THE BYAPINI
Browsing Category

ରାଜ୍ୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ

ଝାରସୁଗୁଡ଼ା: ୩ଜଣ ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଅଜଣାଗାଡ଼ି। ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଅନ୍ତର୍ଗତ ଗୌରପଡ଼ା ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତକଙ୍କ ପରିଚୟ ମିଳିନାହିଁ। ଆଜି ଭୋରରୁ ଏହି

ଭୁବନେଶ୍ୱରର ଏକ ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ

ଭୁବନେଶ୍ୱର : ଭୁବନେଶ୍ୱର ଏକ ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ । କଳ୍ପନା ଛକରେ ଥିବା ତୃପ୍ତି ରେଷ୍ଟୁରାଣ୍ଡରେ ଅଗ୍ନିକାଣ୍ଡ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ସୋମବାର ଦିନ ସକାଳୁ ସକାଳୁ

କଂଗ୍ରେସ ହେଉଛି ବିଜେଡିରେ ବିକ୍ରି ହୋଇଥିବା ଦଳ:ବିଜେପି

ଭୁବନେଶ୍ୱର: ବିଜେପିକୁ ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ଟାର୍ଗେଟ କରିବା ପରେ, ସମାନ ଢଙ୍ଗରେ କଂଗ୍ରେସ ପ୍ରଭାରୀଙ୍କୁ ମଧ୍ୟ ଜବାବ୍ ଦେଇଛି ବିଜେପି । ରବିବାର ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ଅଜୟ କୁମାର କହିଥିଲେ ଯେ,

ପ୍ରତ୍ୟାଖ୍ୟାନ ସତ୍ତ୍ୱେ କଂଗ୍ରେସର ନିଶା ଛାଡି ନାହିଁ:ଅମର ଶତପଥୀ

ଭୁବନେଶ୍ୱର: ବିଜେଡିକୁ ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ଟାର୍ଗେଟ କରିବା ପରେ, ସମାନ ଢଙ୍ଗରେ କଂଗ୍ରେସ ପ୍ରଭାରୀଙ୍କୁ ମଧ୍ୟ ଜବାବ୍ ଦେଇଛି ବିଜେଡି । ରବିବାର ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ ଅଜୟ କୁମାର କହିଥିଲେ

ଓଡିଶାରେ ବିଜେଡି ଓ ବିଜେପି କରିଛନ୍ତି ବୁଝାମଣା: କଂଗ୍ରେସ ପ୍ରଭାରୀ

ଭୁବନେଶ୍ୱର: ନିର୍ବାଚନ ପାଇଁ ଓଡିଶାରେ ବିଜେଡି ଓ ବିଜେପି କରିଛନ୍ତି ବୁଝାମଣା । ବିଜେଡି ବିଜେପିକୁ ୧୫ ଲୋକସଭା ଆସନ ଦେବାକୁ ହୋଇଛି ବୁଝାମଣା । କଂଗ୍ରେସ ପ୍ରଭାରୀ ଅଜୟ କୁମାର ଆଜି ଏହା କହିଛନ୍ତି । ଶାସକ ଦଳ

କଥା ଦେଇ କଥା ରଖିଲେ ମୁଖ୍ୟମନ୍ତ୍ରୀ, ଖୁବଶୀଘ୍ର ଲୋକାର୍ପଣ ହେବ ଏହି ପ୍ରକଳ୍ପ

ସମ୍ବଲପୁର: କଥା ଦେଇ କଥା ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବରଗଡ଼ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପରେ ପହଞ୍ଚିଲା ହୀରାକୁଦର ପାଣି । ଏଣିକି ବରଗଡ ଓ ସୁବର୍ଣ୍ଣପୁରର ଜିଲ୍ଲାର ଡୁଙ୍ଗୁରୁପାଲି ବ୍ଲକର ଚାଷୀ ପାଇବେ

ଦଳିଦେଲା ଦନ୍ତା, ଯୁବକ ମୃତ

ଢେଙ୍କାନାଳ : ଢେଙ୍କାନାଳ ସଦର ରେଞ୍ଜ ଅନ୍ତର୍ଗତ ଚାଉଳିଆ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ନାଁ ବ୍ରହ୍ମାନନ୍ଦ ନାଏକ। ସେ ଚାଉଳିଆ ଗାଁର ବାସିନ୍ଦା ଥିଲେ। ଧାନବିଲକୁ

ଶ୍ରୀଜୀଉଙ୍କ ଦର୍ଶନ କଲେ ଗୋଆ ମୁଖ୍ୟମନ୍ତ୍ରୀ

ପୁରୀ : ପୁରୀରେ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାବନ୍ତ। ଆଜି ସକାଳେ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାବନ୍ତ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ ସହ ସାନିଧ୍ୟ ଲାଭ କରିଛନ୍ତି। ଶ୍ରୀମନ୍ଦିର କାର୍ୟ୍ୟାଳୟ ନିକଟରେ

ନ୍ୟୁଜ୍‌ ପୋର୍ଟାଲର ମାଲିକଙ୍କୁ ୩ ଦିନ ରିମାଣ୍ଡ ଅନୁମତି

ଭୁବନେଶ୍ବର : ସରକାରୀ ଅଫିସ୍‌ରୁ ବିଭିନ୍ନ କ୍ଲିୟରାନ୍ସ କରାଇଦେବାର ଆଳ ଦେଖାଇ ବିଲ୍ଡରଙ୍କଠାରୁ କୋଟିଏ ଟଙ୍କା ଠକେଇ କରିବା ଅଭିଯୋଗରେ ଏକ ନ୍ୟୁଜ୍‌ ପୋର୍ଟାଲର ମାଲିକ ସୁରଜିତ କୁମାର ଧଳଙ୍କୁ କ୍ରାଇମ୍‌ବ୍ରାଞ୍ଚ ଅର୍ଥନୈତିକ ଅପରାଧ

ଭିତରକନିକାକୁ ଆସିଛନ୍ତି ୧ ଲକ୍ଷ ୫୧ ହଜାର ୪୨୧ପକ୍ଷୀ

ଭୁବନେଶ୍ୱର: ଚଳିତବର୍ଷ ଭିତରକନିକାକୁ ୧ ଲକ୍ଷ ୫୧ ହଜାର ୪୨୧ପକ୍ଷୀ ଆସିଛନ୍ତି। ଗତବର୍ଷ ଭିତରକନିକାକୁ ୧ ଲକ୍ଷ ୩୯ ହଜାର ୯୫୯ଟି ପକ୍ଷୀ ଆସିଥିଲେ। ଅର୍ଥାତ ଗତବର୍ଷଠାରୁ ଚଳିତବର୍ଷ ଭିତରକନିକାକୁ ୧୧ ହଜାରରୁ ଅଧିକ ପକ୍ଷୀ