THE BYAPINI
Browsing Category

ରାଜ୍ୟ

ଦୁଇଟି ଡୋଜ ନେବା ପରେ ବି କରୋନା

ଟିକାର ଦୁଇଟି ଡୋଜ ନେବା ପରେ ବି ହେଉଛି ସଂକ୍ରମଣ । ଦେଶରେ ଦ୍ୱିତୀୟ ଡୋଜ ନେଇସାରିଥିବା ୮୭ହଜାରରୁ ଅଧିକ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ କେବଳ କେରଳରୁ ୪୬ପ୍ରତିଶତ ବ୍ୟକ୍ତି ଦୁଇଟି ଡୋଜ ଟିକା

ପୁରୀକୁ ବନ୍ଦେ ଭାରତ ଏକ୍ସପ୍ରେସ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନ ବୈଷ୍ଣବ ଆଜି ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଏହି ଦୁଇ ମନ୍ତ୍ରୀ ପତିତପାବନଙ୍କୁ ଦର୍ଶନ କରିବା ସହ ଦୀପଦାନ କରି ଆଶୀର୍ବାଦ କାମନା କରିଛନ୍ତି । ଶିକ୍ଷା

ଭର୍ତ୍ତୃହରିଙ୍କ ନାଁରେ ଯୌତୁକ ନିର୍ଯାତନାର ଅଭିଯୋଗ

ବିଜେଡି ସାଂସଦ ଭର୍ତ୍ତୃହରି ମହତାବଙ୍କ ବିରୋଧରେ ଯୌତୁକ ନିର୍ୟାତନା ଅଭିଯୋଗ । ରା ପରିବାର ନାଁରେ ଯୌତୁକ ନିର୍ୟାତନା ଅଭିଯୋଗ ଆଣିଲେ ବୋହୂ ସାକ୍ଷୀ ମହାତାବ । ଭୋପାଳ ମହିଳା ଥାନାରେ ବୋହୂ ସାକ୍ଷୀ ଏହି ଅଭିଯୋଗ କରିଛନ୍ତି।

ପରଲୋକରେ ଯୁବ କଂଗ୍ରେସ ନେତା ସଂଗ୍ରାମ ଜେନା

ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ପରଲୋକ। ମାତ୍ର ୪୪ ବର୍ଷ ବୟସରେ ସଂଗ୍ରାମଙ୍କ ପରଲୋକ ହୋଇଛି। କୋଭିଡ୍ ଆକ୍ରାନ୍ତ ହୋଇ ହାଇଦ୍ରାବାଦରେ ଚିକିତ୍ସିତ ହେଉଥିଲେ। ପରଲୋକ ନେଇ ସୂଚନା ଦେଲେ ସାନ ଭାଇ ମନୋଜ

ଆଉ ୧୨୮ ପିଲା ଆକ୍ରାନ୍ତ

ରାଜ୍ୟରେ କମୁଛି ବଢ଼ୁଛି କରୋନା ସଂକ୍ରମଣ। ୧୦୪୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ଶୂନରୁ ୧୮ ବର୍ଷ ବୟସର ୧୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେପଟେ ଚିନ୍ତା ବଢାଉଛି ଖୋର୍ଦ୍ଧା, କଟକ । ଖୋର୍ଦ୍ଧାରୁ ସର୍ବାଧିକ ୩୯୮, ଅନୁଗୁଳରୁ ୨୯

ଟିକା ନେଇ ବି ସଂକ୍ରମିତ

ଟିକା ନେଇବି କରୋନା ପଜିଟିଭ । ରାଜ୍ୟରେ ଟିକା ନେବା ପରେ ୩୧ ହଜାର ୭୧୨ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ପ୍ରଥମ ଡ଼ୋଜ ଟିକା ନେବା ପରେ ୧୭ ହଜାର ୮୨୪ ଜଣ ସଂକ୍ରମିତ ହୋଇଛନ୍ତି । ସେହିପରି ୧୩ ହଜାର ୮୮୮ ଜଣ ଦ୍ୱିତୀୟ ଡ଼ୋଜ ଟିକା

୧୮ ବର୍ଷରୁ କମ୍ ୧୩୮ ପଜିଟିଭ

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ସଂକ୍ରମିତଙ୍କ ସଂଖ୍ୟା ହଜାରେ ତଳେ ରହିଛି । ହେଲେ ୨୪ ଘଂଟାରେ ୧୮ ବର୍ଷରୁ କମ ୧୩୮ ଜଣ ଚିହ୍ନଟ ହୋଇଛନ୍ତି । ଯାହା ଚିନ୍ତାଜନକ । ୬୯ ହଜାର ୮ ନମୂନା ପରୀକ୍ଷା ହୋଇଥିଲା ।

୨୦୨୪ ପାଇଁ ନବୀନଙ୍କ ହକି ହତିଆର !

ଭାରତୀୟ ହକି ଟିମକୁ ନବୀନଙ୍କ ଆଉ ଏକ ବଡ ଭେଟି । ଅଲିମ୍ପିକ୍ସରେ ଇତିହାସ ରଚିଥିବା ଭାରତୀୟ ହକି ଟିମକୁ ସମ୍ବର୍ଦ୍ଧିତ କରିବାକୁ ଡାକି ନବୀନ ଯେଉଁ ସରପ୍ରାଇଜ ଭେଟି ଦେଇଛନ୍ତି ତାହା ବହୁମୂଲ୍ୟ ସଦୃଶ । ଓଡ଼ିଶା ଆଉ ୧୦ ବର୍ଷ ଭାରତୀୟ

ଆଉ ୧୦ ବର୍ଷ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା

ହକି ଇଣ୍ଡିଆକୁ ବଡ ଭେଟି ଦେଇଛନ୍ତି ନବୀନ । ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ସମ୍ବର୍ଦ୍ଧନା ଦେବା ସହ ନବୀନ କରିଛନ୍ତି ବଡ ଘୋଷଣା । ଆହୁରି ୧୦ ବର୍ଷ ଯାଏଁ ଭାରତୀୟ ହକି ଦଳର ପ୍ରାୟୋଜକ ରହିବାକୁ ନବୀନ ଘୋଷଣା କରିଛନ୍ତି ।

ଭୁବନେଶ୍ୱରରେ ଭାରତୀୟ ହକି ଟିମ୍

ଓଡିଶାରେ ଭାରତୀୟ ପୁରୁଷ ଓ ମହିଳା ହକି ଖେଳାଳି । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ କଡ଼ା ସୁରକ୍ଷାରେ ହୋଟେଲ ନିଆଯାଇଛି । ଖେଳାଳି ମାନେ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା