବ୍ଦୀ ନଗରର ଦଶମ ଶ୍ରେଣୀ ଛାତ୍ର ଜ୍ୟୋତି ପ୍ରକାଶ ବେହେରାଙ୍କ ବର୍ତ୍ତମାନ ସୁଦ୍ଧା କୌଣସି ପତ୍ତା ମିଳିପାରିନି। ୧୮ ଘଣ୍ଟା ଧରି ରେସ୍କ୍ୟୁ ଟିମ୍ ବହୁ ଖୋଜାଖୋଜି କରିଥିଲେ ମଧ୍ୟ!-->…
ଲିଫ୍ଟରେ ଅଟକ ରଖିବା ଘଟଣାରେ ୫ ଗିରଫ
ବାର ଉପରେ ରେଡ୍ ବେଳେ ବାଧା ଦେବା ଘଟଣାରେ ପାଞ୍ଚ ଜଣଙ୍କୁ ଗିରଫ କରିଛି ଚନ୍ଦ୍ରଶେଖରପୁର ଥାନା ପୋଲିସ । ଏମାନଙ୍କ ବିରୋଧରେ ଆଇପିସିର ଧାରା ୩୦୭ରେ ମାମଲା ରୁଜୁ କରାଯାଇଛି ।କରୋନା କଟକଣାକୁ ଉଲ୍ଲଂଘନ କରି ବିଳମ୍ବିତ ରାତି!-->…
ଆଜିଠୁ ବଢିବ ବର୍ଷା!
ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଆଜି ଓଡ଼ିଶା ଉପକୂଳ ଛୁଇଁବ। ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ଓ ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ବର୍ଷା ହେବ । ୧୯ରୁ ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ!-->…
କମୁଛି ଜଳସ୍ତର..ବନ୍ଦ ହେଲା ଆଉ ୬ ଗେଟ୍
ହୀରାକୁଦ ଜଳଭଣ୍ଡାରରୁ ଧୀରେ ଧୀରେ କମୁଛି ଜଳସ୍ତର । ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାର ଆଉ ୬ ଗେଟ୍ । ଆଜି ସକାଳେ ୪ଟି ଗେଟ୍ ବନ୍ଦ କରାଯାଇଥିଲା । ଏବେ ୧୮ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ ।ହୀରାକୁଦ ଜଳଭଣ୍ଡାରର ମୁଖ୍ୟ!-->…
ମୂର୍ତ୍ତି ଉଚ୍ଚତା ବୃଦ୍ଧି ଆବେଦନକୁ ଖାରଜ କଲେ ହାଇକୋର୍ଟ
ମୂର୍ତ୍ତି ଉଚ୍ଚତା ବୃଦ୍ଧିକୁ ନେଇ ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ । ଆବେଦନକାରୀଙ୍କ ପକ୍ଷରୁ ଯେଉଁ ଯୁକ୍ତି ରଖାଯାଇଥିଲା ତାହା ସନ୍ତୋଷଜନକ ନୁହେଁ । ମୂର୍ତ୍ତି ଉଚ୍ଚତାକୁ ନେଇ ସରକାରୀ ନିୟମରେ କୌଣସି ପରିବର୍ତ୍ତନ!-->…
ହୀରାକୁଦରେ ଖସୁଛି ଜଳସ୍ତର
ହୀରାକୁଦରେ ଖସୁଛି ଜଳସ୍ତର । ଧୀରେ ଧୀରେ ଖସୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଜଳଭଣ୍ଡାରର ମୁଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ କହିଛନ୍ତି, କଲମା ବ୍ୟାରେଜରୁ ପ୍ରବେଶ କରୁଥିବା ଜଳର ପରିମାଣ ଖସୁଛି । ଏବେ ଅଧିକ ଗେଟ୍ ଖୋଲିବାର!-->…
ରାତି ୧୨ରେ ପହଞ୍ଚିବ ବନ୍ୟା ଜଳ
ରାଜ୍ୟରେ ବନ୍ୟା ସ୍ଥିତି ନେଇ ଜଳ ସମ୍ପଦ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ସୂଚନା ।ଏବେ ହୀରାକୁଦରେ ୨୮ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି । ଏବେ ମୁଣ୍ଡଳି ଦେଇ ୬ ଲକ୍ଷ ୨୬ ହଜାର ଘନଫୁଟ ଜଳ ପ୍ରବାହିତ ହେଉଛି । ରାତି ୧୨ଟା!-->…
ଶନିବାର ରାତିରେ ବନ୍ୟା!
ରାଜ୍ୟରେ ବନ୍ୟା ସ୍ଥିତି ନେଇ ଏସଆରସିଙ୍କ ସୂଚନା । ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳସ୍ତର ବଢୁଛି । ଶନିବାର ରାତିରେ ୪ ଜିଲ୍ଲାରେ ବନ୍ୟା ଆଶଙ୍କା ରହିଛି । କେନ୍ଦ୍ରାପଡା,ଜଗତସିଂହପୁର,ପୁରୀ,କଟକ । ଏହି ୪ ଜିଲ୍ଲାରେ!-->…