Browsing Category
ରାଜ୍ୟ
ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ
ଭୁବନେଶ୍ୱର: ଅସୁସ୍ଥତା କାରଣରୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ଓଡିଆ ଇଣ୍ଡଷ୍ଟ୍ରିରେ!-->!-->!-->…
ଚଳିତ ବର୍ଷରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
ଭୁବନେଶ୍ୱର: ମେଧାବୀଙ୍କୁ ଉଚ୍ଚଶିକ୍ଷା ପାଇଁ ପ୍ରୋତ୍ସାହନ ନିମନ୍ତେ ମଳିବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର । ଚଳିତବର୍ଷ ଦଶମ ବୋର୍ଡ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ମେଧାବୀ ଛାତ୍ରଛାତ୍ରୀଙ୍କୁ ମିଳିବ ମୁଖ୍ୟମନ୍ତ୍ରୀ ଶିକ୍ଷା!-->…
ଭୁବନେଶ୍ୱର ମହାନଗର ନିଗମ ପାଇଁ ୪୧୬ଟି ଅତିରିକ୍ତ ପଦବୀ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଦିନକୁ ଦିନ ଭୁବନେଶ୍ୱରର କଳେବର ବଢ଼ିବାରେ ଲାଗିଛି । ସହରର ଆବଶ୍ୟକତାକୁ ବିଚାର କରି ପ୍ରଶାସନିକ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମହାନଗର ନିଗମ (ବି.ଏମ୍.ସି) ପାଇଁ!-->…
ନନ୍ଦନକାନନରେ ହେବ ‘ନାଇଟ୍ଆଉଟ୍ ଆଟ୍ ଜୁ’
ଭୁବନେଶ୍ୱର: ଖାଲି ଦିନରେ ନୁହେଁ ଏବେ ରାତିରେ ମଧ୍ୟ ନନ୍ଦନକାନନ ବୁଲିବାର ମଜା ମଳିବାକୁ ଯାଉଛି ।ଏବେ ନନ୍ଦନକାନନ ଚିଡିଆଖାନାରେ ଅନେକ ରାତ୍ରିଚର ଜୀବଜନ୍ତୁ ରହିଛନ୍ତି । ସେମାନଙ୍କ ଚାଲିଚଳନ ସମ୍ପର୍କରେ ଲୋକଙ୍କୁ ଜାଣିବାର ସୁଯୋଗ!-->…
ରାଜ୍ୟର ୧୩ ଜିଲ୍ଲାରେ ୨୧ ଟି ଆମ ବସ୍ଷ୍ଟାଣ୍ଡ୍ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ଆଜି ରାଜ୍ୟର ୧୩ଟି ଜିଲ୍ଲାର ୨୧ଟି ବ୍ଲକରେ ‘ଆମ ବସଷ୍ଟାଣ୍ଡ’କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡରେ ଉଦ୍ଘାଟନ କରିବା ସହିତ ୨୬ଟି ଜିଲ୍ଲାରେ ୧୨୪ଟି ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ମଧ୍ୟ ଶିଳାନ୍ୟାସ!-->…
୨୪ ଘଂଟାରେ ୧୮ ଜିଲ୍ଲାରେ ବଢ଼ିବ ଝଡବର୍ଷା
ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିିମ ଓଡିଶାର ୧୮ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡବର୍ଷା ବଢ଼ିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସତର୍କ!-->…
୨୦୨୩ ଶେଷ ସୁଦ୍ଧା ଆନନ୍ଦବନର ଉଦଘାଟନ ହେବ
ଭୁବନେଶ୍ୱର: ଗଛ ଉପର ଟ୍ରି ହାଉସ୍ରେ, ତଳେ ଜଙ୍ଗଲ , ଜଙ୍ଗଲ ଉପରେ ରୋପ୍ ବ୍ରିଜ୍ରେ ଚାଲିବାର ମଜା ସାଙ୍ଗକୁ ଉଡେନ୍ ବ୍ରିଜ୍ରେ ସେଲ୍ଫି ନେବାର ସ୍ୱତନ୍ତ୍ର ବ୍ୟବସ୍ଥା ଖୁବ୍ ଶୀଘ୍ର ରାଜଧାନୀରେ ଆପଣଙ୍କୁ ମିଳିବାକୁ ଯାଉଛି!-->…
ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ୍ରେ ୩ଟି ବୃହତ ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି
ସ୍ବାଭିମାନ ଅଞ୍ଚଳର ରୂପାନ୍ତର ପ୍ରକ୍ରିୟାରେ ଆସିବ ନୂଆ ଗତି
୧୦୧ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର : ମାଲକାନଗିରି ଜିଲ୍ଲାରେ ସ୍ବାଭିମାନ ଅଞ୍ଚଳ ଏବେ ବିକାଶ ପଥରେ କରୁଛି ଦ୍ରୁତ ଅଗ୍ରଗତି। ଗୁରୁପ୍ରିୟା ସେତୁ ନିର୍ମାଣ!-->!-->!-->!-->!-->…
ପବିତ୍ର ମୋହନ ସେତୁ ନାମରେ ନାମିତ ହେଲା କଣିହା ସ୍ଥିତ ବ୍ରାହ୍ମଣୀ ନଦୀ ସେତୁ
ଭୁବନେଶ୍ୱର : ଅନୁଗୋଳ ଜିଲ୍ଲା କଣିହା ଠାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ସେତୁକୁ ରାଜ୍ୟ ସରକାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପ୍ରଜାମଣ୍ଡଳ ନେତା ତଥା ଓଡିଶାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ!-->…
ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ କୁଇ ସମାଜର କର୍ମକର୍ତ୍ତା ଓ ଜନପ୍ରତିନିଧି
ଭୁବନେଶ୍ୱର: କୁଇ ଭାଷାକୁ ସମ୍ୱିଧାନର ୮ମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଦ୍ୱାରା ସୁପାରିଶ କରାଯାଇଥିବାରୁ ସମଗ୍ର ଓଡ଼ିଶାର କୁଇ(କନ୍ଧ) ସମ୍ପ୍ରଦାୟର ବଭିନ୍ନ ଅନୁଷ୍ଠାନର ଶତାଧିକ କର୍ମକର୍ତ୍ତା ଓ!-->!-->!-->…