Browsing Category
ରାଜ୍ୟ
ବିଡିଓଙ୍କୁ ମାଡ ମାରି ବିଧାୟକ ଗିରଫ
ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଗିରଫ । ଭୁବନେଶ୍ୱର ଯାଉଥିବା ବେଳେ ଗିରଫ କରିଛି ଦେବଗଡ଼ ପୁୁଲିସର ସ୍ୱତନ୍ତ୍ର ଟିମ୍ । ବିଧାୟକଙ୍କ ସମେତ ଅନ୍ୟ ୩ ସହଯୋଗୀଙ୍କୁ ଗିରଫ କରିଛି ପୋଲିସ । ଦେବଗଡ ତିଲେଇବଣି ବିଡିଓ!-->…
ପୁରୀରେ ଏଏସଆଇ ଟିମ୍
ପୁରୀରେ ପହଞ୍ଚିଲା ଏଏସଆଇର ତିନି ଜଣିଆ ଟିମ୍ । ଏଏସଆଇର ଆଞ୍ଚଳିକ ନିର୍ଦ୍ଦେଶକ ଦିଲ୍ଲିପ ଖମାରୀ, ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକ, ଆସିଷ୍ଟାଣ୍ଟ ସୁପରିଟେଣ୍ଡେଣ୍ଟ ଚିତ୍ତରଞ୍ଜନ ଦାସ ପୁରୀରେ ପହଞ୍ଚି ଶ୍ରୀମନ୍ଦିର ଯାଇ ସମସ୍ତ!-->…
ଟ୍ରକ୍କୁ ପିଟିଲା ଆମ୍ବୁଲାନ୍ସ, ୩ ମୃତ
ଟ୍ରକ୍କୁ ପିଟିଲା ଆମ୍ବୁଲାନ୍ସ । ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଏକ ଟ୍ରକ୍ ପଛରେ ପିଟି ହେବାରୁ ୩ ଜଣଙ୍କ ମୃତ୍ୟୁ ହୋଇଛି । ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଶନିବାର ବିଳମ୍ବିତ ରାତିରେ ଯାଜପୁର ଜିଲ୍ଲା ବଡ଼ଚଣା ନିକଟରେ ୧୬!-->…
୩ ଛୁଆଙ୍କୁ ମାରି କୂଅରେ ଫିଙ୍ଗିଦେଲା ବାପା
ବାପା ନା ସଇତାନ । ନିଜ ଛୁଆଙ୍କୁ ବି ମାରିବାକୁ ପଛାଇଲାନି । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କୋଇଡାରୁ । ୩ଛୁଆଙ୍କୁ ମାରି କୂଅରେ ଫିଙ୍ଗିଦେଲା ବାପା ।ଏହି ଘଟଣା ସାରା କୋଇଡା ଅଞ୍ଚଳକୁ ସ୍ତବ୍ଦ କରିଦେଇଛି ।ମୃତକଙ୍କ!-->…
ବଦଳିଲେ କଟକ-ଭୁବନେଶ୍ୱର ଡିସିପି
ଆଇପିଏସ ସ୍ତରରେ ବଡଧରଣର ଅଦଳବଦଳ । ବଦଳିଲେ ଟ୍ୱିନ୍ ସିଟି ଡିସିପି । ପ୍ରତୀକ ସିଂ ହେଲେ ଭୁବନେଶ୍ୱର ଡିସିପି । ସେହିପରି କଟକ ଡିସିପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ବ୍ରହ୍ମପୁର ଏସ୍ପି ପିନାକ ମିଶ୍ରଙ୍କୁ କଟକ!-->…
ତାତି କମାଇବ କି ଲଘୁଚାପ!
ରାଜ୍ୟରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ଆଜି ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୦ ଦଶମିକ ୪ ଡିଗ୍ରୀ ରେକର୍ଡ କରାଯାଇଛି । କେନ୍ଦୁଝରରେ ୩୯ ଦଶମିକ ୬, ସମ୍ବଲପୁରରେ ୩୯ ଦଶମିକ ୨ ଓ!-->…
୧୧ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ
ଆଜି ବି ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଆଜି ୧୧ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ପାଇଁ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା,!-->…
ଆଜିଠୁ ଖୋଲିଲା ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର
ଆଜିଠୁ ଖୋଲିଲା ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର । ଉଭୟ ଶ୍ରୀମନ୍ଦିର ସିଂହଦ୍ୱାର ଓ ପଶ୍ଚିମଦ୍ୱାରରୁ ଦର୍ଶନ ପାଇଁ ଅନୁମତି ମିଳିଛି । ଶ୍ରୀମନ୍ଦିର ପରିଚାଳନା କମିଟିର ନିଷ୍ପତ୍ତି ପରେ ଆଜିଠୁ ଏହି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇଛି!-->…
୭୦ ବର୍ଷ ବୟସରେ ବିଧାୟକ ଦେଲେ ମାଟ୍ରିକ୍ ପରୀକ୍ଷା
ବିଧାୟକ ଦେଲେ ମାଟ୍ରିକ୍ ପରୀକ୍ଷା । ଫୁଲବାଣୀ ବିଧାୟକ୍ ଅଙ୍ଗଦ କହଁର । ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧିନରେ ଥିବା ଫୁଲବାଣୀ ରୁଜାଙ୍ଗୀ ଉଚ୍ଚବିଦ୍ୟାଳୟରେ ସେ ପରୀକ୍ଷା ଦେଇଛନ୍ତି । ୭୦ ବର୍ଷ ବୟସରେ ବିଧାୟକ ଦେଉଛନ୍ତି ମାଟ୍ରିକ!-->…
ସରିଲା ପ୍ରଥମ ଦିନର ମାଟ୍ରିକ୍ ପରୀକ୍ଷା
ସରିଲା ପ୍ରଥମ ଦିନର ମାଟ୍ରିକ ପରୀକ୍ଷା । କରୋନା ଯୋଗୁଁ ଗତ ଦୁଇ ବର୍ଷ ହେଲା, ସିଧାସଳଖ ପରୀକ୍ଷା କେନ୍ଦ୍ରକୁ ଆସି ପରୀକ୍ଷା ଦେଇନଥିଲେ ଛାତ୍ରଛାତ୍ରୀ । ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ପିଲାମାନଙ୍କୁ ମାର୍କ ଦିଆଯାଇ ଫଳାଫଳ ପ୍ରକାଶ!-->…