THE BYAPINI
Browsing Category

ରାଜ୍ୟ

ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ୪ଟା ୫୦ରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ଯାଇ ଶ୍ରୀସେତୁ ନିକଟ ହେଲିପ୍ୟାଡରେ ଅବତରଣ କରିବେ । ଏହି ଅବସରରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବେ ।

ନରାଜରେ ଉତ୍ପାଦିତ ହେବ ବୈଦ୍ୟୁତିକ ଯାନ, ଇ-ବ୍ୟାଟେରି କାରଖାନା

ଭୁବନେଶ୍ବର: କଟକର ନରାଜରେ ଉତ୍ପାଦିତ ହେବ ବୈଦ୍ୟୁତିକ ଯାନ (ଇ-ଯାନ) ଏବଂ ଏହି ଯାନ ବ୍ୟାଟେରି। ପାରାଦୀପରେ ତମ୍ବା ସ୍ମେଲଟର୍ ସହ ଲିଥିୟମ ସ୍ମେଲଟର ଏବଂ ଇ-ଯାନର ଆନୁଷଙ୍ଗିକ ଉପାଦାନ ଉତ୍ପାଦନ କମ୍ପ୍ଲେକ୍ସ ସ୍ଥାପିିତ ହେବ।

ବଦଳିଲେ ୧୭ ଜିଲ୍ଲାପାଳ

ଭୁବନେଶ୍ବର: ବଡଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୧୭ ଜିଲ୍ଲାପାଳଙ୍କୁ ବଦଳି କରାଯାଇଛି । କିଛି ଜିଲ୍ଲାପାଳଙ୍କୁ ସଚିବ ଭାବେ ପଦୋନ୍ନତି ମଧ୍ୟ ମିଳିଛି । ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ଶ୍ରୀମନ୍ଦିର ଅତିରିକ୍ତ

ନିଲମ୍ବିତ ହେଲେ ମହିଳା ଇନସ୍ପେକ୍ଟର

ଝାରସୁଗୁଡ଼ା : ଲଖନପୁର ଥାନାର ପୂର୍ବତନ ମହିଳା ଇନସ୍ପେକ୍ଟର ସନ୍ଧ୍ୟାରାଣୀ ଜେନାଙ୍କ ବିରୋଧରେ ବିଭାଗୀୟ କାର୍ୟ୍ୟାନୁଷ୍ଠାନ ଗ୍ରହଣ ପୂର୍ବକ ତାଙ୍କୁ ନିଲମ୍ବିତ କରାଯାଇଛି । ରାଜ୍ୟ ପୋଲିସ ମୁଖ୍ୟାଳୟରୁ ନିଲମ୍ବନ ଆଦେଶ ଜାରି

ପାଣିପାଗ ବିଭାଗର ଆଲର୍ଟ, ୨୭ ଯାଏଁ କିଛି ଜିଲ୍ଲାରେ ବର୍ଷା

ଭୁବନେଶ୍ୱର :ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ୟ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବା ସହ ହାଲୁକାରୁ

ୱାଲ୍ଡ ରେକର୍କ୍ସ ବୁକ୍‌ ଅଫ୍‌ ଇଣ୍ଡିଆରେ ସୁଦର୍ଶନଙ୍କ ବାଲୁକା କଳା

ନୂଆଦିଲ୍ଲୀ: ସୋମବାର ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ ରହିଛି। ସାରା ବିଶ୍ବବାସୀ ସେହି ଦିବ୍ୟ ମୁହୁର୍ତ୍ତକୁ ଅପେକ୍ଷା କରି ରହିଛନ୍ତି। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଆଉ ଏକ କୀର୍ତ୍ତିମାନ

ମର୍ମନ୍ତୁଦ ଦୁର୍ଘଟଣା : ୨ ବାଇକ୍‌ ଆରୋହୀ ମୃତ

ଜଗତସିଂହପୁର: ଜଗତସିଂହପୁର ରାହାମା ତେରମାଣପୁର ମଠସାହିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକ୍-ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଜଣେ ଗୁରୁତରଙ୍କୁ ନିକଟସ୍ଥ

ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ, ମହାଯଜ୍ଞ ପାଇଁ ଆଜି ଅଙ୍କୁରାରୋପଣ

ସମ୍ୱଲପୁର :ବହୁ ପ୍ରତୀକ୍ଷିତ ସମଲେଇ ପ୍ରକଳ୍ପର ଲୋକାର୍ପଣ ପାଇଁ ଉତ୍ସବମୁଖର ସାରା ଓଡ଼ିଶା। ପବିତ୍ର ଦିବସରେ ମହାଯଜ୍ଞ ପାଇଁ ଆଜି ହେବ ଅଙ୍କୁରାରୋପଣ। ଏହାପରେ ଆରମ୍ଭ ହେବ ହୋମଯଜ୍ଞ। ୨୪ ତାରିଖରେ କଳସ ଯାତ୍ରା ସହ ମହାନଦୀରୁ

ସବୁ ବିଭାଗର ମୁଖ୍ୟଙ୍କୁ ଏହି ନିଦେ୍ର୍ଧଶ ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ଆସନ୍ତା ଫେବୃୟାରୀ ୩ରୁ ୫ ତାରିଖ ପର୍ୟ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଗତ ଜାୁନଆରୀ ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ବିଶ୍ବ ଓଡିଆ

୨ ଅଫିସରଙ୍କୁ ଚାକିରିରୁ ବହିଷ୍କୃତ କଲା ରେଳ ବିଭାଗ

ଭୁବନେଶ୍ବର: ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ବଡ଼ ଆକ୍ସନ। ୨ ଅଫିସର ଚାକିରିରୁ ବହିଷ୍କୃତ କଲା ରେଳ ବିଭାଗ । ଘଟଣାର ତଦନ୍ତ ରିପୋର୍ଟ ପରେ ଆକ୍ସନ ନେଇଛି ରେଳ ବିଭାଗ। ସୂଚନା ଅନୁଯାୟୀ, ଷ୍ଟେସନ ସୁପରିଟେଣ୍ଡେଣ୍ଟ ଏସବି ମହାନ୍ତି