Browsing Category
ରାଜ୍ୟ
ଦିଲ୍ଲୀରେ ଝଲସିବ ଓଡ଼ିଶାର ପ୍ରଜ୍ଞାପନ ମେଢ
ଭୁବନେଶ୍ୱର: ଦିଲ୍ଲୀରେ ଝଲସିବ ଓଡ଼ିଶା ପ୍ରଜ୍ଞାପନ ମେଢ। ଗଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀ କର୍ତ୍ତବ୍ୟପଥରେ ୩ ବର୍ଷ ପରେ ଏଥର ଓଡ଼ିଶା ପ୍ରଜ୍ଞାପନ ମେଢ଼ ଦେଖିବାକୁ ମିଳିବ। ସାଧାରଣତନ୍ତ୍ର ଦିବସ ପରେଡରେ ସ୍ଥାନ ପାଇଛି ଓଡ଼ିଆ!-->…
୧୮ଟି ବ୍ଲକ୍ରେ ଖୋଲିବ +୩ ମହାବିଦ୍ୟାଳୟ
ଭୁବନେଶ୍ୱର: ମହାବିଦ୍ୟାଳୟ ନଥିବା ୧୮ଟି ବ୍ଲକ୍ରେ ଖୋଲିବ +୩ ମହାବିଦ୍ୟାଳୟ। କଳା ବିଭାଗରେ ଛାତ୍ରଛାତ୍ରୀମାନେ ଏଠାରେ ଅଧ୍ୟୟନ କରିପାରିବେ। ୨୦୨୪-୨୫ ଶିକ୍ଷାବର୍ଷରୁ ଶିକ୍ଷାଦାନ ପ୍ରକ୍ରିୟା ଆରମ୍ଭ ହେବ। ଶିକ୍ଷାରେ ସମାନତା ଓ!-->…
ଓଡ଼ିଶାର ଏହି କ୍ରିକେଟରଙ୍କୁ ଦୁଇ ବର୍ଷ ବାସନ୍ଦ କଲା ବିସିସିଆଇ
କଟକ: ଓସିଏରେ ପୁଣି ବୟସ ଜାଲିଆତି ଅଭିଯୋଗ । ରଣଜୀ ଦଳରେ ସ୍ଥାନ ପାଇଥିବା ସୁମିତ ଶର୍ମାଙ୍କୁ ଦୁଇ ବର୍ଷ ବାସନ୍ଦ କଲା ବିସିସିଆଇ । ସେ ଏହି ଦୁଇ ବର୍ଷ ଯାଏ କୌଣସି ପ୍ରକାରର ଘରୋଇ ଟୁର୍ଣ୍ଣାମେଣ୍ଟ ଖେଳିବାର!-->…
ଚିଲିକାରେ ୧୧ଲକ୍ଷ ୩୭ ହଜାର ୭୫୯ ବିଦେଶୀ ପକ୍ଷୀ
ଚିଲିକା: ଚିଲିକାକୁ ବଢ଼ିଲା ବିଦେଶୀ ପକ୍ଷୀଙ୍କ ଆଗମନ। ଚଳିତ ବର୍ଷ ଚିଲିକାକୁ ପ୍ରାୟ ୧୧ଲକ୍ଷ ୩୭ ହଜାର ୭୫୯ ବିଦେଶୀ ପକ୍ଷୀ ଆସିଛନ୍ତି। ଯାହାକି ଚଳିତ ବର୍ଷ ତୁଳନାରେ ୫୮୩୦ରୁ ଅଧିକ। ସେହିଭଳି ଏବର୍ଷ ପ୍ରାୟ ୧୮୭ ପ୍ରଜାତିର ପକ୍ଷୀ!-->…
ଆଜି ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା
ଭୁବନେଶ୍ୱର: ରାଜ୍ୟରେ ମୋଟ ଭୋଟର ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ । ପୁରୁଷ ଭୋଟରଙ୍କ ସଂଖ୍ୟା ୧ କୋଟି ୬୮ ଲକ୍ଷ ୫୦ ହଜାର ୯୪୯ଜଣ । ମହିଳା ଭୋଟର ହେଲେ ୧ କୋଟି ୬୩ ଲକ୍ଷ ୮୨ ହଜାର ୩୧ ଜଣ । ତୃତୀୟ ଲିଙ୍ଗ ଭୋଟର ଅଛନ୍ତି!-->…
ଆଇଟି ରେଡ:ମୁହାଁମୁହିଁ ହେଲେ ବିଜେଡି ଓ ବିଜେପି ନେତା
ଭୁବନେଶ୍ୱର: ଆଇଟି ରେଡରେ ଲାଗିଲା ରାଜନୀତିର ରଙ୍ଗ । ମୁହାଁମୁହିଁ ହେଲେ ବିଜେଡି ଓ ବିଜେପି ନେତା । ସୁନ୍ଦରଗଡ, ରାଉରକେଲା ସମେତ ବିଭିନ୍ନ ସ୍ଥାନରେ ଆଇଟି ରେଡ୍ କରି ୨୦୦ କୋଟି ଜବତ କରିଥିବା ଜଣାପଡିଛି । ବିଡା ବିଡା ନୋଟ ଜବତର!-->…
ନବୀନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର, କାହିଁକି ଜାଣନ୍ତୁ
ଭୁବନେଶ୍ୱର: ଓଡ଼ିଶାରେ ଉଚ୍ଚ ଶିକ୍ଷାନୁଷ୍ଠାନର ସାମଗ୍ରିକ ବିକାଶ ପାଇଁ ପିଏମ୍-ଉଷା ଯୋଜନାକୁ କାର୍ୟ୍ୟକାରୀ କରିବା ତଥା ଏହି ଯୋଜନାର ଲାଭ ନେବା ପାଇଁ ନିରନ୍ତର ସମର୍ଥନ ଓ ସହଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ!-->…
ଯିଏ ବରଯାତ୍ରୀ ଯାଇନି, ସିଏ ବାହାଘର ମଜା କୁଆଡୁ ଜାଣିବ:ସୌମ୍ୟ
ଭୁବନେଶ୍ୱର: ଦୁଇ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଚୁପ୍ ରହିବା ପରେ ପୁଣି ମୁହଁ ଖୋଲିଛନ୍ତି ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଏଥର ଉଠାଇଛନ୍ତି ଛାତ୍ର ସଂସଦ ନିର୍ବାଚନ ବନ୍ଦ ପ୍ରସଙ୍ଗରେ। ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ୍!-->…
ବିଜେଡି ଦଳୀୟ ପ୍ରଚାର ପାଇଁ କଲେଜ ଛାତ୍ରଛାତ୍ରୀଙ୍କୁ ବ୍ୟବହାର କରୁଛି: ବିଜେପି
ଭୁବନେଶ୍ୱର: ବିଜେଡି ଦଳୀୟ ପ୍ରଚାର ପାଇଁ କଲେଜ ଛାତ୍ରଛାତ୍ରୀଙ୍କୁ ବ୍ୟବହାର କରୁଛି । କଲେଜ କ୍ୟାମ୍ପସରେ ଦଳୀୟ ପତାକା ଉଡୁଛି, ବ୍ୟାନର ଲାଗିଛି, ଶଙ୍ଖ ଚିହ୍ନ ଲଗାଇ ପ୍ରଚାର ହେଉଛି ଏବଂ ନୂଆ ଭୋଟରଙ୍କୁ ପ୍ରଲୋଭିତ କରିବା!-->…
ଆଇଟି ରେଡ୍; ବାହାରିଲା ୨ଶହ କୋଟି ଟଙ୍କା
ବଲାଙ୍ଗିର: ମଦ ତିଆରି କରୁଥିବା ଏକାଧିକ କମ୍ପାନୀ ଆୟକର ଫାଙ୍କିଥିବା ଅଭିଯୋଗରେ ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିଲା ବଡ଼ଧରଣର ଆଇଟି ରେଡ୍ । ପଶ୍ଚିମ ଓଡ଼ିଶାର ଅନ୍ୟତମ ବଡ଼ ଦେଶୀ ମଦ ପ୍ରସ୍ତୁତକାରୀ ଓ ବିକ୍ରୟକାରୀ!-->…