THE BYAPINI
Browsing Category

ରାଜ୍ୟ

୨୪ରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆସନ୍ତା ୨୪ ତାରିଖରେ ଉଦଘାଟିତ ହେବ ଓଡ଼ିଆ ବିଶ୍ବବିଦ୍ୟାଳୟ। ସତ୍ୟବାଦୀରେ ନିର୍ମିତ ହୋଇଥିବା ଓଡ଼ିଆ ବିଶ୍ବବିଦ୍ୟାଳୟ କୋଠାର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବାହ୍ନ ୧୧ଟା ୩୦ରେ ରହିଛି ଉଦଘାଟନ ସମୟ।

ଆସନ୍ତା ୨୫ ଯାଏ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨୫ ତାରିଖ ଯାଏ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୨ରେ ଉପକୂଳ ଓଡ଼ିଶାର ବିଭିନ୍ନ

ସାଧାରଣତନ୍ତ୍ର ଦିବସ: କିଏ କେଉଁଠି ପତାକା ଉତ୍ତୋଳନ କରିବେ ଜାଣନ୍ତୁ

ଭୁବନେଶ୍ୱର : ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସ ଅବସରରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତାଲିକା ପ୍ରକାଶ ପାଇଛି । ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ କିଏ

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର:  ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ବଲାଙ୍ଗିର ସହରରେ ଗତକାଲି ରାତିରେ ବର୍ଷା ହୋଇଛି । ଆଜି ସକାଳୁ ମଧ୍ୟ ସହରର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଶୀତ ସାଙ୍ଗକୁ ବର୍ଷା ଯୋଗୁ ଦୁଇ ଦିନ ହେବ

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ କଟାକ୍ଷ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଆସିଥିବା ଆଡମିଟ କାର୍ଡରେ ”ମାହାଲ ମାଣ୍ଡା” ନାଁ ଆସିବା ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଲାଗି ରହିଛି। ଏହାପରେ ପରୀକ୍ଷାର୍ଥୀମାନେ ଓଡ଼ିଶା ପ୍ରାଥମିକ ଶିକ୍ଷା କାର୍ୟ୍ୟକ୍ରମ

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଗଜପତି ମହାରାଜା

ଭୁବନେଶ୍ବର: ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହେବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଦେଇଛନ୍ତି ଗଜପତି ମହାରାଜା ।

ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ୟ୍ୟାୟର ତୃତୀୟ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୁରଭଞ୍ଜ, ସମ୍ବଲପୁର, ନୂଆପଡା, ରାୟଗଡ ଓ ବଲାଙ୍ଗିର ଆଦି ୫ଟି ଜିଲ୍ଲାର ୩୬୧ଟି ରୂପାନ୍ତରିତ

ଦୁର୍ଘଟଣା: ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର

ଚୌଦ୍ୱାର : ଦୁର୍ଘଟଣାର ଶିକାର ହେଲେ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ । କଟକ ମଙ୍ଗୁଳି ସ୍ଥିତ ବଜରଙ୍ଗୀ ଓ୍ୱେ ବ୍ରିଜ୍‌ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି ସୁଧାରକର ବସନ୍ତଙ୍କ ଗାଡି। ତେବେ ଗୁରୁତର ଅବସ୍ଥାରେ ସୁଧାକର ବସନ୍ତଙ୍କୁ

ବିଭିନ୍ନ ଜିଲ୍ଲାକୁ ଆଲର୍ଟ, ୨୩ ଯାଏଁ ଘନକୁହୁଡି

ଭୁବନେଶ୍ୱର : ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ଘନ କୁହୁଡ଼ି ରହିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳର କିଛି ସ୍ଥାନରେ ଘନ କୁହୁଡ଼ି ଯୋଗୁ ଯାତାୟତ ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା ସୃଷ୍ଟି ହୋଇଛି । ତେବେ

୧୯ ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିତ୍ତପ୍ରସ୍ତର ସ୍ଥାପନ, ଖର୍ଚ୍ଚ ହେବ ୪,୬୦୦ କୋଟି ଟଙ୍କା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଅବସରରେ ବିଭିନ୍ନ