THE BYAPINI
Browsing Category

ରାଜ୍ୟ

ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ: କପିଳାସ ହାତୀ ଉଦ୍ଧାର କେନ୍ଦ୍ରରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ମୃତ ହାତୀଟିର ବୟସ ୩୦ରୁ ୩୫ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ତେବେ ଦନ୍ତା ହାତୀଟିର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏହି

ଓ୍ୱେବ୍ ପୋର୍ଟାଲ ସାମ୍ବାଦିକ ଗିରଫ

ଭୁବନେଶ୍ବର: ବିଲଡରଙ୍କୁ କୋଟିଏ ଟଙ୍କାର ଠକେଇ ଘଟଣାରେ ଓ୍ୱେବ୍ ପୋର୍ଟାଲ ସାମ୍ବାଦିକ ସୁରଜିତ ଧଳଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ । ବିଲଡର କଳିଙ୍ଗ କେଶରୀ ରଥଙ୍କ ଅଭିଯୋଗ କ୍ରମେ ଓ୍ୱେବପୋର୍ଟାଲ ମାଲିକ ସୁରଜିତ ଧଳଙ୍କୁ ଗିରଫ

୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ

ଭୁବନେଶ୍ବର: ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ। ଏହି ପରିପ୍ରେକ୍ଷୀରେ ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ

ଓଏଏସ୍‌‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ଓଏଏସ୍‌‌ ଅଧିକାରୀସ୍ତରରେ ରାଜ୍ୟ ସରକାର ଗତକାଲି ଛୋଟଧରଣର ଅଦଳ ବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ବୋର୍ଡ ଅଫ୍‌‌ ସେକେଣ୍ଡାରୀ ଏଜୁକେସନ୍‌‌ର ସଚିବ ସୁମିତା

ଡ୍ରାଇଭର ସଂଘର ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ଵର: ଡ୍ରାଇଭରଙ୍କ ଆନ୍ଦୋଳନ ସ୍ଥଗିତକୁ ନେଇ ଲାଗି ରହିଥିବା ଦ୍ଵନ୍ଦ୍ଵ ଦୂର ହୋଇଛି। ସରକାରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିବାକୁ ଆହ୍ଵାନ କଲେ ରାଜ୍ୟ ଡ୍ରାଇଭର ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି। ଏ ନେଇ

ସମ୍ବଲପୁରରେ ଏନକାଉଣ୍ଟର

ସମ୍ବଲପୁର: ସମ୍ବଲପୁର ପୋଲିସ ଦ୍ଵାରା ଏନକାଉଣ୍ଟରଜ୍ଝ ସଦର ଥାନା କେନଘାଟି ଅଞ୍ଚଳରେ ଶନିବାର ଏନକାଉଣ୍ଟର ହୋଇଛି। ଏଥିରେ ଜ୍ୟାକବ ରାଜ୍ ନାମକ ଜଣେ ଅଭିଯୁକ୍ତ ଆହତ ହୋଇ ବୁର୍ଲାରେ ଚିକିତ୍ସିତ ହେଉଛି । ଅଭିଯୁକ୍ତ ଓ

୯ ଯାଏଁ ରାଜ୍ୟରେ ଘନ କୁହୁଡ଼ି

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୯ ତାରିଖ ଯାଏ ଘନ କୁହୁଡ଼ି ଦୃଶ୍ୟମାନ ହେବ । ୭ ଓ ୮ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କଟକ ଓ ଜଗତସିଂହପୁରରେ ଘନ

ସ୍ଥଗିତ କଥା ଆମେ ଜାଣିନୁ:ଡ୍ରାଇଭର

ଭୁବନେଶ୍ୱର: ଡ୍ରାଇଭର ଆନେ୍ଦାଳନ ସ୍ଥଗିତ ଘୋଷଣାରେ ଆସିଲା ଟ୍ୱିଷ୍ଟ । ଓଡ଼ିଶାରେ ଡ୍ରାଇଭର ଆନେ୍ଦାଳନ ସ୍ଥଗିତ ରଖାଯାଇଥିବା ନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଥିବାବେଳେ ସ୍ଥଗିତ ରଖାଯିବା ସମ୍ପର୍କରେ ଆମେ କିଛି

ଓଡ଼ିଶାରେ ଡ୍ରାଇଭର ଆନେ୍ଦାଳନ ସ୍ଥଗିତ: କମିଶନର

ଭୁବନେଶ୍ୱର: ଓଡ଼ିଶାରେ ଡ୍ରାଇଭର ଆନେ୍ଦାଳନ ସ୍ଥଗିତ ରଖାଯାଇଥିବା ନେଇ ପରିବହନ କମିଶନର ସୂଚନା ଦେଇଛନ୍ତି । ପରିବହନ କମିଶନର ଅମିତାଭ ଠାକୁର ଆନେ୍ଦାଳନ ସ୍ଥଗିତ ସମ୍ପର୍କରେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ

ଭୁବନେଶ୍ୱର ପିସିସିର ନୂଆ ପ୍ରଭାରୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପହଞ୍ଚି ପିସିସିର ନୂଆ ପ୍ରଭାରୀ ଡ. ଅଜୟ କୁମାର । ଭୁବନେଶ୍ୱର ବିମାନବନ୍ଦରରେ ଡ.ଅଜୟ କୁମାର ପହଞ୍ଚିବା ପରେ ତାଙ୍କୁ ବହୁ କଂଗ୍ରେସ ନେତୃବୃନ୍ଦ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ ।