THE BYAPINI
Browsing Category

ରାଜ୍ୟ

ପ୍ରତ୍ୟାହୃତ ହେଲା ପରିବହନ କର୍ମଚାରୀଙ୍କ ଧର୍ମଘଟ

ଭୁବନେଶ୍ୱର: ଓଡ଼ିଶା ପରିବହନ କର୍ମଚାରୀ ମହାସଂଘର ଆନେ୍ଦାଳନ ପ୍ରତ୍ୟାହୃତ ହୋଇଛି । ଆନେ୍ଦାଳନ ପ୍ରତ୍ୟାହାର ନେଇ ମହାସଂଘର ସଭାପତି ଜନାର୍ଦ୍ଧନ ପତି ସୂଚନା ଦେଇଛନ୍ତି । ଦାବି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ପରିବହନ ସଚିବଙ୍କ

ଏଣିକି ସ୍ପଷ୍ଟ ଅକ୍ଷରରେ ପ୍ରେସକ୍ରିପସନ ଲେଖିବେ ଡାକ୍ତର, ହାଇକୋର୍ଟ ଦେଲେ ନିର୍ଦ୍ଦେଶ

କଟକ: ସ୍ପଷ୍ଟ ଅକ୍ଷରରେ ଡାକ୍ତର ଲେଖିବେ ପ୍ରେସକ୍ରିପସନ । ଏନେଇ ଏନେଇ ସବୁ ଡାକ୍ତରଖାନା, କ୍ଲିନିକ, ମେଡିକାଲ କଲେଜକୁ ନିର୍ଦ୍ଦେଶନାମା ଜାରି କରିବାକୁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ । ଏଣିକି ସମସ୍ତେ

ପରିକ୍ରମା ପ୍ରକଳ୍ପର ଲୋକାର୍ପଣ: ୫ଶହରୁ ଅଧିକ ସିସିଟିଭି କ୍ୟାମେରା ଲଗାଇବାକୁ ନିଷ୍ପତ୍ତିି

ପୁରୀ: ଆସନ୍ତା ୧୭ ତାରିଖରେ ପୁରୀ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାକୁ ଦୃଷ୍ଟିରେ ରଖି ପୁରୀ ସହରକୁ ସୌନ୍ଦର୍ୟ୍ୟମୟ କରିବା ପାଇଁ ଯୁଦ୍ଧକାଳୀନ ଭିତିରେ ଆଗେଇ ଚାଲିଛି କାର୍ୟ୍ୟ

ଓଡ଼ିଶା ଜଙ୍ଗଲରେ ବୁଲୁଛନ୍ତି ୪ କଳାବାଘ

ଭୁବନେଶ୍ୱର:  ଓଡ଼ିଶା ଜଙ୍ଗଲରେ ବୁଲୁଛନ୍ତି କଳା ବାଘ ପରିବାର । ୪ଟି ବିରଳ କଳା ବାଘ ଜଙ୍ଗଲରେ ଏକାଠି ବୁଲୁଥିବା ବନ ବିଭାଗ କ୍ୟାମେରାରେ କଏଦ ହୋଇଛି ।ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ଏନେଇ ସୋସିଆଲ ମିଡିଆରେ ପୋଷ୍ଟ

ଶ୍ରୀମନ୍ଦିରରେ ବିଦେଶିନୀ

ପୁରୀ: ଶ୍ରୀମନ୍ଦିରରେ ପଶିଗଲେ ଜଣେ ଅଣହିନ୍ଦୁ। ସଂପୃକ୍ତ ଅଣହିନ୍ଦୁ ହେଉଛନ୍ତି ଜଣେ ବିଦେଶିନୀ ଓ ଇସ୍କନ ଧର୍ମାବଲମ୍ବୀ। ସଂପୃକ୍ତ ବିଦେଶିନୀ ଶ୍ରୀମନ୍ଦିରର କଡ଼ା ସୁରକ୍ଷା ବଳୟ ଭେଦ କରି ସାତପାହାଚ ନିକଟରେ ପହଞ୍ଚିବା ପରେ ପୁଲିସ

ଜି. ଉଦୟଗିରି ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ୧୫ ଡିଗ୍ରି ତଳେ ୧୯ ସହରର ତାପମାତ୍ରା ଥିବା ଜଣାଯାଇଛି। ୭. ୪ ଡିଗ୍ରୀ ସହ ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି କୋରାପୁଟରେ ସର୍ବନିମ୍ନ

ପୁଣି ଧର୍ମଘଟ, ତୈଳ ସଙ୍କଟ

ଭୁବନେଶ୍ୱର: ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ପକ୍ଷରୁ ସୋମବାରଠାରୁ ଅନିର୍ଦ୍ଦିଷ୍ଟକାଳ ପର୍ୟ୍ୟନ୍ତ ଧର୍ମଘଟ ଡାକରା ଦିଆଯାଇଛି। କେନ୍ଦ୍ରର ନୂଆ ଆପରାଧିକ ଆଇନ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌-୨୦୨୩)ରେ ଗାଡ଼ି ଚାଳକଙ୍କ ପାଇଁ

ହୀରାକୁଦ ଡ୍ୟାମରେ ପକ୍ଷୀ ଗଣନା ଆରମ୍ଭ

ଭୁବନେଶ୍ୱର: ଆଜିଠାରୁ ହୀରାକୁଦ ଡ୍ୟାମରେ ଆରମ୍ଭ ହୋଇଛି ପକ୍ଷୀ ଗଣନା। ସକାଳ ୬ଟାରୁ ଗଣନାକାର୍ୟ୍ୟ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ଯାଏଁ ପକ୍ଷୀ ଗଣନା କରାଯିବ। ଏଥିପାଇଁ ଡ୍ୟାମର ୫ଶହ ବର୍ଗ କିଲୋମିଟର ଅଞ୍ଚଳକୁ ମୋଟ ୨୧ଟି

ଆଜିଠୁ ପରିବହନ ଶ୍ରମିକ ସଂଘର ଧର୍ମଘଟ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ। ସଂଶୋଧିତ ଭାରତୀୟ ନ୍ୟାୟ ସଂହିତାରେ ଡ୍ରାଇଭରଙ୍କ ପାଇଁ କରାଯାଇଥିବା କଡ଼ା ଦଣ୍ଡ ବିଧାନ ବ୍ୟବସ୍ଥାକୁ ବିରୋଧ କରି ଅନିର୍ଦ୍ଦିଷ୍ଟ

ବାୟୂ ପ୍ରଦୂଷଣ: ଦିଲ୍ଲୀକୁ ଟପିଗଲା ଓଡ଼ିଶା

ଭୁବନେଶ୍ୱର: ବାୟୂ ପ୍ରଦୂଷଣ କ୍ଷେତ୍ରରେ ଦିଲ୍ଲୀକୁ ଟପିଗଲା ଓଡ଼ିଶା। ଭୁବନେଶ୍ୱର, କଟକ,ବାରିପଦା, ବାଲେଶ୍ୱର ଓ କେନ୍ଦୁଝର ଆଦି ସ୍ଥାନରେ ୩ ଶହ ପାର କରିଛି ଇଣ୍ଡେକ୍ସ। ୬ ଟିସହରରେ AIR QUALITY INDEX ବା AQI ୩ ଶହ ପାର